ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୧୦ ଘଣ୍ଟା ପୂର୍ବେShilpa Shetty’s Fitness Mantra: ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ଫିଟନେସ୍ ମନ୍ତ୍ରକୁ ନେଇ ଚର୍ଚ୍ଚା ୧୦ ଘଣ୍ଟା ପୂର୍ବେKuchei station Demand for railway goods rake facility: କୁଚେଇ ଷ୍ଟେସନରେ ରେଳୱେ ଗୁଡ୍‌ସ ର‍୍ୟାକ୍ ସୁବିଧା ଦାବି ୧୦ ଘଣ୍ଟା ପୂର୍ବେSindhusuta approaches the District Collector seeking financial assistance: ବାତ୍ୟା ପ୍ରଭାବରେ ସମ୍ପୂର୍ଣ୍ଣଭାବେ ଧାନ ନଷ୍ଟ ହୋଇଥିବା ନେଇ ଜିଲ୍ଲାପାଳଙ୍କୁ ଆର୍ଥିକ ସହାୟତା ପାଇଁ ସିନ୍ଧୁସୁତା ହେଲେ ଦ୍ୱାରସ୍ତ ୧୦ ଘଣ୍ଟା ପୂର୍ବେPreparations for the Kalinga Bali Jatra: ଆଗକୁ ଦୁଇ ଦିନ ରହିଲା କଲିଙ୍ଗ ବାଲିଯାତ୍ରା ଯୁଦ୍ଧ କାଳୀନ ଭିତିରେ ଚାଲିଛି ପ୍ରସ୍ତୁତି ୧୧ ଘଣ୍ଟା ପୂର୍ବେKhandapada Child Sex Ratio: ଖଣ୍ଡପଡ଼ାରେ ଶିଶୁ ଲିଙ୍ଗ ଅନୁପାତ ହ୍ରାସ ନେଇ ବ୍ଲକସ୍ତରୀୟ କର୍ମଶାଳା ଅନୁଷ୍ଠିତ ୧୧ ଘଣ୍ଟା ପୂର୍ବେGodabarisha Adarsha Vidyalaya scheme: ରାମଚଣ୍ତି ଉଚ୍ଚ ବିଦ୍ୟାଳୟକୁ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନାରେ ସାମିଲ କରିବା ନେଇ ଦାବିପତ୍ର ପ୍ରଦାନ ୧୧ ଘଣ୍ଟା ପୂର୍ବେCyclone Shelters & Review Meeting: ବିଧାୟକ ଓ ପ୍ରଶାସନିକ ଅଧିକାରୀଙ୍କ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ ଓ ସମୀକ୍ଷା ବୈଠକ ୧୧ ଘଣ୍ଟା ପୂର୍ବେMalkangiri Rehabilitation & Protection of Children: ମାଲକାନଗିରିର ଚାରି ପିତୃମାତୃହୀନ ଶିଶୁଙ୍କ ଥଇଥାନ ଓ ସୁରକ୍ଷା ୧୧ ଘଣ୍ଟା ପୂର୍ବେHelpless lives on the highway: ରାଜପଥ ଉପରେ ଅସହାୟ ଜୀବନ, ସରକାରଙ୍କ ଦୃଷ୍ଟିପଡିବ କେବେ ? ୧୧ ଘଣ୍ଟା ପୂର୍ବେBaliguda Public Relations Department office deplorable Condition: ବାଲିଗୁଡ଼ା ଲୋକ ସମ୍ପର୍କ ବିଭାଗ କାର୍ଯ୍ୟାଳୟର ଦୟନୀୟ ଅବସ୍ଥା
ଚର୍ଚ୍ଚାରେ ମୟୂରଭଞ୍ଜ ମାଲକାନଗିରି ଖୋର୍ଦ୍ଧା ଜଗତସିଂହପୁର କେନ୍ଦୁଝର ବରଗଡ଼ ନୂଆପଡ଼ା

କଂଗ୍ରେସ ସେବାଦଳ ପକ୍ଷରୁ ରକ୍ତଦାନ ଶିବିର ମୋଟ 50ୟୁନିଟ ରକ୍ତ ସଂଗୃହୀତ

କଂଗ୍ରେସ ସେବାଦଳ ପକ୍ଷରୁ ରକ୍ତଦାନ ଶିବିର ମୋଟ 50ୟୁନିଟ ରକ୍ତ ସଂଗୃହୀତ – ସମୀକ୍ଷା ଖବର

ଭବାନୀ ଶଙ୍କର ମିଶ୍ର/ବରିଷ୍ଠ ସାମ୍ବାଦିକ /ମୟୂରଭଞ୍ଜ /ସମୀକ୍ଷା ନ୍ୟୁଜ:

