ମୁଖ୍ୟ ବିଷୟକୁ ଯାଆନ୍ତୁ
ଶନିବାର, ୨୧ ନଭେମ୍ବର ୨୦୨୬
News Update
୬ ଘଣ୍ଟା ପୂର୍ବେShilpa Shetty’s Fitness Mantra: ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ଫିଟନେସ୍ ମନ୍ତ୍ରକୁ ନେଇ ଚର୍ଚ୍ଚା ୬ ଘଣ୍ଟା ପୂର୍ବେKuchei station Demand for railway goods rake facility: କୁଚେଇ ଷ୍ଟେସନରେ ରେଳୱେ ଗୁଡ୍‌ସ ର‍୍ୟାକ୍ ସୁବିଧା ଦାବି ୬ ଘଣ୍ଟା ପୂର୍ବେSindhusuta approaches the District Collector seeking financial assistance: ବାତ୍ୟା ପ୍ରଭାବରେ ସମ୍ପୂର୍ଣ୍ଣଭାବେ ଧାନ ନଷ୍ଟ ହୋଇଥିବା ନେଇ ଜିଲ୍ଲାପାଳଙ୍କୁ ଆର୍ଥିକ ସହାୟତା ପାଇଁ ସିନ୍ଧୁସୁତା ହେଲେ ଦ୍ୱାରସ୍ତ ୬ ଘଣ୍ଟା ପୂର୍ବେPreparations for the Kalinga Bali Jatra: ଆଗକୁ ଦୁଇ ଦିନ ରହିଲା କଲିଙ୍ଗ ବାଲିଯାତ୍ରା ଯୁଦ୍ଧ କାଳୀନ ଭିତିରେ ଚାଲିଛି ପ୍ରସ୍ତୁତି ୬ ଘଣ୍ଟା ପୂର୍ବେKhandapada Child Sex Ratio: ଖଣ୍ଡପଡ଼ାରେ ଶିଶୁ ଲିଙ୍ଗ ଅନୁପାତ ହ୍ରାସ ନେଇ ବ୍ଲକସ୍ତରୀୟ କର୍ମଶାଳା ଅନୁଷ୍ଠିତ ୬ ଘଣ୍ଟା ପୂର୍ବେGodabarisha Adarsha Vidyalaya scheme: ରାମଚଣ୍ତି ଉଚ୍ଚ ବିଦ୍ୟାଳୟକୁ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନାରେ ସାମିଲ କରିବା ନେଇ ଦାବିପତ୍ର ପ୍ରଦାନ ୬ ଘଣ୍ଟା ପୂର୍ବେCyclone Shelters & Review Meeting: ବିଧାୟକ ଓ ପ୍ରଶାସନିକ ଅଧିକାରୀଙ୍କ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ ଓ ସମୀକ୍ଷା ବୈଠକ ୭ ଘଣ୍ଟା ପୂର୍ବେMalkangiri Rehabilitation & Protection of Children: ମାଲକାନଗିରିର ଚାରି ପିତୃମାତୃହୀନ ଶିଶୁଙ୍କ ଥଇଥାନ ଓ ସୁରକ୍ଷା ୭ ଘଣ୍ଟା ପୂର୍ବେHelpless lives on the highway: ରାଜପଥ ଉପରେ ଅସହାୟ ଜୀବନ, ସରକାରଙ୍କ ଦୃଷ୍ଟିପଡିବ କେବେ ? ୭ ଘଣ୍ଟା ପୂର୍ବେBaliguda Public Relations Department office deplorable Condition: ବାଲିଗୁଡ଼ା ଲୋକ ସମ୍ପର୍କ ବିଭାଗ କାର୍ଯ୍ୟାଳୟର ଦୟନୀୟ ଅବସ୍ଥା
ଚର୍ଚ୍ଚାରେ ମୟୂରଭଞ୍ଜ ମାଲକାନଗିରି ଖୋର୍ଦ୍ଧା ଜଗତସିଂହପୁର କେନ୍ଦୁଝର ବରଗଡ଼ ନୂଆପଡ଼ା

