ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୬ ଘଣ୍ଟା ପୂର୍ବେSecurity to High-Profile Leaders: ହାଇପ୍ରୋଫାଇଲ୍ ନେତାଙ୍କୁ ସୁରକ୍ଷା ଯୋଗାନ୍ତି କେଉଁ ଆର୍ମି ୬ ଘଣ୍ଟା ପୂର୍ବେPublic movement justice for Raju Bag: କଳାହାଣ୍ଡି: ରାଜୁ ବାଗଙ୍କୁ ନ୍ୟାୟ ଦାବିରେ କୋକସରାରେ ଜନଆନ୍ଦୋଳନ ଡାକରା ୬ ଘଣ୍ଟା ପୂର୍ବେSOA UNIVERSITY Sreeja Pattnaik LLM Gold Medal: ଏଲ୍.ଏଲ୍ଏମ୍ ରେ ଶ୍ରୀଜା ପଟ୍ଟନାୟକଙ୍କ ସ୍ଵର୍ଣ୍ଣ ପଦକ ଲାଭ ୬ ଘଣ୍ଟା ପୂର୍ବେPrime Minister Narendra Modi’s mega roadshow in Bihar: ବିହାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା ରୋଡ୍ ଶୋ ୬ ଘଣ୍ଟା ପୂର୍ବେCyclone wreaks havoc in Puri district: ପୁରୀ ଜିଲ୍ଲାରେ ବାତ୍ୟାର ତାଣ୍ଡବ, ଉଜାଡ଼ିଦେଲା ଚାଷୀଙ୍କ ସୁନାର ଫସଲ ୬ ଘଣ୍ଟା ପୂର୍ବେIllegal sale of foreign liquor, Rayagada District Excise Department sealed: ବିଅର ପାର୍ଲର ନାଁ ରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ; ଅଭିଯୋଗ ପରେ ସିଲ କରିଲା ଜିଲ୍ଲା ଅବକାରୀ ବିଭାଗ ୬ ଘଣ୍ଟା ପୂର୍ବେMajor setback for the Excise Department over allegations of spurious liquor: ନକଲି ମଦ ଅଭିଯୋଗରେ ଅବକାରୀ ବିଭାଗକୁ ଶକ୍ତ ଝଟକା ୬ ଘଣ୍ଟା ପୂର୍ବେReligious Festivals: ମସ୍କାବାରୀରେ ଶ୍ରୀ ଶନିଶ୍ଚର ଦେବଙ୍କ ଷଷ୍ଠ ବାର୍ଷିକ ଉତ୍ସବ ପାଳିତ ୬ ଘଣ୍ଟା ପୂର୍ବେSuccession certificate deadline: ସମୟସୀମା ଅତିକ୍ରମ ପରେ ମିଳିଲା ଉତ୍ତରାଧିକାରୀ ପ୍ରମାଣପତ୍ର ୬ ଘଣ୍ଟା ପୂର୍ବେDemand to Kandhamal free from migrant laborers: କନ୍ଧମାଳକୁ ଦାଦନ ଶ୍ରମିକ ମୁକ୍ତ ଜିଲ୍ଲା ଘୋଷଣା କରିବାକୁ ଦାବି: ନିଶାମୁକ୍ତ ଅଭିଯାନ ଭଳି ଚାଲୁ ହେଉ ଦାଦନମୁକ୍ତ ଅଭିଯାନ
ଚର୍ଚ୍ଚାରେ ମୟୂରଭଞ୍ଜ ନୟାଗଡ଼ ଜଗତସିଂହପୁର ନୂଆପଡ଼ା ମାଲକାନଗିରି କେନ୍ଦୁଝର ବରଗଡ଼

କେନ୍ଦୁଝରରେ ଜିଲ୍ଲାସ୍ତରୀୟ ଜନଗଣନା ଅଧିକାରୀମାନଙ୍କ ଦୁଇଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

କେନ୍ଦୁଝରରେ ଜିଲ୍ଲାସ୍ତରୀୟ ଜନଗଣନା ଅଧିକାରୀମାନଙ୍କ ଦୁଇଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ – ସମୀକ୍ଷା ଖବର