ବଡ଼ସାହି, ୩୦/୧୦/୨୬ – ବାରିପଦା ଷ୍ଟାଡିୟମ ସମ୍ମିଳନୀ କକ୍ଷ ଠାରେ ମୟୁରଭଞ୍ଜ (ପୂର୍ବ) କଂଗ୍ରେସ ସେବାଦଳ ପକ୍ଷରୁ ଏକ ସ୍ବେଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି। ସେବାଦଳ ଅଧ୍ୟକ୍ଷ ସୁଭେନ୍ଦୁ ମହାନ୍ତି ଶିବିରକୁ ଉଦଘାଟନ କରିଥିବା ବେଳେ, ପିସିସି ସାଧାରଣ ସମ୍ପାଦକ ଅରବିନ୍ଦ ଦାସ, ପ୍ରଦେଶ କଂଗ୍ରେସ ବ୍ୟବସାୟ ସେଲ ଅଧ୍ୟକ୍ଷ ଯୋଗେଶ ଅଗ୍ରୱାଲ, ବାରିପଦା ବାର ଆସୋସିଏସନର ସଭାପତି ଜ୍ୟୋତି ପ୍ରକାଶ ରଥ, ବାରିପଦା ବାର ଆସୋସିଏସନର ପୂର୍ବତନ ସଭାପତି ଭିଭୁ ପ୍ରସାଦ ଦାସ, କଂଗ୍ରେସ ଏସଟି ସେଲ ରାଜ୍ୟ ଉପସଭାପତି ଚୈତନ୍ୟ ହାଁସଦା, କଂଗ୍ରେସ ସେବାଦଳ ମୟୁରଭଞ୍ଜ ଜିଲ୍ଲା ଅଧ୍ୟକ୍ଷ ଦିଲୀପ ନାୟକ, କଂଗ୍ରେସ ଓବିସି ଜିଲ୍ଲା ଅଧ୍ୟକ୍ଷ ତାରାକାନ୍ତ ବେହେରା, କଂଗ୍ରେସ ଏସସି ସେଲ ଜିଲ୍ଲା ଅଧ୍ୟକ୍ଷ ସସ୍ମିତା ବେହେରା, ଏସସି ସେଲ ରାଜ୍ୟ ସାଧାରଣ ସମ୍ପାଦକ ସଞ୍ଜୟ ସେଠୀ, ଏସଟି ସେଲ ରାଜ୍ୟ ସାଧାରଣ ସମ୍ପାଦକ ଚୈତନ୍ୟ ମାଝୀ, ଛାତ୍ର କଂଗ୍ରେସ ସଭାପତି ମୋତି ପ୍ରକାଶ ଦାସ, ବାରିପଦା ଟାଉନ ସଭାପତି ଏସ.କେ. ଇକବାଲ, ଡିସିସି ଉପସଭାପତି ଶିବାନନ୍ଦ ଦାସ, ଡିସିସି ଉପସଭାପତି ଦୀପକ ଦାସ, ଡିସିସି ସାଧାରଣ ସମ୍ପାଦକ ବନମାଳୀ ବାରିକ,ମହିଳା କଂଗ୍ରେସ ନେତ୍ରୀ ଇତିଶ୍ରୀ ମିଶ୍ର, ଫରିଦା ତବସୁମ ପ୍ରମୁଖ ଅତିଥି ଭାବରେ ଯୋଗଦେଇ ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ । ବାରିପଦା ରକ୍ତ ଭଣ୍ଡାରର ଡାକ୍ତର ନର୍ସ ଏବଂ କର୍ମଚାରୀ ମାନେ ରକ୍ତ ସଂଗ୍ରହ କରିଥିବା ବେଳେ ଶିବିରରେ ମୋଟ 50 ୟୁନିଟ ରକ୍ତ ସଂଗ୍ରହ ହୋଇଥିବାର ଜଣାଯାଇଛି ।

କଂଗ୍ରେସ ସେବାଦଳ ପକ୍ଷରୁ ରକ୍ତଦାନ ଶିବିର ମୋଟ 50ୟୁନିଟ ରକ୍ତ ସଂଗୃହୀତ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ଠାକୁରମୁଣ୍ଡାରେ ବୁଦ୍ଧିଜୀବୀ ସମ୍ମିଳନୀ – ଅରାଜକତା ହଟାଓ, ଲୋକତନ୍ତ୍ର ବଞ୍ଚାଓ ଆହ୍ୱାନ