ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୯ ଘଣ୍ଟା ପୂର୍ବେShilpa Shetty’s Fitness Mantra: ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ଫିଟନେସ୍ ମନ୍ତ୍ରକୁ ନେଇ ଚର୍ଚ୍ଚା ୯ ଘଣ୍ଟା ପୂର୍ବେKuchei station Demand for railway goods rake facility: କୁଚେଇ ଷ୍ଟେସନରେ ରେଳୱେ ଗୁଡ୍‌ସ ର‍୍ୟାକ୍ ସୁବିଧା ଦାବି ୯ ଘଣ୍ଟା ପୂର୍ବେSindhusuta approaches the District Collector seeking financial assistance: ବାତ୍ୟା ପ୍ରଭାବରେ ସମ୍ପୂର୍ଣ୍ଣଭାବେ ଧାନ ନଷ୍ଟ ହୋଇଥିବା ନେଇ ଜିଲ୍ଲାପାଳଙ୍କୁ ଆର୍ଥିକ ସହାୟତା ପାଇଁ ସିନ୍ଧୁସୁତା ହେଲେ ଦ୍ୱାରସ୍ତ ୯ ଘଣ୍ଟା ପୂର୍ବେPreparations for the Kalinga Bali Jatra: ଆଗକୁ ଦୁଇ ଦିନ ରହିଲା କଲିଙ୍ଗ ବାଲିଯାତ୍ରା ଯୁଦ୍ଧ କାଳୀନ ଭିତିରେ ଚାଲିଛି ପ୍ରସ୍ତୁତି ୯ ଘଣ୍ଟା ପୂର୍ବେKhandapada Child Sex Ratio: ଖଣ୍ଡପଡ଼ାରେ ଶିଶୁ ଲିଙ୍ଗ ଅନୁପାତ ହ୍ରାସ ନେଇ ବ୍ଲକସ୍ତରୀୟ କର୍ମଶାଳା ଅନୁଷ୍ଠିତ ୯ ଘଣ୍ଟା ପୂର୍ବେGodabarisha Adarsha Vidyalaya scheme: ରାମଚଣ୍ତି ଉଚ୍ଚ ବିଦ୍ୟାଳୟକୁ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନାରେ ସାମିଲ କରିବା ନେଇ ଦାବିପତ୍ର ପ୍ରଦାନ ୯ ଘଣ୍ଟା ପୂର୍ବେCyclone Shelters & Review Meeting: ବିଧାୟକ ଓ ପ୍ରଶାସନିକ ଅଧିକାରୀଙ୍କ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ ଓ ସମୀକ୍ଷା ବୈଠକ ୧୦ ଘଣ୍ଟା ପୂର୍ବେMalkangiri Rehabilitation & Protection of Children: ମାଲକାନଗିରିର ଚାରି ପିତୃମାତୃହୀନ ଶିଶୁଙ୍କ ଥଇଥାନ ଓ ସୁରକ୍ଷା ୧୦ ଘଣ୍ଟା ପୂର୍ବେHelpless lives on the highway: ରାଜପଥ ଉପରେ ଅସହାୟ ଜୀବନ, ସରକାରଙ୍କ ଦୃଷ୍ଟିପଡିବ କେବେ ? ୧୦ ଘଣ୍ଟା ପୂର୍ବେBaliguda Public Relations Department office deplorable Condition: ବାଲିଗୁଡ଼ା ଲୋକ ସମ୍ପର୍କ ବିଭାଗ କାର୍ଯ୍ୟାଳୟର ଦୟନୀୟ ଅବସ୍ଥା
ଚର୍ଚ୍ଚାରେ ମୟୂରଭଞ୍ଜ ମାଲକାନଗିରି ଖୋର୍ଦ୍ଧା ଜଗତସିଂହପୁର କେନ୍ଦୁଝର ବରଗଡ଼ ନୂଆପଡ଼ା

ମା ସାରଦାଦେବୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନିଶୁକ୍ଳ ଚକ୍ଷୁ ଚିକିତ୍ସା ଶିବିର

ମା ସାରଦାଦେବୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନିଶୁକ୍ଳ ଚକ୍ଷୁ ଚିକିତ୍ସା ଶିବିର – ସମୀକ୍ଷା ଖବର

