ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୧୧ ଘଣ୍ଟା ପୂର୍ବେShilpa Shetty’s Fitness Mantra: ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ଫିଟନେସ୍ ମନ୍ତ୍ରକୁ ନେଇ ଚର୍ଚ୍ଚା ୧୧ ଘଣ୍ଟା ପୂର୍ବେKuchei station Demand for railway goods rake facility: କୁଚେଇ ଷ୍ଟେସନରେ ରେଳୱେ ଗୁଡ୍‌ସ ର‍୍ୟାକ୍ ସୁବିଧା ଦାବି ୧୧ ଘଣ୍ଟା ପୂର୍ବେSindhusuta approaches the District Collector seeking financial assistance: ବାତ୍ୟା ପ୍ରଭାବରେ ସମ୍ପୂର୍ଣ୍ଣଭାବେ ଧାନ ନଷ୍ଟ ହୋଇଥିବା ନେଇ ଜିଲ୍ଲାପାଳଙ୍କୁ ଆର୍ଥିକ ସହାୟତା ପାଇଁ ସିନ୍ଧୁସୁତା ହେଲେ ଦ୍ୱାରସ୍ତ ୧୧ ଘଣ୍ଟା ପୂର୍ବେPreparations for the Kalinga Bali Jatra: ଆଗକୁ ଦୁଇ ଦିନ ରହିଲା କଲିଙ୍ଗ ବାଲିଯାତ୍ରା ଯୁଦ୍ଧ କାଳୀନ ଭିତିରେ ଚାଲିଛି ପ୍ରସ୍ତୁତି ୧୧ ଘଣ୍ଟା ପୂର୍ବେKhandapada Child Sex Ratio: ଖଣ୍ଡପଡ଼ାରେ ଶିଶୁ ଲିଙ୍ଗ ଅନୁପାତ ହ୍ରାସ ନେଇ ବ୍ଲକସ୍ତରୀୟ କର୍ମଶାଳା ଅନୁଷ୍ଠିତ ୧୧ ଘଣ୍ଟା ପୂର୍ବେGodabarisha Adarsha Vidyalaya scheme: ରାମଚଣ୍ତି ଉଚ୍ଚ ବିଦ୍ୟାଳୟକୁ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନାରେ ସାମିଲ କରିବା ନେଇ ଦାବିପତ୍ର ପ୍ରଦାନ ୧୨ ଘଣ୍ଟା ପୂର୍ବେCyclone Shelters & Review Meeting: ବିଧାୟକ ଓ ପ୍ରଶାସନିକ ଅଧିକାରୀଙ୍କ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ ଓ ସମୀକ୍ଷା ବୈଠକ ୧୨ ଘଣ୍ଟା ପୂର୍ବେMalkangiri Rehabilitation & Protection of Children: ମାଲକାନଗିରିର ଚାରି ପିତୃମାତୃହୀନ ଶିଶୁଙ୍କ ଥଇଥାନ ଓ ସୁରକ୍ଷା ୧୨ ଘଣ୍ଟା ପୂର୍ବେHelpless lives on the highway: ରାଜପଥ ଉପରେ ଅସହାୟ ଜୀବନ, ସରକାରଙ୍କ ଦୃଷ୍ଟିପଡିବ କେବେ ? ୧୨ ଘଣ୍ଟା ପୂର୍ବେBaliguda Public Relations Department office deplorable Condition: ବାଲିଗୁଡ଼ା ଲୋକ ସମ୍ପର୍କ ବିଭାଗ କାର୍ଯ୍ୟାଳୟର ଦୟନୀୟ ଅବସ୍ଥା
ଚର୍ଚ୍ଚାରେ ମୟୂରଭଞ୍ଜ ମାଲକାନଗିରି ଖୋର୍ଦ୍ଧା ଜଗତସିଂହପୁର କେନ୍ଦୁଝର ବରଗଡ଼ ନୂଆପଡ଼ା