ବିଜୟ ରତ୍ନ ପତି/ସ୍ୱତନ୍ତ୍ର ପ୍ରତିନିଧି/ସମୀକ୍ଷା ନିୟୁଜ୍/କେନ୍ଦୁଝର:

କେନ୍ଦୁଝର, ୨୭/୧୦:
କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ଦରବାର ହଲ୍ ଠାରେ “ଭାରତର ଜନଗଣନା ୨୦୨୭” ନିମନ୍ତେ ଜିଲ୍ଲାସ୍ତରୀୟ ଜନଗଣନା ଅଧିକାରୀମାନଙ୍କର ଏକ ଦୁଇଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ତା ୨୭-୧୦-୨୦୨୬ ରୁ ୨୮-୧୦-୨୦୨୬ ପର୍ଯ୍ୟନ୍ତ ଚାଲୁରହିବ।ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମନ୍ଦରଧର ମହାଳିକ, ଆନନ୍ଦପୁର ଉପଜିଲ୍ଲାପାଳ ଶ୍ରୀ ନୀଳମାଧଵ ସୁନା, ଚମ୍ପୁଆ ଉପଜିଲ୍ଲାପାଳ ଶ୍ରୀ ସୁବୋଧଦର୍ଶୀ ଯୋଶୀ, ଜିଲ୍ଲାସ୍ତରୀୟ ଅଧିକାରୀ ଓ ଜନଗଣନା ସମ୍ପର୍କିତ ବୃନ୍ଦ ଉପସ୍ଥିତ ଥିଲେ।ପ୍ରଶିକ୍ଷଣ ଶିବିରରେ ଭାରତ ସରକାରଙ୍କ ଜନଗଣନା ନିର୍ଦ୍ଦେଶାବଳୀ ଅନୁଯାୟୀ କାର୍ଯ୍ୟ ସମ୍ପାଦନ, ତଥ୍ୟ ସଂଗ୍ରହ ପ୍ରକ୍ରିୟା, ନୂତନ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଏବଂ ଆଗାମୀ ଜନଗଣନା କାର୍ଯ୍ୟକୁ ସୁଚାରୁରୂପେ ପରିଚାଳନା କରିବା ସମ୍ପର୍କରେ ବିସ୍ତୃତ ଆଲୋଚନା ଓ ପ୍ରଶିକ୍ଷଣ ପ୍ରଦାନ କରାଯାଉଛି। “ଗଣନା ମାତ୍ର ସଂଖ୍ୟା ନୁହେଁ, ଜନଗଣନାକୁ ଜନକଲ୍ୟାଣ” ଲକ୍ଷ୍ୟ ନେଇ ସଠିକ୍ ଓ ନିର୍ଭୁଲ ତଥ୍ୟ ସଂଗ୍ରହ ଉପରେ ଗୁରୁତ୍ବ ଆରୋପ କରାଯାଇଛି। ଜିଲ୍ଲାର ଜନଗଣନା କାର୍ଯ୍ୟକୁ ସଫଳ ଓ ତ୍ରୁଟିଶୂନ୍ୟ କରିବା ପାଇଁ ସମସ୍ତ ପ୍ରଶିକ୍ଷାର୍ଥୀଙ୍କୁ ନିଷ୍ଠାର ସହ କାର୍ଯ୍ୟ କରିବାକୁ ପରାମର୍ଶ ଦିଆଯାଇଛି।

କେନ୍ଦୁଝରରେ ଜିଲ୍ଲାସ୍ତରୀୟ ଜନଗଣନା ଅଧିକାରୀମାନଙ୍କ ଦୁଇଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ଚମ୍ପୁଆ ଆଙ୍ଗୁଳିଆସ୍ଥିତ ବିସ୍ଥାପିତ କଲୋନୀ: ମରଣଯନ୍ତା ପାଲଟିଛି ପୋଖରୀର ଗାଧୁଆ ତୁଠ