ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୧ ଘଣ୍ଟା ପୂର୍ବେSecurity to High-Profile Leaders: ହାଇପ୍ରୋଫାଇଲ୍ ନେତାଙ୍କୁ ସୁରକ୍ଷା ଯୋଗାନ୍ତି କେଉଁ ଆର୍ମି ୧ ଘଣ୍ଟା ପୂର୍ବେPublic movement justice for Raju Bag: କଳାହାଣ୍ଡି: ରାଜୁ ବାଗଙ୍କୁ ନ୍ୟାୟ ଦାବିରେ କୋକସରାରେ ଜନଆନ୍ଦୋଳନ ଡାକରା ୧ ଘଣ୍ଟା ପୂର୍ବେSOA UNIVERSITY Sreeja Pattnaik LLM Gold Medal: ଏଲ୍.ଏଲ୍ଏମ୍ ରେ ଶ୍ରୀଜା ପଟ୍ଟନାୟକଙ୍କ ସ୍ଵର୍ଣ୍ଣ ପଦକ ଲାଭ ୧ ଘଣ୍ଟା ପୂର୍ବେPrime Minister Narendra Modi’s mega roadshow in Bihar: ବିହାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା ରୋଡ୍ ଶୋ ୧ ଘଣ୍ଟା ପୂର୍ବେCyclone wreaks havoc in Puri district: ପୁରୀ ଜିଲ୍ଲାରେ ବାତ୍ୟାର ତାଣ୍ଡବ, ଉଜାଡ଼ିଦେଲା ଚାଷୀଙ୍କ ସୁନାର ଫସଲ ୧ ଘଣ୍ଟା ପୂର୍ବେIllegal sale of foreign liquor, Rayagada District Excise Department sealed: ବିଅର ପାର୍ଲର ନାଁ ରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ; ଅଭିଯୋଗ ପରେ ସିଲ କରିଲା ଜିଲ୍ଲା ଅବକାରୀ ବିଭାଗ ୨ ଘଣ୍ଟା ପୂର୍ବେMajor setback for the Excise Department over allegations of spurious liquor: ନକଲି ମଦ ଅଭିଯୋଗରେ ଅବକାରୀ ବିଭାଗକୁ ଶକ୍ତ ଝଟକା ୨ ଘଣ୍ଟା ପୂର୍ବେReligious Festivals: ମସ୍କାବାରୀରେ ଶ୍ରୀ ଶନିଶ୍ଚର ଦେବଙ୍କ ଷଷ୍ଠ ବାର୍ଷିକ ଉତ୍ସବ ପାଳିତ ୨ ଘଣ୍ଟା ପୂର୍ବେSuccession certificate deadline: ସମୟସୀମା ଅତିକ୍ରମ ପରେ ମିଳିଲା ଉତ୍ତରାଧିକାରୀ ପ୍ରମାଣପତ୍ର ୨ ଘଣ୍ଟା ପୂର୍ବେDemand to Kandhamal free from migrant laborers: କନ୍ଧମାଳକୁ ଦାଦନ ଶ୍ରମିକ ମୁକ୍ତ ଜିଲ୍ଲା ଘୋଷଣା କରିବାକୁ ଦାବି: ନିଶାମୁକ୍ତ ଅଭିଯାନ ଭଳି ଚାଲୁ ହେଉ ଦାଦନମୁକ୍ତ ଅଭିଯାନ
ଚର୍ଚ୍ଚାରେ ମୟୂରଭଞ୍ଜ ନୟାଗଡ଼ ଜଗତସିଂହପୁର ନୂଆପଡ଼ା ମାଲକାନଗିରି କେନ୍ଦୁଝର ବରଗଡ଼

ଜଗତସିଂହପୁରରେ ବର୍ଷା, ପବନ ଓ ଘଡଘଡି

ଜଗତସିଂହପୁରରେ ବର୍ଷା, ପବନ ଓ ଘଡଘଡି – ସମୀକ୍ଷା ଖବର

ଭଗବାନ ମହାନ୍ତି/ ଜିଲ୍ଲା ପ୍ରତିନିଧି/ ଜଗତସିଂହପୁର /ସମୀକ୍ଷା ନ୍ୟୁଜ:

ଜଗତସିଂହପୁର, 27/10/26(ନି. ପ୍ର ):ଜଗତସିଂହପୁର ରେ ବର୍ତ୍ତମାନ 10ଘଟିକା 30ମିନଟ ସମୟରେ ବର୍ଷା, ପବନ, ଘଡଘଡି ହୋଇ ଅନ୍ଧାର କରି ଆସିଛି |ଯେଉଁଭଳି ବର୍ଷା ଚାଲିଛି ତାହା କୃଷକ ପାଇ ବହୁ ହୀତ ସାବିତ ହେବ ବୋଲି ସାଧାରଣରେ ପ୍ରକାଶ ପାଇଛି | ଜିଲା କୃଷକ ମୋର୍ଚ୍ଚାର ପଦାଧିକାରୀ ସଞ୍ଜୟ ମୁଦୁଲି କହିଛନ୍ତି ଏପରି ବର୍ଷା ସୀମିତ ହୋଇ ରହିଲେ ଚାଷୀ ପାଇ ଭଲ | ଅତି ବୃଷ୍ଟି ହୋଇଗଲେ ଧାନ ଚାଷ ପାଇ କ୍ଷତି ହୋଇଯିବ |

ଜଗତସିଂହପୁରରେ ବର୍ଷା, ପବନ ଓ ଘଡଘଡି – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ବାଲିକୁଦା: ଗ୍ରାମାଞ୍ଚଳର ଗଜଲକ୍ଷ୍ମୀ ପୂଜା