ମୟୂରଭଞ୍ଜର ପ୍ରସିଦ୍ଧ ଢୋକ୍ରା ଶିଳ୍ପ ଓ ସ୍ଥାନୀୟ କାରିଗରଙ୍କୁ ପ୍ରୋତ୍ସାହନ ଦେବାକୁ ଆହ୍ୱାନ

ମୟୂରଭଞ୍ଜର ପ୍ରସିଦ୍ଧ ଢୋକ୍ରା ଶିଳ୍ପ ଓ ସ୍ଥାନୀୟ କାରିଗରଙ୍କୁ ପ୍ରୋତ୍ସାହନ ଦେବାକୁ ଆହ୍ୱାନ – ସମୀକ୍ଷା ଖବର

ଭବାନୀ ଶଙ୍କର ମିଶ୍ର/ବରିଷ୍ଠ ସାମ୍ବାଦିକ /ମୟୂରଭଞ୍ଜ /ସମୀକ୍ଷା ନ୍ୟୁଜ:

ବଡ଼ସାହି, ୨୯/୧୦/୨୬ – ମୟୂରଭଞ୍ଜ ଜିଲ୍ଲାର ପ୍ରାଚୀନ ଐତିହ୍ୟ ତଥା ପାରମ୍ପରିକ କଳା ସଂସ୍କୃତିକୁ ବଞ୍ଚାଇ ରଖିବା ସହିତ ସ୍ଥାନୀୟ କାରିଗରମାନଙ୍କ ଜୀବିକାକୁ ସୁଦୃଢ଼ କରିବା ପାଇଁ ବିଶିଷ୍ଟ ସାମାଜିକ କର୍ମୀ ହେମନ୍ତ ଶାହା ଆହ୍ୱାନ ଜଣାଇଛନ୍ତି। ମୟୂରଭଞ୍ଜର ହସ୍ତକଳା ଢୋକ୍ରା ଆର୍ଟ କେବଳ ରାଜ୍ୟ ନୁହେଁ, ବରଂ ବିଶ୍ୱସ୍ତରରେ ଭାରତୀୟ ସଂସ୍କୃତିର ଏକ ଅନନ୍ୟ ପରିଚୟ ସୃଷ୍ଟି କରିପାରିଛି ବୋଲି ସେ ମତବ୍ୟକ୍ତ କରିଛନ୍ତି।ଜିଲ୍ଲାର ନିପୁଣ କାରିଗର ମାନଙ୍କ ଦ୍ୱାରା ନିର୍ମିତ ଏହି ହସ୍ତତନ୍ତ ଓ ଧାତୁ ଶିଳ୍ପକୁ ଆପଣାଇବା ଏବଂ ସେମାନଙ୍କୁ ସମର୍ଥନ ଜଣାଇବା ପାଇଁ ଜନସାଧାରଣଙ୍କୁ ଅନୁରୋଧ କରାଯାଇଛି । ସ୍ଥାନୀୟ ସାମଗ୍ରୀ ବ୍ୟବହାର ଦ୍ୱାରା କାରିଗରଙ୍କ ଜୀବନଜୀବିକା ସୁରକ୍ଷିତ ହେବା ସହ ଗ୍ରାମୀଣ ଅର୍ଥନୀତି ମଜଭୁତ ହୋଇପାରିବ। ମୟୂରଭଞ୍ଜର ଢୋକ୍ରା କଳାର ଏହି ଐତିହ୍ୟକୁ ଆଗାମୀ ପିଢ଼ି ପାଇଁ ବଞ୍ଚାଇ ରଖି ସ୍ଥାନୀୟ କଳା, ବିଶ୍ୱର ଗର୍ବ ମନ୍ତ୍ରକୁ ସାର୍ଥକ କରିବାକୁ ଶ୍ରୀ ସାହା ଗୁରୁତ୍ୱାରୋପ କରିଛନ୍ତି।

ମୟୂରଭଞ୍ଜର ପ୍ରସିଦ୍ଧ ଢୋକ୍ରା ଶିଳ୍ପ ଓ ସ୍ଥାନୀୟ କାରିଗରଙ୍କୁ ପ୍ରୋତ୍ସାହନ ଦେବାକୁ ଆହ୍ୱାନ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ଲଗାତର ବର୍ଷା ପ୍ରଭାବରେ ବାରିପଦା କୋର୍ଟ ପରିସରରେ ଭୁଶୁଡ଼ିଲା ପୁରୁଣା ପାଚେରୀ