ମୁଖ୍ୟ ବିଷୟକୁ ଯାଆନ୍ତୁ
ଶନିବାର, ୨୧ ନଭେମ୍ବର ୨୦୨୬
News Update
୬ ଘଣ୍ଟା ପୂର୍ବେShilpa Shetty’s Fitness Mantra: ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ଫିଟନେସ୍ ମନ୍ତ୍ରକୁ ନେଇ ଚର୍ଚ୍ଚା ୬ ଘଣ୍ଟା ପୂର୍ବେKuchei station Demand for railway goods rake facility: କୁଚେଇ ଷ୍ଟେସନରେ ରେଳୱେ ଗୁଡ୍‌ସ ର‍୍ୟାକ୍ ସୁବିଧା ଦାବି ୬ ଘଣ୍ଟା ପୂର୍ବେSindhusuta approaches the District Collector seeking financial assistance: ବାତ୍ୟା ପ୍ରଭାବରେ ସମ୍ପୂର୍ଣ୍ଣଭାବେ ଧାନ ନଷ୍ଟ ହୋଇଥିବା ନେଇ ଜିଲ୍ଲାପାଳଙ୍କୁ ଆର୍ଥିକ ସହାୟତା ପାଇଁ ସିନ୍ଧୁସୁତା ହେଲେ ଦ୍ୱାରସ୍ତ ୬ ଘଣ୍ଟା ପୂର୍ବେPreparations for the Kalinga Bali Jatra: ଆଗକୁ ଦୁଇ ଦିନ ରହିଲା କଲିଙ୍ଗ ବାଲିଯାତ୍ରା ଯୁଦ୍ଧ କାଳୀନ ଭିତିରେ ଚାଲିଛି ପ୍ରସ୍ତୁତି ୭ ଘଣ୍ଟା ପୂର୍ବେKhandapada Child Sex Ratio: ଖଣ୍ଡପଡ଼ାରେ ଶିଶୁ ଲିଙ୍ଗ ଅନୁପାତ ହ୍ରାସ ନେଇ ବ୍ଲକସ୍ତରୀୟ କର୍ମଶାଳା ଅନୁଷ୍ଠିତ ୭ ଘଣ୍ଟା ପୂର୍ବେGodabarisha Adarsha Vidyalaya scheme: ରାମଚଣ୍ତି ଉଚ୍ଚ ବିଦ୍ୟାଳୟକୁ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନାରେ ସାମିଲ କରିବା ନେଇ ଦାବିପତ୍ର ପ୍ରଦାନ ୭ ଘଣ୍ଟା ପୂର୍ବେCyclone Shelters & Review Meeting: ବିଧାୟକ ଓ ପ୍ରଶାସନିକ ଅଧିକାରୀଙ୍କ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ ଓ ସମୀକ୍ଷା ବୈଠକ ୭ ଘଣ୍ଟା ପୂର୍ବେMalkangiri Rehabilitation & Protection of Children: ମାଲକାନଗିରିର ଚାରି ପିତୃମାତୃହୀନ ଶିଶୁଙ୍କ ଥଇଥାନ ଓ ସୁରକ୍ଷା ୭ ଘଣ୍ଟା ପୂର୍ବେHelpless lives on the highway: ରାଜପଥ ଉପରେ ଅସହାୟ ଜୀବନ, ସରକାରଙ୍କ ଦୃଷ୍ଟିପଡିବ କେବେ ? ୭ ଘଣ୍ଟା ପୂର୍ବେBaliguda Public Relations Department office deplorable Condition: ବାଲିଗୁଡ଼ା ଲୋକ ସମ୍ପର୍କ ବିଭାଗ କାର୍ଯ୍ୟାଳୟର ଦୟନୀୟ ଅବସ୍ଥା
ଚର୍ଚ୍ଚାରେ ମୟୂରଭଞ୍ଜ ମାଲକାନଗିରି ଖୋର୍ଦ୍ଧା ଜଗତସିଂହପୁର କେନ୍ଦୁଝର ବରଗଡ଼ ନୂଆପଡ଼ା

ଦୁର୍ଘଟଣାରେ ଶିକ୍ଷୟିତ୍ରୀଙ୍କ ପରଲୋକ

ଦୁର୍ଘଟଣାରେ ଶିକ୍ଷୟିତ୍ରୀଙ୍କ ପରଲୋକ – ସମୀକ୍ଷା ଖବର

ସୁଶାନ୍ତ ପଣ୍ଡା / ଜିଲ୍ଲା ପ୍ରତିନିଧି / ବରଗଡ଼ / ସମୀକ୍ଷା ନ୍ୟୁଜ:

ବରଗଡ଼,୩୦୧।୧୦ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଶକ୍ତିନଗର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ନମିତା ସାହୁ ଙ୍କ ପରଲୋକ ଘଟିଛି। ଅନୁଗୁଳ ନିକଟରେ ଏହି ଦୁଃଖଦ ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି। ସେ ନିଜ ସ୍ୱାମୀଙ୍କ ଚିକିତ୍ସା ନିମନ୍ତେ ତାଙ୍କୁ ସାଙ୍ଗରେ ନେଇ ଭୁବନେଶ୍ୱର ଯାଉଥିବା ସମୟରେ ଏହି ଅଘଟଣ ଘଟିଥିଲା।ତାଙ୍କ ଅକାଳ ବିୟୋଗ ଖବର ପ୍ରଚାରିତ ହେବା ପରେ ଶକ୍ତିନଗର ଅଞ୍ଚଳ ସମେତ ଶିକ୍ଷକ ମହଲରେ ଗଭୀର ଶୋକର ଛାୟା ଖେଳିଯାଇଛି। ଜଣେ ଦାୟିତ୍ୱବାନ ଶିକ୍ଷୟିତ୍ରୀ ଭାବେ ତାଙ୍କର ଅବଦାନ ଓ କର୍ତ୍ତବ୍ୟନିଷ୍ଠା ସର୍ବଦା ସ୍ମରଣୀୟ ହୋଇ ରହିବ ବୋଲି ଶିକ୍ଷକ ସମାଜ ପକ୍ଷରୁ ମତ ପ୍ରକାଶ ପାଇଛି। ଏହି ଦୁଃଖଦ ଘଟଣାରେ ବିଦ୍ୟାଳୟ ପରିବାର, ସହକର୍ମୀ ଶିକ୍ଷକ ଓ ଶୁଭେଚ୍ଛୁମାନେ ଗଭୀର ମର୍ମାହତ ହୋଇଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଏହି ଅପୂରଣୀୟ କ୍ଷତି ସହ୍ୟ କରିବା ପାଇଁ ଧୈର୍ଯ୍ୟ ଓ ସାହସ ମିଳୁ ବୋଲି ସମସ୍ତେ କାମନା କରିଛନ୍ତି। ଏଥିସହ ଦିବଙ୍ଗତ ନମିତା ସାହୁଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ତାଙ୍କ ପଛ ରେ ତାଙ୍କ ସ୍ୱାମୀ ପ୍ରେମରାଜ ସାହୁ , ଗୋଟିଏ ପୁଅ ଓ ଝିଅ ଛାଡ଼ି କି ଯାଇଛନ୍ତି।

ଦୁର୍ଘଟଣାରେ ଶିକ୍ଷୟିତ୍ରୀଙ୍କ ପରଲୋକ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
କେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ... – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓକେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ...YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ସଡ଼କ ଦୁର୍ଘଟଣାରେ ବରିଷ୍ଠ କଂଗ୍ରେସ ନେତା ସୁରେଶ ପ୍ରଧାନଙ୍କ ଦେହାନ୍ତ