ମୁଖ୍ୟ ବିଷୟକୁ ଯାଆନ୍ତୁ
ଶନିବାର, ୨୧ ନଭେମ୍ବର ୨୦୨୬
News Update
୪ ଘଣ୍ଟା ପୂର୍ବେShilpa Shetty’s Fitness Mantra: ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ଫିଟନେସ୍ ମନ୍ତ୍ରକୁ ନେଇ ଚର୍ଚ୍ଚା ୪ ଘଣ୍ଟା ପୂର୍ବେKuchei station Demand for railway goods rake facility: କୁଚେଇ ଷ୍ଟେସନରେ ରେଳୱେ ଗୁଡ୍‌ସ ର‍୍ୟାକ୍ ସୁବିଧା ଦାବି ୪ ଘଣ୍ଟା ପୂର୍ବେSindhusuta approaches the District Collector seeking financial assistance: ବାତ୍ୟା ପ୍ରଭାବରେ ସମ୍ପୂର୍ଣ୍ଣଭାବେ ଧାନ ନଷ୍ଟ ହୋଇଥିବା ନେଇ ଜିଲ୍ଲାପାଳଙ୍କୁ ଆର୍ଥିକ ସହାୟତା ପାଇଁ ସିନ୍ଧୁସୁତା ହେଲେ ଦ୍ୱାରସ୍ତ ୪ ଘଣ୍ଟା ପୂର୍ବେPreparations for the Kalinga Bali Jatra: ଆଗକୁ ଦୁଇ ଦିନ ରହିଲା କଲିଙ୍ଗ ବାଲିଯାତ୍ରା ଯୁଦ୍ଧ କାଳୀନ ଭିତିରେ ଚାଲିଛି ପ୍ରସ୍ତୁତି ୪ ଘଣ୍ଟା ପୂର୍ବେKhandapada Child Sex Ratio: ଖଣ୍ଡପଡ଼ାରେ ଶିଶୁ ଲିଙ୍ଗ ଅନୁପାତ ହ୍ରାସ ନେଇ ବ୍ଲକସ୍ତରୀୟ କର୍ମଶାଳା ଅନୁଷ୍ଠିତ ୪ ଘଣ୍ଟା ପୂର୍ବେGodabarisha Adarsha Vidyalaya scheme: ରାମଚଣ୍ତି ଉଚ୍ଚ ବିଦ୍ୟାଳୟକୁ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନାରେ ସାମିଲ କରିବା ନେଇ ଦାବିପତ୍ର ପ୍ରଦାନ ୪ ଘଣ୍ଟା ପୂର୍ବେCyclone Shelters & Review Meeting: ବିଧାୟକ ଓ ପ୍ରଶାସନିକ ଅଧିକାରୀଙ୍କ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ ଓ ସମୀକ୍ଷା ବୈଠକ ୫ ଘଣ୍ଟା ପୂର୍ବେMalkangiri Rehabilitation & Protection of Children: ମାଲକାନଗିରିର ଚାରି ପିତୃମାତୃହୀନ ଶିଶୁଙ୍କ ଥଇଥାନ ଓ ସୁରକ୍ଷା ୫ ଘଣ୍ଟା ପୂର୍ବେHelpless lives on the highway: ରାଜପଥ ଉପରେ ଅସହାୟ ଜୀବନ, ସରକାରଙ୍କ ଦୃଷ୍ଟିପଡିବ କେବେ ? ୫ ଘଣ୍ଟା ପୂର୍ବେBaliguda Public Relations Department office deplorable Condition: ବାଲିଗୁଡ଼ା ଲୋକ ସମ୍ପର୍କ ବିଭାଗ କାର୍ଯ୍ୟାଳୟର ଦୟନୀୟ ଅବସ୍ଥା
ଚର୍ଚ୍ଚାରେ ମୟୂରଭଞ୍ଜ ମାଲକାନଗିରି ଖୋର୍ଦ୍ଧା ଜଗତସିଂହପୁର କେନ୍ଦୁଝର ବରଗଡ଼ ନୂଆପଡ଼ା

ପାଟଣାରେ ପୁଲିସ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ

ପାଟଣାରେ ପୁଲିସ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ – ସମୀକ୍ଷା ଖବର

ବିଜୟ ରତ୍ନ ପତି/ସ୍ୱତନ୍ତ୍ର ପ୍ରତିନିଧି/ସମୀକ୍ଷା ନ୍ୟୁଜ /କେନ୍ଦୁଝର:

ପାଟଣା ୩୧/୧୦ ପାଟଣା ଥାନା ଆମ ପୁଲିସ ସମିତି ପକ୍ଷରୁ ଆଜି ଏସ ଆଇ ଲକ୍ଷ୍ମଣ କୁମାର ମାଝୀ ଙ୍କ ସଂଯୋଜନା ରେ ରାଷ୍ଟ୍ରୀୟ ଏକତା ଦିବସ ପାଳନ ସହ ଆମ ପୁଲିସ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ପାଟଣାର ବୁଦ୍ଧିଜୀବୀ ,ବଣିକ ସଂଘ ପ୍ରତିନିଧି ଓ ମାନ୍ୟଗଣ୍ୟ ପ୍ରତିନିଧି ଉପସ୍ଥିତ ଥିଲେ।କାର୍ଯ୍ୟକ୍ରମ ରେ ଥାନାଧିକାରୀ କିରଣ ପ୍ରସାଦ ସାହୁ,ଏ ଏସ ଆଇ ଜିତେନ୍ଦ୍ର କୁମାର ପଟେଲ ଓ ଧନେଶ୍ୱର ପାତ୍ର ପ୍ରମୁଖ ଅନ୍ୟମାନେ କାର୍ଯ୍ୟକ୍ରମ ରେ ସାମିଲ ଥିଲେ। ଥାନାଧିକାରୀ ଶ୍ରୀ ସାହୁ ଆଜି ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଦେଶର ଏକତା ଓ ଅଖଣ୍ଡତା ବଜାୟ ରଖିବା କ୍ଷେତ୍ରରେ ମାର୍ଗ ଦର୍ଶନ ଦେବାସହ ଆଜିର ଦିବସ ରେ ଅଞ୍ଚଳ ରେ ନିଶା ମୁକ୍ତି ଅଭିଯାନ କୁ ବଳ ଦେବାକୁ ଅପିଲ କରିଥିଲେ। ଏହା ଛଡା ସାଇବର ଅପରାଧ , ଅନଲାଇନ୍ ଠକେଇ ରୁ ଦୂରେଇ ରହିବା , ପ୍ରଲୋଭନ ସମ୍ବନ୍ଧୀୟ କାର୍ଯ୍ୟ ରୁ ନିଜକୁ ଦୂରେଇ ରଖିବା ଆଦି ବିବିଧ ବିଷୟରେ ଆଲୋଚନା କରିବା ସହ ପରାମର୍ଶ ଦେଇଥିଲେ।

ପାଟଣାରେ ପୁଲିସ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
କେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ... – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓକେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ...YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ପାଟଣାରେ ମଣ୍ଡଳସ୍ତରୀୟ ଶିଶୁ ମହୋତ୍ସବ ସୁରଭି