କଣାସ ହାଇସ୍କୁଲରେ ରାଷ୍ଟ୍ରୀୟ ଏକତା ଦିବସ ଅନୁଷ୍ଠିତ

କଣାସ ହାଇସ୍କୁଲରେ ରାଷ୍ଟ୍ରୀୟ ଏକତା ଦିବସ ଅନୁଷ୍ଠିତ – ସମୀକ୍ଷା ଖବର

ଗୋପବନ୍ଧୁ ଜେନା /କଣାସ ସାମ୍ବାଦିକ/ସମୀକ୍ଷା ନ୍ୟୁଜ:

ସର୍ଦ୍ଦାର ବଲ୍ଲବ ଭାଇ ପଟେଲ ଙ୍କ ଜନ୍ମବାର୍ଷିକୀ ଉପଲକ୍ଷେ କଣାସ ହାଇସ୍କୁଲରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ ହୋଇଯାଇଛି । ଏହି ପ୍ରରିଷେକ୍ଷିରେ କଣାସ ସରକାରୀ ଉଚ୍ଚ ବିଦ୍ୟାଳୟ ପକ୍ଷରୁ ଛାତ୍ର ଛାତ୍ରୀ ଓ ଶିକ୍ଷକ ମାନଙ୍କୁ ନେଇ ଜାତୀୟ ଏକତା ଓ ଅଖଣ୍ଡତା ସମ୍ପର୍କରେ ସଚେତନା କରାଯାଇ ବଜାର ପରିକ୍ରମା କରାଯାଇଥିଲା । ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ ଦେଶ ଗଠନରେ ଅବଦାନକୁ ସ୍ମରଣ କରିବା ସହ ଦେଶର ଏକତା ଅଖଣ୍ଡତା ଓ ଭାଇରା ବଜାୟ ରଖିବା ପାଇଁ ଏହି ଦିବସ ପାଳନ କରାଯାଏ ବୋଲି ଛାତ୍ର ଛାତ୍ରୀ ଙ୍କୁ କୁହାଯାଇଥିଲା । ଏହି ଅବସରରେ ଜନସାଧାରଣ ଙ୍କ ମଧ୍ୟରେ ଜାତୀୟ ଏକତା ର ବାର୍ତ୍ତା ପ୍ରଚାର କରିବା ସହ ନିଶାମୁକ୍ତ କରିବା ସୁନ୍ଦର ପବିତ୍ରତା ଶାନ୍ତି ର ସମାଜ ଗଠନ କରିବା ପାଇଁ ସଚେତନତା କରାଯାଇ ଥିଲା । ଏକତା ଦିବସ ପାଳନର ମୁଖ୍ୟ କାରଣ ଦେଶର ଅଖଣ୍ଡତାକୁ ସ ଦୃଢ କରିବା ସହ ଯୁବପିଢ଼ି ଙ୍କ ମଧ୍ୟରେ ଦେଶପ୍ରେମ ଶୃଙ୍ଖଳା ଓ ସାମାଜିକ ସଦ୍ ଭାବନା ଜାଗ୍ରତ କରିବା ପାଇଁ ସୂଚ଼ନା ଦିଆଯାଇଥିଲା । କଣାସ ଥାନା ଭାର ପ୍ରାପ୍ତ ଅଧିକାରୀ ସୁନିଲ କୁମାର ପ୍ରଧାନ ଙ୍କ ଉପସ୍ଥିତି ଓ ସହଯୋଗ ରେ ପାଳିତ ହୋଇଯାଇଅଛି ।

କଣାସ ହାଇସ୍କୁଲରେ ରାଷ୍ଟ୍ରୀୟ ଏକତା ଦିବସ ଅନୁଷ୍ଠିତ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
କେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ... – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓକେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ...YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ସଂସ୍କାର ଇଣ୍ଟରନ୍ୟାସନାଲ୍ ସ୍କୁଲରେ କ୍ୟାରିୟର କାଉନ୍‌ସେଲିଂ କାର୍ଯ୍ୟକ୍ରମ ଆୟୋଜିତ