ମୁଖ୍ୟ ବିଷୟକୁ ଯାଆନ୍ତୁ
ଶନିବାର, ୨୧ ନଭେମ୍ବର ୨୦୨୬
News Update
୫ ଘଣ୍ଟା ପୂର୍ବେShilpa Shetty’s Fitness Mantra: ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ଫିଟନେସ୍ ମନ୍ତ୍ରକୁ ନେଇ ଚର୍ଚ୍ଚା ୫ ଘଣ୍ଟା ପୂର୍ବେKuchei station Demand for railway goods rake facility: କୁଚେଇ ଷ୍ଟେସନରେ ରେଳୱେ ଗୁଡ୍‌ସ ର‍୍ୟାକ୍ ସୁବିଧା ଦାବି ୫ ଘଣ୍ଟା ପୂର୍ବେSindhusuta approaches the District Collector seeking financial assistance: ବାତ୍ୟା ପ୍ରଭାବରେ ସମ୍ପୂର୍ଣ୍ଣଭାବେ ଧାନ ନଷ୍ଟ ହୋଇଥିବା ନେଇ ଜିଲ୍ଲାପାଳଙ୍କୁ ଆର୍ଥିକ ସହାୟତା ପାଇଁ ସିନ୍ଧୁସୁତା ହେଲେ ଦ୍ୱାରସ୍ତ ୬ ଘଣ୍ଟା ପୂର୍ବେPreparations for the Kalinga Bali Jatra: ଆଗକୁ ଦୁଇ ଦିନ ରହିଲା କଲିଙ୍ଗ ବାଲିଯାତ୍ରା ଯୁଦ୍ଧ କାଳୀନ ଭିତିରେ ଚାଲିଛି ପ୍ରସ୍ତୁତି ୬ ଘଣ୍ଟା ପୂର୍ବେKhandapada Child Sex Ratio: ଖଣ୍ଡପଡ଼ାରେ ଶିଶୁ ଲିଙ୍ଗ ଅନୁପାତ ହ୍ରାସ ନେଇ ବ୍ଲକସ୍ତରୀୟ କର୍ମଶାଳା ଅନୁଷ୍ଠିତ ୬ ଘଣ୍ଟା ପୂର୍ବେGodabarisha Adarsha Vidyalaya scheme: ରାମଚଣ୍ତି ଉଚ୍ଚ ବିଦ୍ୟାଳୟକୁ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନାରେ ସାମିଲ କରିବା ନେଇ ଦାବିପତ୍ର ପ୍ରଦାନ ୬ ଘଣ୍ଟା ପୂର୍ବେCyclone Shelters & Review Meeting: ବିଧାୟକ ଓ ପ୍ରଶାସନିକ ଅଧିକାରୀଙ୍କ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ ଓ ସମୀକ୍ଷା ବୈଠକ ୬ ଘଣ୍ଟା ପୂର୍ବେMalkangiri Rehabilitation & Protection of Children: ମାଲକାନଗିରିର ଚାରି ପିତୃମାତୃହୀନ ଶିଶୁଙ୍କ ଥଇଥାନ ଓ ସୁରକ୍ଷା ୬ ଘଣ୍ଟା ପୂର୍ବେHelpless lives on the highway: ରାଜପଥ ଉପରେ ଅସହାୟ ଜୀବନ, ସରକାରଙ୍କ ଦୃଷ୍ଟିପଡିବ କେବେ ? ୬ ଘଣ୍ଟା ପୂର୍ବେBaliguda Public Relations Department office deplorable Condition: ବାଲିଗୁଡ଼ା ଲୋକ ସମ୍ପର୍କ ବିଭାଗ କାର୍ଯ୍ୟାଳୟର ଦୟନୀୟ ଅବସ୍ଥା
ଚର୍ଚ୍ଚାରେ ମୟୂରଭଞ୍ଜ ମାଲକାନଗିରି ଖୋର୍ଦ୍ଧା ଜଗତସିଂହପୁର କେନ୍ଦୁଝର ବରଗଡ଼ ନୂଆପଡ଼ା

