ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୯ ଘଣ୍ଟା ପୂର୍ବେSecurity to High-Profile Leaders: ହାଇପ୍ରୋଫାଇଲ୍ ନେତାଙ୍କୁ ସୁରକ୍ଷା ଯୋଗାନ୍ତି କେଉଁ ଆର୍ମି ୯ ଘଣ୍ଟା ପୂର୍ବେPublic movement justice for Raju Bag: କଳାହାଣ୍ଡି: ରାଜୁ ବାଗଙ୍କୁ ନ୍ୟାୟ ଦାବିରେ କୋକସରାରେ ଜନଆନ୍ଦୋଳନ ଡାକରା ୯ ଘଣ୍ଟା ପୂର୍ବେSOA UNIVERSITY Sreeja Pattnaik LLM Gold Medal: ଏଲ୍.ଏଲ୍ଏମ୍ ରେ ଶ୍ରୀଜା ପଟ୍ଟନାୟକଙ୍କ ସ୍ଵର୍ଣ୍ଣ ପଦକ ଲାଭ ୯ ଘଣ୍ଟା ପୂର୍ବେPrime Minister Narendra Modi’s mega roadshow in Bihar: ବିହାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା ରୋଡ୍ ଶୋ ୯ ଘଣ୍ଟା ପୂର୍ବେCyclone wreaks havoc in Puri district: ପୁରୀ ଜିଲ୍ଲାରେ ବାତ୍ୟାର ତାଣ୍ଡବ, ଉଜାଡ଼ିଦେଲା ଚାଷୀଙ୍କ ସୁନାର ଫସଲ ୯ ଘଣ୍ଟା ପୂର୍ବେIllegal sale of foreign liquor, Rayagada District Excise Department sealed: ବିଅର ପାର୍ଲର ନାଁ ରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ; ଅଭିଯୋଗ ପରେ ସିଲ କରିଲା ଜିଲ୍ଲା ଅବକାରୀ ବିଭାଗ ୧୦ ଘଣ୍ଟା ପୂର୍ବେMajor setback for the Excise Department over allegations of spurious liquor: ନକଲି ମଦ ଅଭିଯୋଗରେ ଅବକାରୀ ବିଭାଗକୁ ଶକ୍ତ ଝଟକା ୧୦ ଘଣ୍ଟା ପୂର୍ବେReligious Festivals: ମସ୍କାବାରୀରେ ଶ୍ରୀ ଶନିଶ୍ଚର ଦେବଙ୍କ ଷଷ୍ଠ ବାର୍ଷିକ ଉତ୍ସବ ପାଳିତ ୧୦ ଘଣ୍ଟା ପୂର୍ବେSuccession certificate deadline: ସମୟସୀମା ଅତିକ୍ରମ ପରେ ମିଳିଲା ଉତ୍ତରାଧିକାରୀ ପ୍ରମାଣପତ୍ର ୧୦ ଘଣ୍ଟା ପୂର୍ବେDemand to Kandhamal free from migrant laborers: କନ୍ଧମାଳକୁ ଦାଦନ ଶ୍ରମିକ ମୁକ୍ତ ଜିଲ୍ଲା ଘୋଷଣା କରିବାକୁ ଦାବି: ନିଶାମୁକ୍ତ ଅଭିଯାନ ଭଳି ଚାଲୁ ହେଉ ଦାଦନମୁକ୍ତ ଅଭିଯାନ
ଚର୍ଚ୍ଚାରେ ମୟୂରଭଞ୍ଜ ନୟାଗଡ଼ ଜଗତସିଂହପୁର ନୂଆପଡ଼ା ମାଲକାନଗିରି କେନ୍ଦୁଝର ବରଗଡ଼

Prahar Nama Yajna: ୫୬ ପ୍ରହର ନାମଯଜ୍ଞ ଲାଗି ଶୁଭଖୁଣ୍ଟି ସ୍ଥାପନ

Prahar Nama Yajna: ୫୬ ପ୍ରହର ନାମଯଜ୍ଞ ଲାଗି ଶୁଭଖୁଣ୍ଟି ସ୍ଥାପନ – ସମୀକ୍ଷା ଖବର

ଅଜିତ ପଣ୍ଡା /ଗଞ୍ଜାମ ସାମ୍ବାଦିକ /ସମୀକ୍ଷା ନ୍ୟୁଜ:

ଶେରଗଡ ୧୧/୧୧ ଚାଲିଛି ଧର୍ମ ର ମାସ କାର୍ତ୍ତିକ। ଏଥିଲାଗି ଚାରି ଆଡେ ଆଧ୍ୟାତ୍ମିକ ବାତାବରଣ । ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଶେରଗଡ ହନୁମାନ ମନ୍ଦିର ପ୍ରାଙ୍ଗଣରେ ଶେରଗଡ ଗ୍ରାମବାସୀ ଙ୍କ ଦ୍ଵାରା ୫୬ ପ୍ରହର ନାମଯଜ୍ଞ ଅନୁଷ୍ଠିତ ହେବ। ଏଥିଲାଗି ଆଜି ଶୁଭଖୁଣ୍ଟି ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଈଯାଈଛି। ବୁଧବାର ପୂଜକ ସୂର୍ଯ୍ୟ ନାରାୟଣ ପଣ୍ଡା ଏବଂ ହରିହର ଦାସ ଙ୍କ ମନ୍ତ୍ରୋଚ୍ଚାରଣରେ ଏହି ଶୁଭଖୁଣ୍ଟି ସ୍ଥାପନ କାର୍ଯ୍ୟକ୍ରମ ସମ୍ପନ୍ନ ହୋଇଥିଲା। ଚଳିତ ବର୍ଷ ଏହି ନାମଯଜ୍ଞ କୁ ଆହୁରି ଆକର୍ଷଣୀୟ କରିବା ଲାଗି ସ୍ଥାନୀୟ ଅଞ୍ଚଳବାସୀଙ୍କ ସହଯୋଗ ଏବଂ ପ୍ରଚେଷ୍ଟା,ଶ୍ରଦ୍ଧାଳୁ ମାନଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ଏହି ଶୁଭଖୁଣ୍ଟି ସ୍ଥାପନ କାର୍ଯ୍ୟକ୍ରମ ରେ ପି.ବାବୁଲା ପାତ୍ର, ଚେଈନ ସୁବୁଦ୍ଧି, ସୁବାଷ ସୁବୁଦ୍ଧି, ସମାଜସେବୀ ଦୁର୍ଗା ମାଧବ ବିଷୋୟୀ, ଯୁବ ସମାଜସେବୀ ବାସୁଦେବ ସ୍ବାଈଁ, ଏଲ.ରବି ନାରାୟଣ ପାତ୍ର, ପଠାଣି ଭଞ୍ଜ, କେଦାର ନାଥ ନାୟକ,ନୀଳାଞ୍ଚଳ ସୁବୁଦ୍ଧି ଙ୍କ ସମେତ ଶେରଗଡ ର ବହୁ ସଦସ୍ୟ ଉପସ୍ଥିତ ଥିଲେ।

Prahar Nama Yajna: ୫୬ ପ୍ରହର ନାମଯଜ୍ଞ ଲାଗି ଶୁଭଖୁଣ୍ଟି ସ୍ଥାପନ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Biswanath Pattnaik 111th Birth Anniversary: ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ପାଳିତ