ମୟୂରଭଞ୍ଜ:ଲକ୍ଷ ଲକ୍ଷ ଟଙ୍କା ଅନୁଦାନ ସତ୍ତ୍ବେ ବଡାମପଦା-ବାଘିଆଗଡି ରାସ୍ତା ମରଣଯନ୍ତା: ଠିକାଦାର ଯନ୍ତ୍ରୀ ମଧୁଚନ୍ଦ୍ରିକା
ଯଶୋବନ୍ତ ପରିଡା/କପ୍ତିପଦା ଉପଖଣ୍ଡ/ସମୀକ୍ଷା ନ୍ୟୁଜ:ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ବ୍ଲକ ଜାମବଣୀ ପଞ୍ଚାୟତ ବଡାମପଦା ଠାରୁ ବାଘିଆଗଡି ଯାଇଥିବା ରାସ୍ତାଟି ଏବେ ମରଣଯନ୍ତା ପାଲଟିଛି। ଗୋଟିଏ ବର୍ଷରେ ୧୨ ଲକ୍ଷ ଟଙ୍କା ଅନୁଦାନ ଆସି ଜୁନ୍ ମାସରେ କାମ ସରିଥିବା ନେଇ ଫଳକ ଲାଗିଥିଲେ ମଧ୍ୟ ବାସ୍ତବରେ ରାସ୍ତାଟି ଆଣ୍ଠୁଏ କାଦୁଅରେ ଭର୍ତ୍ତି ହୋଇ ରହିଛି।ଏହି ରାସ୍ତା ଉପରେ ତିନୋଟି ଗାଁର ୩୦୦ ପରିବାର ନିର୍ଭର କରୁଥିବାବେଳେ ଦୁରବସ୍ଥା ଯୋଗୁଁ ଆମ୍ବୁଲାନ୍ସ କିମ୍ବା ଯାନବାହନ ଯା’ଆସ କରିପାରୁନାହିଁ। ଫଳରେ…


Total Users : 6759