ମୁଖ୍ୟ ବିଷୟକୁ ଯାଆନ୍ତୁ
ଶନିବାର, ୨୧ ନଭେମ୍ବର ୨୦୨୬
News Update
୧ ଘଣ୍ଟା ପୂର୍ବେShilpa Shetty’s Fitness Mantra: ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ଫିଟନେସ୍ ମନ୍ତ୍ରକୁ ନେଇ ଚର୍ଚ୍ଚା ୧ ଘଣ୍ଟା ପୂର୍ବେKuchei station Demand for railway goods rake facility: କୁଚେଇ ଷ୍ଟେସନରେ ରେଳୱେ ଗୁଡ୍‌ସ ର‍୍ୟାକ୍ ସୁବିଧା ଦାବି ୧ ଘଣ୍ଟା ପୂର୍ବେSindhusuta approaches the District Collector seeking financial assistance: ବାତ୍ୟା ପ୍ରଭାବରେ ସମ୍ପୂର୍ଣ୍ଣଭାବେ ଧାନ ନଷ୍ଟ ହୋଇଥିବା ନେଇ ଜିଲ୍ଲାପାଳଙ୍କୁ ଆର୍ଥିକ ସହାୟତା ପାଇଁ ସିନ୍ଧୁସୁତା ହେଲେ ଦ୍ୱାରସ୍ତ ୨ ଘଣ୍ଟା ପୂର୍ବେPreparations for the Kalinga Bali Jatra: ଆଗକୁ ଦୁଇ ଦିନ ରହିଲା କଲିଙ୍ଗ ବାଲିଯାତ୍ରା ଯୁଦ୍ଧ କାଳୀନ ଭିତିରେ ଚାଲିଛି ପ୍ରସ୍ତୁତି ୨ ଘଣ୍ଟା ପୂର୍ବେKhandapada Child Sex Ratio: ଖଣ୍ଡପଡ଼ାରେ ଶିଶୁ ଲିଙ୍ଗ ଅନୁପାତ ହ୍ରାସ ନେଇ ବ୍ଲକସ୍ତରୀୟ କର୍ମଶାଳା ଅନୁଷ୍ଠିତ ୨ ଘଣ୍ଟା ପୂର୍ବେGodabarisha Adarsha Vidyalaya scheme: ରାମଚଣ୍ତି ଉଚ୍ଚ ବିଦ୍ୟାଳୟକୁ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନାରେ ସାମିଲ କରିବା ନେଇ ଦାବିପତ୍ର ପ୍ରଦାନ ୨ ଘଣ୍ଟା ପୂର୍ବେCyclone Shelters & Review Meeting: ବିଧାୟକ ଓ ପ୍ରଶାସନିକ ଅଧିକାରୀଙ୍କ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ ଓ ସମୀକ୍ଷା ବୈଠକ ୨ ଘଣ୍ଟା ପୂର୍ବେMalkangiri Rehabilitation & Protection of Children: ମାଲକାନଗିରିର ଚାରି ପିତୃମାତୃହୀନ ଶିଶୁଙ୍କ ଥଇଥାନ ଓ ସୁରକ୍ଷା ୨ ଘଣ୍ଟା ପୂର୍ବେHelpless lives on the highway: ରାଜପଥ ଉପରେ ଅସହାୟ ଜୀବନ, ସରକାରଙ୍କ ଦୃଷ୍ଟିପଡିବ କେବେ ? ୨ ଘଣ୍ଟା ପୂର୍ବେBaliguda Public Relations Department office deplorable Condition: ବାଲିଗୁଡ଼ା ଲୋକ ସମ୍ପର୍କ ବିଭାଗ କାର୍ଯ୍ୟାଳୟର ଦୟନୀୟ ଅବସ୍ଥା
ଚର୍ଚ୍ଚାରେ ମୟୂରଭଞ୍ଜ ମାଲକାନଗିରି ଖୋର୍ଦ୍ଧା ଜଗତସିଂହପୁର କେନ୍ଦୁଝର ବରଗଡ଼ ନୂଆପଡ଼ା

