ମୁଖ୍ୟ ବିଷୟକୁ ଯାଆନ୍ତୁ
ଶନିବାର, ୨୧ ନଭେମ୍ବର ୨୦୨୬
News Update
୪୮ ମିନିଟ ପୂର୍ବେShilpa Shetty’s Fitness Mantra: ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ଫିଟନେସ୍ ମନ୍ତ୍ରକୁ ନେଇ ଚର୍ଚ୍ଚା ୫୧ ମିନିଟ ପୂର୍ବେKuchei station Demand for railway goods rake facility: କୁଚେଇ ଷ୍ଟେସନରେ ରେଳୱେ ଗୁଡ୍‌ସ ର‍୍ୟାକ୍ ସୁବିଧା ଦାବି ୫୬ ମିନିଟ ପୂର୍ବେSindhusuta approaches the District Collector seeking financial assistance: ବାତ୍ୟା ପ୍ରଭାବରେ ସମ୍ପୂର୍ଣ୍ଣଭାବେ ଧାନ ନଷ୍ଟ ହୋଇଥିବା ନେଇ ଜିଲ୍ଲାପାଳଙ୍କୁ ଆର୍ଥିକ ସହାୟତା ପାଇଁ ସିନ୍ଧୁସୁତା ହେଲେ ଦ୍ୱାରସ୍ତ ୧ ଘଣ୍ଟା ପୂର୍ବେPreparations for the Kalinga Bali Jatra: ଆଗକୁ ଦୁଇ ଦିନ ରହିଲା କଲିଙ୍ଗ ବାଲିଯାତ୍ରା ଯୁଦ୍ଧ କାଳୀନ ଭିତିରେ ଚାଲିଛି ପ୍ରସ୍ତୁତି ୧ ଘଣ୍ଟା ପୂର୍ବେKhandapada Child Sex Ratio: ଖଣ୍ଡପଡ଼ାରେ ଶିଶୁ ଲିଙ୍ଗ ଅନୁପାତ ହ୍ରାସ ନେଇ ବ୍ଲକସ୍ତରୀୟ କର୍ମଶାଳା ଅନୁଷ୍ଠିତ ୧ ଘଣ୍ଟା ପୂର୍ବେGodabarisha Adarsha Vidyalaya scheme: ରାମଚଣ୍ତି ଉଚ୍ଚ ବିଦ୍ୟାଳୟକୁ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନାରେ ସାମିଲ କରିବା ନେଇ ଦାବିପତ୍ର ପ୍ରଦାନ ୧ ଘଣ୍ଟା ପୂର୍ବେCyclone Shelters & Review Meeting: ବିଧାୟକ ଓ ପ୍ରଶାସନିକ ଅଧିକାରୀଙ୍କ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ ଓ ସମୀକ୍ଷା ବୈଠକ ୧ ଘଣ୍ଟା ପୂର୍ବେMalkangiri Rehabilitation & Protection of Children: ମାଲକାନଗିରିର ଚାରି ପିତୃମାତୃହୀନ ଶିଶୁଙ୍କ ଥଇଥାନ ଓ ସୁରକ୍ଷା ୧ ଘଣ୍ଟା ପୂର୍ବେHelpless lives on the highway: ରାଜପଥ ଉପରେ ଅସହାୟ ଜୀବନ, ସରକାରଙ୍କ ଦୃଷ୍ଟିପଡିବ କେବେ ? ୧ ଘଣ୍ଟା ପୂର୍ବେBaliguda Public Relations Department office deplorable Condition: ବାଲିଗୁଡ଼ା ଲୋକ ସମ୍ପର୍କ ବିଭାଗ କାର୍ଯ୍ୟାଳୟର ଦୟନୀୟ ଅବସ୍ଥା
ଚର୍ଚ୍ଚାରେ ମୟୂରଭଞ୍ଜ ମାଲକାନଗିରି ଖୋର୍ଦ୍ଧା ଜଗତସିଂହପୁର କେନ୍ଦୁଝର ବରଗଡ଼ ନୂଆପଡ଼ା

ବାଲିକୁଦା: ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର

ବାଲିକୁଦା: ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର – ସମୀକ୍ଷା ଖବର

ଭଗବାନ ମହାନ୍ତି / ଜିଲ୍ଲା ପ୍ରତିନିଧି /ଜଗତସିଂହପୁର /ସମୀକ୍ଷା ନ୍ୟୁଜ:

ଜଗତସିଂହପୁର, ତା ୦୨.୧୧.୨୦୨୬ : ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ବାଲିକୁଦା ବ୍ଲକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଶିବିର ରେ ଉପରିସ୍ଥ ଅଧିକାରୀ ମାନେ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଆଜି ମୋଟ ୬୦ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୫୨ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୮ ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ଆବାସ ସମ୍ପର୍କୀୟ ୧୧ ଟି, ଜମିଜମା ସମସ୍ୟା ସମ୍ପର୍କୀୟ ୬ ଟି, ପୋଲିସ ସହାୟତା ପାଇବା ପାଇଁ ୩ ଟି, ଭତ୍ତା ପାଇବା ପାଇଁ ୫ ଟି ଏବଂ ଅନ୍ୟାନ୍ୟ ୧୬ ଟି ଅଭିଯୋଗର ଶୁଣାଣି କରାଯାଇଥିଲା। ୧୧ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା । ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସମ୍ବିତ କୁମାର ରାଉତ, ଉପ ଜିଲ୍ଲାପାଳ ଶ୍ରୀ ପ୍ରଶାନ୍ତ କୁମାର ତରାଇ, ବ୍ଲକ୍ ଉନ୍ନୟନ ଅଧିକାରୀ, ବାଲିକୁଦା, ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।

ବାଲିକୁଦା: ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
କେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ... – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓକେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ...YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ସହିଦ ନୁଦୁରାମ ସୋରେନ ପ୍ରି ଡିଫେନ୍ସ ଓ ପୋଲିସ ଟ୍ରେନିଂ କ୍ୟାମ୍ପରେ ବାମନଘାଟି ସବ୍‌-ଡିଭିଜନରୁ ୧୨୫ ଜଣ ଛାତ୍ରଛାତ୍ରୀଙ୍କ ମାଗଣା ତାଲିମ