ସିଦ୍ଧାର୍ଥ ଶଙ୍କର ମିଶ୍ର /ଧାମନଗର ପ୍ରତିନିଧି /ସମୀକ୍ଷା ନ୍ୟୁଜ :

ଧାମନଗର 30/10( )ମା ସାରଦା ଦେବୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ଜାତୀୟ ସେବା ଯୋଜନା କୋ ଉଇଙ୍ଗ ଓ ଲାୟନ୍ସ କ୍ଲବ ଭଦ୍ରକାଳୀ ଡିଭାଇନଙ୍କ ମିଳିତ ସହଯୋଗ ରେ ଏକ ନିଃଶୁଳ୍କ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇ ଯାଇଛି l ଏହି ଶିବିର କୁ ଉଦଘାଟନ କରିଥିଲେ ଅଧକ୍ଷା ପ୍ରାଧ୍ୟାପିକା ଶ୍ରୀମତୀ ପୁଷ୍ପଞ୍ଜଳି ରାଉତ l ଅଧ୍ୟାପକ ଶ୍ରୀଧର ସାହୁଙ୍କ ସଂଯୋଜନା ରେ ଅନୁଷ୍ଠିତ ସଭାରେ ଅତିଥି ଭାବେ ଲୟନ୍ସ କ୍ଲବ ଭଦ୍ରକାଳୀ ଡିଭାଇନ ର ସଭାପତି ଇଂ ସନ୍ତୋଷ କୁମାର ପତି, ସମାଜସେବୀ ଦେବାନନ୍ଦ ସାହୁ, ହିମାଦ୍ରୀ ନନ୍ଦନ ଦାଶ ପ୍ରମୁଖ ଯୋଗ ଦେଇ ମାନନୀୟ ପ୍ରଧାନମନ୍ତ୍ରୀ ଙ୍କ ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ଏହି କାର୍ଯ୍ୟକ୍ରମ ର ଭୂୟସୀ ପ୍ରଶଂସା କରିବା ସହିତ ଛାତ୍ରଛାତ୍ରୀ ମାନେ କେମିତି ଚକ୍ଷୁ ର ଯତ୍ନ ନେବେ ସେ ବିଷୟରେ ଆଲୋଚନା କରିଥିଲେ l ଶେଷରେ ଜାତୀୟ ସେବା ଯୋଜନା ର କାର୍ଯ୍ୟକ୍ରମ ଅଧିକାରୀ ଅଧ୍ୟାପକ ପ୍ରଭାତ ଧଳ ଧନ୍ୟବାଦ ଅର୍ପଣ କରିଥିଲେ l ଏହି ଶିବିର ରେ ମୋଟ ୫୫ଜଣ ଙ୍କ ଚକ୍ଷୁ ପରୀକ୍ଷା କରାଯିବା ସହିତ ୧୫ଜଣଙ୍କୁ ନିଃଶୁଳ୍କ ଚଷମା ବଣ୍ଟନ କରା ଯାଇଥିଲା l ସମସ୍ତ କାର୍ଯ୍ୟକ୍ରମ କୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ଅଧ୍ୟାପକ ରବୀନ୍ଦ୍ର ପାଣିଗ୍ରାହୀ,କାଳନ୍ଦୀ ଚରଣ ସାହୁ, ପରେଶ ରାଉତ, ଚିତ୍ତ ରଞ୍ଜନ ପରିଡା, ସଂକର୍ଷଣ ଖଟୁଆ, ପ୍ରଶାନ୍ତ ବେହେରା,ଲୟନ୍ସ କ୍ଲବ ର ସଦସ୍ୟ ବିଜୟ ପାଢ଼ୀ, ସତ୍ୟନ୍ଦୁ ରାୟ ମହାପାତ୍ର, କବିତା ପତି ପ୍ରମୁଖ ପରିଚାଳନା କରିଥିଲେ l

ମା ସାରଦାଦେବୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନିଶୁକ୍ଳ ଚକ୍ଷୁ ଚିକିତ୍ସା ଶିବିର – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ଧୂଷୁରୀ ଥାନା ଅନ୍ତର୍ଗତ କଣ୍ଟିକା ଗାଁରେ ବନ୍ଧୁକ ମୁନରେ ଡକାୟତି