ଶ୍ରଦ୍ଧା ଫାଉଣ୍ଡେସନ ପକ୍ଷରୁ କର୍କଟ ସଚେତନତା

ଶ୍ରଦ୍ଧା ଫାଉଣ୍ଡେସନ ପକ୍ଷରୁ କର୍କଟ ସଚେତନତା – ସମୀକ୍ଷା ଖବର

ଭବାନୀ ଶଙ୍କର ମିଶ୍ର/ବରିଷ୍ଠ ସାମ୍ବାଦିକ /ମୟୂରଭଞ୍ଜ /ସମୀକ୍ଷା ନ୍ୟୁଜ:

ବଡ଼ସାହି, ୨/୧୧/୨୬ -ବାରିପଦାସ୍ଥିତ ସରକାରୀ ପ୍ରାରମ୍ଭିକ ଶିକ୍ଷକ ଶିକ୍ଷା ପ୍ରତିଷ୍ଠାନ ପରିସରରେ ପ୍ରାୟ ୧୦୦ ଜଣ ଶିକ୍ଷକ ପ୍ରଶିକ୍ଷାର୍ଥୀଙ୍କୁ ନେଇ ଏକ କର୍କଟ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଅନୁଷ୍ଠାନର ଅଧ୍ୟକ୍ଷ ରଥିନ୍ଦ୍ର ନାଥ ଘୋଷଙ୍କ ସହ ଲାଇବ୍ରେରିଆନ ଅମିତ କୁମାର ଦଳେଇ ଓ କମ୍ପ୍ୟୁଟର ଅପରେଟର ଲକ୍ଷ୍ମୀପ୍ରିୟା ଦେ ଉପସ୍ଥିତ ଥିଲେ । ଶ୍ରଦ୍ଧା ଫାଉଣ୍ଡେସନର କାର୍ଯ୍ୟକ୍ରମ ସଂଯୋଜିକା ତଥା କର୍କଟ ବିଜୟିନୀ ଅନିତା ବେହେରା ଯୋଗଦେଇ କର୍କଟ ରୋଗର ପ୍ରତିରୋଧ, ପ୍ରାରମ୍ଭିକ ଲକ୍ଷଣ ଚିହ୍ନଟ, ବାୟୋପ୍ସି ପରୀକ୍ଷାର ଗୁରୁତ୍ୱ, ଚିକିତ୍ସା ଓ ଆର୍ଥିକ ସହାୟତାର ବିଭିନ୍ନ ଉତ୍ସ ସମ୍ପର୍କରେ ଆଲୋକପାତ କରିଥିଲେ । ନିଜର କର୍କଟ ବିଜୟର ଅନୁଭୂତି ବାଣ୍ଟିବା ସହ ରୋଗ ସମ୍ପର୍କିତ ଅନ୍ଧବିଶ୍ୱାସ ଦୂର କରିବା ଏବଂ କର୍କଟ ରୋଗୀଙ୍କୁ ଭେଦଭାବ ନକରି ମାନସିକ ସାହସ ଓ ସହଯୋଗ ଯୋଗାଇଦେବାକୁ ସେ ଆହ୍ୱାନ ଦେଇଥିଲେ । ପ୍ରଶିକ୍ଷାର୍ଥୀ ମାନେ ବିଭିନ୍ନ ପ୍ରଶ୍ନ ପଚାରି ନିଜର ସନ୍ଦେହ ଦୂର କରିଥିବା ବେଳେ ମୟୂରଭଞ୍ଜ ଜିଲ୍ଲାରେ କର୍କଟ ସଚେତନତାର ଅଧିକ ଆବଶ୍ୟକତା ଥିବାରୁ ଶିକ୍ଷାନୁଷ୍ଠାନ ସ୍ତରରେ ଏଭଳି କାର୍ଯ୍ୟକ୍ରମ ଜାରି ରହିବା ଉଚିତ ବୋଲି ଶ୍ରୀମତୀ ବେହେରା ମତ ପ୍ରକାଶ କରିଥିଲେ ।

ଶ୍ରଦ୍ଧା ଫାଉଣ୍ଡେସନ ପକ୍ଷରୁ କର୍କଟ ସଚେତନତା – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
କେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ... – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓକେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ...YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ୫ ନଭେମ୍ବର, ଗୁରୁବାର ବଡ଼ସାହି ବ୍ଲକ ପରିସରରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର