ମୁଖ୍ୟ ବିଷୟକୁ ଯାଆନ୍ତୁ
ଶନିବାର, ୨୧ ନଭେମ୍ବର ୨୦୨୬
News Update
୧ ଘଣ୍ଟା ପୂର୍ବେShilpa Shetty’s Fitness Mantra: ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ଫିଟନେସ୍ ମନ୍ତ୍ରକୁ ନେଇ ଚର୍ଚ୍ଚା ୧ ଘଣ୍ଟା ପୂର୍ବେKuchei station Demand for railway goods rake facility: କୁଚେଇ ଷ୍ଟେସନରେ ରେଳୱେ ଗୁଡ୍‌ସ ର‍୍ୟାକ୍ ସୁବିଧା ଦାବି ୧ ଘଣ୍ଟା ପୂର୍ବେSindhusuta approaches the District Collector seeking financial assistance: ବାତ୍ୟା ପ୍ରଭାବରେ ସମ୍ପୂର୍ଣ୍ଣଭାବେ ଧାନ ନଷ୍ଟ ହୋଇଥିବା ନେଇ ଜିଲ୍ଲାପାଳଙ୍କୁ ଆର୍ଥିକ ସହାୟତା ପାଇଁ ସିନ୍ଧୁସୁତା ହେଲେ ଦ୍ୱାରସ୍ତ ୨ ଘଣ୍ଟା ପୂର୍ବେPreparations for the Kalinga Bali Jatra: ଆଗକୁ ଦୁଇ ଦିନ ରହିଲା କଲିଙ୍ଗ ବାଲିଯାତ୍ରା ଯୁଦ୍ଧ କାଳୀନ ଭିତିରେ ଚାଲିଛି ପ୍ରସ୍ତୁତି ୨ ଘଣ୍ଟା ପୂର୍ବେKhandapada Child Sex Ratio: ଖଣ୍ଡପଡ଼ାରେ ଶିଶୁ ଲିଙ୍ଗ ଅନୁପାତ ହ୍ରାସ ନେଇ ବ୍ଲକସ୍ତରୀୟ କର୍ମଶାଳା ଅନୁଷ୍ଠିତ ୨ ଘଣ୍ଟା ପୂର୍ବେGodabarisha Adarsha Vidyalaya scheme: ରାମଚଣ୍ତି ଉଚ୍ଚ ବିଦ୍ୟାଳୟକୁ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନାରେ ସାମିଲ କରିବା ନେଇ ଦାବିପତ୍ର ପ୍ରଦାନ ୨ ଘଣ୍ଟା ପୂର୍ବେCyclone Shelters & Review Meeting: ବିଧାୟକ ଓ ପ୍ରଶାସନିକ ଅଧିକାରୀଙ୍କ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ ଓ ସମୀକ୍ଷା ବୈଠକ ୨ ଘଣ୍ଟା ପୂର୍ବେMalkangiri Rehabilitation & Protection of Children: ମାଲକାନଗିରିର ଚାରି ପିତୃମାତୃହୀନ ଶିଶୁଙ୍କ ଥଇଥାନ ଓ ସୁରକ୍ଷା ୨ ଘଣ୍ଟା ପୂର୍ବେHelpless lives on the highway: ରାଜପଥ ଉପରେ ଅସହାୟ ଜୀବନ, ସରକାରଙ୍କ ଦୃଷ୍ଟିପଡିବ କେବେ ? ୨ ଘଣ୍ଟା ପୂର୍ବେBaliguda Public Relations Department office deplorable Condition: ବାଲିଗୁଡ଼ା ଲୋକ ସମ୍ପର୍କ ବିଭାଗ କାର୍ଯ୍ୟାଳୟର ଦୟନୀୟ ଅବସ୍ଥା
ଚର୍ଚ୍ଚାରେ ମୟୂରଭଞ୍ଜ ମାଲକାନଗିରି ଖୋର୍ଦ୍ଧା ଜଗତସିଂହପୁର କେନ୍ଦୁଝର ବରଗଡ଼ ନୂଆପଡ଼ା

ଜଗତସିଂହପୁର : ଜିଲ୍ଲା ସ୍ତରୀୟ ଯୁବ ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ

ଜଗତସିଂହପୁର : ଜିଲ୍ଲା ସ୍ତରୀୟ ଯୁବ ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ – ସମୀକ୍ଷା ଖବର

ଭଗବାନ ମହାନ୍ତି /ଜିଲ୍ଲା ପ୍ରତିନିଧି / ଜଗତସିଂହପୁର /ସମୀକ୍ଷା ନ୍ୟୁଜ :

ଜଗତସିଂହପୁର,ତା ୩୦.୧୦.୨୬ ଆସନ୍ତା ନଭେମ୍ବର ୧୦ ଓ ୧୧ ତାରିଖ ରେ ଜିଲ୍ଲା ସ୍ତରୀୟ ଯୁବ ଉତ୍ସବ ଆଦିକବି ସାରଳା ଦାସ ସଂସ୍କୃତି ଭବନ ପରିସରରେ ଅନୁଷ୍ଠିତ ହେବ । ୧୫ରୁ ୨୯ ବର୍ଷର ପ୍ରତିଯୋଗୀଙ୍କ ମଧ୍ୟରେ, ପଦ୍ୟ ଲିଖନ, ଚିତ୍ରାଙ୍କନ, ଲୋକ ନୃତ୍ୟ, ଲୋକ ସଙ୍ଗୀତ, ନୁକ୍କଡ ନାଟକ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଜିଲ୍ଲା ର ଯୁବ ପ୍ରତିଭା ମାନଙ୍କୁ ଏହି ଯୁବ ଉତ୍ସବ ରେ ଅଂଶ ଗ୍ରହଣ କରିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଲୋକ କଳା ଓ ଲୋକ ନୃତ୍ୟ ପାଇଁ କେବଳ ଲାଇଭ ମ୍ୟୁଜିକ ଗୃହିତ ହେବ। ପୂର୍ବରୁ ରେକର୍ଡ଼ କରାଯାଇଥିବା ଅଡିଓ ପ୍ରତିଯୋଗିତା ପାଇଁ ଗ୍ରହଣୀୟ ହେବନାହିଁ ଏବଂ ପୂର୍ବବର୍ଷ ଯୁବ ଉତ୍ସବ ରେ ଜିଲ୍ଲା ସ୍ତରରେ ବିଜେତା ହୋଇଥିବା ଗ୍ରୁପ୍/ ଏକକ ପ୍ରତିଯୋଗୀ ଚଳିତ ବର୍ଷ ଯୁବ ଉତ୍ସବ ରେ ଅଂଶ ଗ୍ରହଣ କରିପାରିବେ ନାହିଁ ବୋଲି ସୂଚନା ଦିଆଯାଇଛି।ଏହି ଉତ୍ସବ ରେ ଉନ୍ନୀତ କୃତୀ ପ୍ରତିଯୋଗୀ ମାନେ ରାଜ୍ୟ ସ୍ତରୀୟ ଯୁବ ମହୋତ୍ସବ ରେ ଜଗତସିଂହପୁର ଜିଲ୍ଲା କୁ ପ୍ରତିନିଧିତ୍ଵ କରିବେ । ଏଥି ନିମନ୍ତେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଜ୍ୟୋତି ଶଙ୍କର ରାୟ ଙ୍କ ଅଧ୍ୟକ୍ଷତା ରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଅଛି । ଏହି ସମ୍ପର୍କିତ ତଥ୍ୟ ଜିଲ୍ଲା କ୍ରୀଡ଼ା ଓ ଯୁବ ସେବା ବିଭାଗ, ଜଗତସିଂହପୁର ପକ୍ଷରୁ ସୂଚନା ଦିଆଯାଇଛି ଓ ଅଧିକ ତଥ୍ୟ ନିମନ୍ତେ ଜିଲ୍ଲା କ୍ରୀଡା ଅଧିକାରୀ ଙ୍କୁ ଯୋଗାଯୋଗ କରିବା ପାଇଁ ସୂଚନା ଦିଆଯାଇଛି।

ଜଗତସିଂହପୁର : ଜିଲ୍ଲା ସ୍ତରୀୟ ଯୁବ ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
କେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ... – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓକେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ...YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ସିଟୁ ପକ୍ଷରୁ ଗଣବିକ୍ଷୋଭ ଓ ପ୍ରତିବାଦ ସଭା