ମୁଖ୍ୟ ବିଷୟକୁ ଯାଆନ୍ତୁ
ଶନିବାର, ୨୧ ନଭେମ୍ବର ୨୦୨୬
News Update
୪ ଘଣ୍ଟା ପୂର୍ବେShilpa Shetty’s Fitness Mantra: ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ଫିଟନେସ୍ ମନ୍ତ୍ରକୁ ନେଇ ଚର୍ଚ୍ଚା ୪ ଘଣ୍ଟା ପୂର୍ବେKuchei station Demand for railway goods rake facility: କୁଚେଇ ଷ୍ଟେସନରେ ରେଳୱେ ଗୁଡ୍‌ସ ର‍୍ୟାକ୍ ସୁବିଧା ଦାବି ୪ ଘଣ୍ଟା ପୂର୍ବେSindhusuta approaches the District Collector seeking financial assistance: ବାତ୍ୟା ପ୍ରଭାବରେ ସମ୍ପୂର୍ଣ୍ଣଭାବେ ଧାନ ନଷ୍ଟ ହୋଇଥିବା ନେଇ ଜିଲ୍ଲାପାଳଙ୍କୁ ଆର୍ଥିକ ସହାୟତା ପାଇଁ ସିନ୍ଧୁସୁତା ହେଲେ ଦ୍ୱାରସ୍ତ ୪ ଘଣ୍ଟା ପୂର୍ବେPreparations for the Kalinga Bali Jatra: ଆଗକୁ ଦୁଇ ଦିନ ରହିଲା କଲିଙ୍ଗ ବାଲିଯାତ୍ରା ଯୁଦ୍ଧ କାଳୀନ ଭିତିରେ ଚାଲିଛି ପ୍ରସ୍ତୁତି ୪ ଘଣ୍ଟା ପୂର୍ବେKhandapada Child Sex Ratio: ଖଣ୍ଡପଡ଼ାରେ ଶିଶୁ ଲିଙ୍ଗ ଅନୁପାତ ହ୍ରାସ ନେଇ ବ୍ଲକସ୍ତରୀୟ କର୍ମଶାଳା ଅନୁଷ୍ଠିତ ୪ ଘଣ୍ଟା ପୂର୍ବେGodabarisha Adarsha Vidyalaya scheme: ରାମଚଣ୍ତି ଉଚ୍ଚ ବିଦ୍ୟାଳୟକୁ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନାରେ ସାମିଲ କରିବା ନେଇ ଦାବିପତ୍ର ପ୍ରଦାନ ୪ ଘଣ୍ଟା ପୂର୍ବେCyclone Shelters & Review Meeting: ବିଧାୟକ ଓ ପ୍ରଶାସନିକ ଅଧିକାରୀଙ୍କ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ ଓ ସମୀକ୍ଷା ବୈଠକ ୪ ଘଣ୍ଟା ପୂର୍ବେMalkangiri Rehabilitation & Protection of Children: ମାଲକାନଗିରିର ଚାରି ପିତୃମାତୃହୀନ ଶିଶୁଙ୍କ ଥଇଥାନ ଓ ସୁରକ୍ଷା ୪ ଘଣ୍ଟା ପୂର୍ବେHelpless lives on the highway: ରାଜପଥ ଉପରେ ଅସହାୟ ଜୀବନ, ସରକାରଙ୍କ ଦୃଷ୍ଟିପଡିବ କେବେ ? ୫ ଘଣ୍ଟା ପୂର୍ବେBaliguda Public Relations Department office deplorable Condition: ବାଲିଗୁଡ଼ା ଲୋକ ସମ୍ପର୍କ ବିଭାଗ କାର୍ଯ୍ୟାଳୟର ଦୟନୀୟ ଅବସ୍ଥା
ଚର୍ଚ୍ଚାରେ ମୟୂରଭଞ୍ଜ ମାଲକାନଗିରି ଖୋର୍ଦ୍ଧା ଜଗତସିଂହପୁର କେନ୍ଦୁଝର ବରଗଡ଼ ନୂଆପଡ଼ା

ଜୁହାର ପରିବାର ପକ୍ଷରୁ ନୂଆଁଖାଇ ଭେଟଘାଟ

ଜୁହାର ପରିବାର ପକ୍ଷରୁ ନୂଆଁଖାଇ ଭେଟଘାଟ – ସମୀକ୍ଷା ଖବର

ହିମାଂଶୁ ଭୂଷଣ ନାୟକ/ସାମ୍ବାଦିକ /ପାରାଦୀପ/ ସମୀକ୍ଷା ନ୍ୟୁଜ:

ପାରାଦୀପ: ପାରାଦୀପ ପିପିଏଲ୍ ଟାଉନସିପ୍‌ସ୍ଥିତ ମଲ୍ଟି ପରପୋଜ୍ ହଲ୍‌ରେ ଜୁହାର ପରିବାର ପକ୍ଷରୁ ନୂଆଁଖାଇ ଭେଟଘାଟ ଉତ୍ସବ ଆନନ୍ଦ ଉଲ୍ଲାସର ସହ ପାଳିତ ହୋଇଯାଇଛି। ଏହି ଅବସରରେ ମନମୁଗ୍ଧକର ସମ୍ବଲପୁରୀ ନୃତ୍ୟ, ଗୀତ ଓ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଦର୍ଶକଙ୍କ ମନ ମୋହିଥିଲା। ସମ୍ବଲପୁରୀ ସଙ୍ଗୀତର ତାଳେ ତାଳେ ପିପିଏଲ୍ ଟାଉନସିପ୍‌ର ବହୁ ଦର୍ଶକ ଝୁମି ଉଠିଥିଲେ। କାର୍ଯ୍ୟକ୍ରମରେ ଜୁହାର ପରିବାରର ସମସ୍ତ ସଦସ୍ୟଙ୍କ ସହ ପାରାଦୀପ ଫସଫେଟ୍ସ ଲିମିଟେଡ୍‌ର ବହୁ ପଦାଧିକାରୀ ଓ ଅଧିକାରୀ ଯୋଗଦେଇଥିଲେ। ଏହି ଉତ୍ସବ ମାଧ୍ୟମରେ ଭାଇଚାରା, ଏକତା ଓ ପଶ୍ଚିମ ଓଡ଼ିଶାର ଲୋକକଳା ଓ ସଂସ୍କୃତିର ପ୍ରଚାର ପ୍ରସାରକୁ ଗୁରୁତ୍ୱ ଦିଆଯାଇଥିଲା।

ଜୁହାର ପରିବାର ପକ୍ଷରୁ ନୂଆଁଖାଇ ଭେଟଘାଟ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
କେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ... – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓକେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ...YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ଶିବ ତାଣ୍ଡବ ନୃତ୍ୟ ତାଳେତାଳେ ମା ଗଜଲକ୍ଷ୍ମୀଙ୍କୁ ବିଦାୟ