ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୨୩ ନଭେମ୍ବର ୨୦୨୬
News Update
୧୦ ମିନିଟ ପୂର୍ବେPottangi Block Horrific accident: ପଟ୍ଟାଙ୍ଗି ବ୍ଲକ-ପାୱାର ଟିଲରରେ ଚାଷ କରୁଥିବା ବେଳେ ଭୟଙ୍କର ଦୁର୍ଘଟଣା ୩୬ ମିନିଟ ପୂର୍ବେRayagada 4th Annual ‘Diyal Parab’: ରାୟଗଡ଼ା-ଜିସିଡି ପଡିଆଠାରେ ଚତୁର୍ଥ ବର୍ଷ ଦିଆଲ୍ ପରବ୍ ଭେଟଘାଟ୍‌ ୪୬ ମିନିଟ ପୂର୍ବେKashipur llegal sale of foreign liquor: କାଶୀପୁର-ବିଏର ପାର୍ଲର ନାଁରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ! ୧ ଘଣ୍ଟା ପୂର୍ବେNuabazar Mahakaleshwar Temple: ନୂଆବଜାର ସ୍ଥିତ ବାବା ମହାକାଳେଶ୍ୱର ମନ୍ଦିରରେ ଭକ୍ତଙ୍କ ପ୍ରବଳ ସମାଗମ ୧ ଘଣ୍ଟା ପୂର୍ବେTaekwondo Championship: ଇଣ୍ଡିଆ ଓପନ୍ ଇଣ୍ଟରନ୍ୟାସନାଲ ରେଙ୍କିଙ୍ଗ ଟାଇକୋଣ୍ଡୋ ଚାମ୍ପିଅନସିପରେ ଓଡ଼ିଶା ଖେଳାଳିଙ୍କ ଅଂଶଗ୍ରହଣ ୧ ଘଣ୍ଟା ପୂର୍ବେLAMPS employee flees after promising marriage tribal girl: ଆଦିବାସୀ ଝିଅକୁ ବିବାହର ପ୍ରତିଶ୍ରୁତି ଦେଇ ଚମ୍ପଟ ମାରିଲେ ଲେମ୍ପସ କର୍ମଚାରୀ ୧ ଘଣ୍ଟା ପୂର୍ବେParadip Death of a bike rider: ପାରାଦୀପ ଗଡ଼ଗେଟ୍ ବଜାରରେ ଅଜଣା ଟ୍ରକ୍ ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ! ୨ ଘଣ୍ଟା ପୂର୍ବେParadip Sri Sathya Sai Baba’s Birth Anniversary: ପାରାଦୀପରେ ଭଗବାନ ଶ୍ରୀ ସତ୍ୟସାଇ ବାବାଙ୍କ ୧୦୧ତମ ଜନ୍ମୋତ୍ସବ ପାଳିତ ୨ ଘଣ୍ଟା ପୂର୍ବେBargarh Kharif paddy procurement: ଆସନ୍ତା ନଭେମ୍ବର ୩୦ରୁ ବରଗଡ ଜିଲ୍ଲାରେ ଆରମ୍ଭ ହେବ ଖରିଫ୍ ଧାନ ସଂଗ୍ରହ ୨ ଘଣ୍ଟା ପୂର୍ବେPatana Launch of Firefighting Vehicle: ପାଟଣା ଅଗ୍ନିଶମ କେନ୍ଦ୍ରରେ ନୂତନ ଅଗ୍ନିଶମ ଗାଡ଼ିର ଶୁଭାରମ୍ଭ
ଚର୍ଚ୍ଚାରେ ମୟୂରଭଞ୍ଜ ଜଗତସିଂହପୁର ରାୟଗଡ଼ା ନୟାଗଡ଼ ବରଗଡ଼ କେନ୍ଦୁଝର ଖୋର୍ଦ୍ଧା

Barasahi Block Bhima Bhoi Bhinnakshyama Samarthya Abhiyan Camp: ବଡ଼ସାହି ବ୍ଲକରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଆୟୋଜିତ

Barasahi Block Bhima Bhoi Bhinnakshyama Samarthya Abhiyan Camp: ବଡ଼ସାହି ବ୍ଲକରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଆୟୋଜିତ – ସମୀକ୍ଷା ଖବର

ଭବାନୀ ଶଙ୍କର ମିଶ୍ର/ବରିଷ୍ଠ ସାମ୍ବାଦିକ /ମୟୂରଭଞ୍ଜ /ସମୀକ୍ଷା ନ୍ୟୁଜ:

ବଡ଼ସାହି, ୫/୧୧/୨୬ – ପୂର୍ବ ସୂଚନା କ୍ରମେ ବଡ଼ସାହି ବ୍ଲକ କାର୍ଯ୍ୟାଳୟ ପରିସରରେ ଗୁରୁବାର ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ (BBSA) ଶିବିର ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ମୋଟ ୨୯୫ ଜଣ ଦିବ୍ୟାଙ୍ଗଜନ ପ୍ରମାଣପତ୍ର ପାଇଁ ପଞ୍ଜୀକରଣ କରିଥିବା ସମୟରେ ଡାକ୍ତରୀ ପରୀକ୍ଷା ପରେ ୧୩୬ ଜଣ ଯୋଗ୍ୟ ବିବେଚିତ ହୋଇଥିବା ଜଣାପଡିଛି । ତନ୍ମଧ୍ୟରୁ ଅସ୍ଥିଜନିତ ଦିବ୍ୟାଙ୍ଗ ୮୭ ଜଣ, ଦୃଷ୍ଟିବାଧିତ ୨୪ ଜଣ, ବୌଦ୍ଧିକ ଦିବ୍ୟାଙ୍ଗ ୨୧ ଜଣ ଏବଂ ଶ୍ରବଣବାଧିତ ୪ ଜଣ ରହିଛନ୍ତି । ଏହାବ୍ୟତୀତ ୮୪ ଜଣ ସହାୟକ ଉପକରଣ, ୯୮ ଜଣ ବସ୍ ପାସ୍ ଏବଂ ୭୫ ଜଣ ଆୟ ପ୍ରମାଣପତ୍ର ପାଇବା ପାଇଁ ଯୋଗ୍ୟ ହୋଇଛନ୍ତି । ତେବେ ଦିବ୍ୟାଙ୍ଗମାନଙ୍କୁ ସରକାରୀ ଯୋଜନାର ସୁବିଧା ସୁଯୋଗ ପ୍ରଦାନ, ସେମାନଙ୍କୁ ସ୍ୱାବଲମ୍ବୀ କରିବା ଏବଂ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ଏହି ଆୟୋଜିତ ଶିବିରର ମୁଖ୍ୟ ଉଦ୍ଦେଶ୍ୟ ଥିଲା ।

Barasahi Block Bhima Bhoi Bhinnakshyama Samarthya Abhiyan Camp: ବଡ଼ସାହି ବ୍ଲକରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଆୟୋଜିତ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Football Match: ରାଜ୍ୟ ସବ-ଜୁନିଅର ରଗବିରେ ଫ୍ୟୁଚର ଷ୍ଟାରର ଚମକ ରଗବିରେ ବାଳକ ଦଳ ଚାମ୍ପିଅନ, ବାଳିକା ଦଳ ତୃତୀୟ