ମହର୍ଷି ବିଦ୍ୟାଳୟରେ କର୍କଟ ରୋଗ ସଚେତନତା କାର୍ଯ୍ୟକ୍ରମ

ମହର୍ଷି ବିଦ୍ୟାଳୟରେ କର୍କଟ ରୋଗ ସଚେତନତା କାର୍ଯ୍ୟକ୍ରମ – ସମୀକ୍ଷା ଖବର

ଭବାନୀ ଶଙ୍କର ମିଶ୍ର/ବରିଷ୍ଠ ସାମ୍ବାଦିକ /ମୟୂରଭଞ୍ଜ /ସମୀକ୍ଷା ନ୍ୟୁଜ:

ଭବାନୀ ଶଙ୍କର ମିଶ୍ର/ବରିଷ୍ଠ ସାମ୍ବାଦିକ /ମୟୂରଭଞ୍ଜ /ସମୀକ୍ଷା ନ୍ୟୁଜ: ବଡ଼ସାହି, ୩୧/୧୦/୨୬ – ବିଭିନ୍ନ ସ୍ଥାନରେ କର୍କଟ ରୋଗ ସଚେତନତା ଜାରି ରହିଥିବା ସମୟରେ ଶ୍ରଦ୍ଧା ଫାଉଣ୍ଡେସନ ପକ୍ଷରୁ ଶନିବାର ବାରିପଦା ସ୍ଥିତ ମହର୍ଷି ବିଦ୍ୟାଳୟରେ ଏକ କର୍କଟ ରୋଗ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଫାଉଣ୍ଡେସନର କାର୍ଯ୍ୟକ୍ରମ ସଂଯୋଜିକା ଅନିତା ବେହେରା ଛାତ୍ରଛାତ୍ରୀଙ୍କୁ କର୍କଟ ରୋଗର କାରଣ, ପ୍ରାରମ୍ଭିକ ଲକ୍ଷଣ ଓ ପ୍ରତିରୋଧର ଉପାୟ ସମ୍ପର୍କରେ ସଚେତନ କରାଇଥିଲେ। ଶରୀରରେ କୌଣସି ଅସ୍ୱାଭାବିକ ଲକ୍ଷଣ ଦେଖାଦେଲେ ତାହାକୁ ଅଣଦେଖା ନକରି ଡାକ୍ତରଙ୍କ ପରାମର୍ଶ ନେବା ଓ ଆବଶ୍ୟକ ପରୀକ୍ଷା କରାଇବା ଉଚିତ ବୋଲି ସେ କହିଥିଲେ। ନିଜେ ଜଣେ କର୍କଟ ବିଜୟିନୀ ଭାବେ ଶ୍ରୀମତୀ ବେହେରା ନିଜର ସଂଘର୍ଷ ଓ ସୁସ୍ଥ ହେବାର ଅନୁଭୂତି ଛାତ୍ରଛାତ୍ରୀଙ୍କ ସହ ବାଣ୍ଟିଥିଲେ। କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଶାସକ ଅଶୋକ କୁମାର କର, ଅଧ୍ୟକ୍ଷ କାଜଲ କାନ୍ତି ମହାପାତ୍ର ଓ ବରିଷ୍ଠ ଶିକ୍ଷୟିତ୍ରୀ ଇପ୍ସିତା ବେହେରା ପ୍ରମୁଖ ଉପସ୍ଥିତ ଥିଲେ। ଛାତ୍ରଛାତ୍ରୀମାନେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମରେ ଉତ୍ସାହର ସହ ଭାଗ ନେଇଥିଲେ ।ଶେଷରେ ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀମତୀ ବେହେରାଙ୍କ ଏହି ମହତ ପ୍ରୟାସକୁ ପ୍ରଶଂସା କରିବା ସହ ମୟୂରଭଞ୍ଜ ଜିଲ୍ଲାରେ କର୍କଟ ରୋଗର ପ୍ରତିରୋଧ ଓ ସଚେତନତା ବୃଦ୍ଧି ଦିଗରେ ଏଭଳି ପଦକ୍ଷେପର ଆବଶ୍ୟକତା ରହିଥିବା କହିଥିଲେ।

ମହର୍ଷି ବିଦ୍ୟାଳୟରେ କର୍କଟ ରୋଗ ସଚେତନତା କାର୍ଯ୍ୟକ୍ରମ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
କେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ... – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓକେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ...YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ଜିଲ୍ଲାସ୍ତରୀୟ ସଫ୍ଟବଲ ପ୍ରତିଯୋଗିତା ଅନୁଷ୍ଠିତ