ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୨୩ ନଭେମ୍ବର ୨୦୨୬
News Update
୧୦ ମିନିଟ ପୂର୍ବେNuabazar Mahakaleshwar Temple: ନୂଆବଜାର ସ୍ଥିତ ବାବା ମହାକାଳେଶ୍ୱର ମନ୍ଦିରରେ ଭକ୍ତଙ୍କ ପ୍ରବଳ ସମାଗମ ୨୭ ମିନିଟ ପୂର୍ବେTaekwondo Championship: ଇଣ୍ଡିଆ ଓପନ୍ ଇଣ୍ଟରନ୍ୟାସନାଲ ରେଙ୍କିଙ୍ଗ ଟାଇକୋଣ୍ଡୋ ଚାମ୍ପିଅନସିପରେ ଓଡ଼ିଶା ଖେଳାଳିଙ୍କ ଅଂଶଗ୍ରହଣ ୪୪ ମିନିଟ ପୂର୍ବେLAMPS employee flees after promising marriage tribal girl: ଆଦିବାସୀ ଝିଅକୁ ବିବାହର ପ୍ରତିଶ୍ରୁତି ଦେଇ ଚମ୍ପଟ ମାରିଲେ ଲେମ୍ପସ କର୍ମଚାରୀ ୫୪ ମିନିଟ ପୂର୍ବେParadip Death of a bike rider: ପାରାଦୀପ ଗଡ଼ଗେଟ୍ ବଜାରରେ ଅଜଣା ଟ୍ରକ୍ ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ! ୧ ଘଣ୍ଟା ପୂର୍ବେParadip Sri Sathya Sai Baba’s Birth Anniversary: ପାରାଦୀପରେ ଭଗବାନ ଶ୍ରୀ ସତ୍ୟସାଇ ବାବାଙ୍କ ୧୦୧ତମ ଜନ୍ମୋତ୍ସବ ପାଳିତ ୧ ଘଣ୍ଟା ପୂର୍ବେBargarh Kharif paddy procurement: ଆସନ୍ତା ନଭେମ୍ବର ୩୦ରୁ ବରଗଡ ଜିଲ୍ଲାରେ ଆରମ୍ଭ ହେବ ଖରିଫ୍ ଧାନ ସଂଗ୍ରହ ୧ ଘଣ୍ଟା ପୂର୍ବେPatana Launch of Firefighting Vehicle: ପାଟଣା ଅଗ୍ନିଶମ କେନ୍ଦ୍ରରେ ନୂତନ ଅଗ୍ନିଶମ ଗାଡ଼ିର ଶୁଭାରମ୍ଭ ୧ ଘଣ୍ଟା ପୂର୍ବେPatna MLA reaches disabled elderly couple: ଅସହାୟ ଭିନ୍ନକ୍ଷମ ବୃଦ୍ଧ ଦମ୍ପତିଙ୍କ ନିକଟରେ ପହଞ୍ଚିଲେ ପାଟଣା ବିଧାୟକ ୧ ଘଣ୍ଟା ପୂର୍ବେ‘Kanjipani’ tradition returns: ପୁଣି ଫେରିଲା ଶ୍ୟାମବାବାଙ୍କ ‘କାଞ୍ଜିପାଣି’ ପରମ୍ପରା ୨ ଘଣ୍ଟା ପୂର୍ବେNagabali development has not reached the other side: ନାଗାବଳୀ ଆରପାରିରେ ବିକାଶ ନପହଞ୍ଚାଇବା ଦୁଃଖ ଦାୟକ!
ଚର୍ଚ୍ଚାରେ ମୟୂରଭଞ୍ଜ ଜଗତସିଂହପୁର ନୟାଗଡ଼ ରାୟଗଡ଼ା ନୂଆପଡ଼ା ବରଗଡ଼ କେନ୍ଦୁଝର

Clash between two groups in Asika: ଆସିକାରେ ଦୁଇ ଏରାଗୋଲା ବସା ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ୪ ଗୁରୁତର

Clash between two groups in Asika: ଆସିକାରେ ଦୁଇ ଏରାଗୋଲା ବସା ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ୪ ଗୁରୁତର – ସମୀକ୍ଷା ଖବର
Clash between two groups in Asika: ଆସିକାରେ ଦୁଇ ଏରାଗୋଲା ବସା ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ୪ ଗୁରୁତର – ସମୀକ୍ଷା

ମନୋଜ କୁମାର ନାୟକ / ସାମ୍ବାଦିକ / ଆସ୍କା / ସମୀକ୍ଷା ନ୍ୟୁଜ :

ଆସିକା, ୧୭/୧୧: ଗଞ୍ଜାମ ଜିଲ୍ଲା ଆସିକା ଥାନା ଅନ୍ତର୍ଗତ ମା’ ସନ୍ତୋଷୀ ଏରାଗୋଲା ବସା ଓ କରାତଳି ଏରାଗୋଲା ବସାର ଦୁଇ ଗୋଷ୍ଠୀ ମଧ୍ୟରେ କୌଣସି କାରଣକୁ ନେଇ ଆକ୍ରମଣ ଘଟଣା ଘଟିଛି। ଏହି ସଂଘର୍ଷରେ ଉଭୟ ଗୋଷ୍ଠୀର ମୋଟ ୪ ଜଣ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି। ଆହତମାନଙ୍କୁ ପ୍ରଥମେ ଚିକିତ୍ସା ପାଇଁ ଆସିକା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ କାର୍ଯ୍ୟରତ ଡାକ୍ତର ପ୍ରାଥମିକ ଚିକିତ୍ସା କରିବା ପରେ ସେମାନଙ୍କ ଅବସ୍ଥା ଗୁରୁତର ଥିବାରୁ ଉନ୍ନତ ଚିକିତ୍ସା ନିମନ୍ତେ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରିଥିବା ଜଣାପଡ଼ିଛି। ଆହତଙ୍କ ମଧ୍ୟରେ ମା’ ସନ୍ତୋଷୀ ଏରାଗୋଲା ବସାର ଏ. କାଳୁ (୬୫), ତାଙ୍କ ପୁଅ ଏ. କ୍ରାନ୍ତି ଓ ଏ. ଲଳିତା ରହିଥିବା ବେଳେ କରାତଳି ଏରାଗୋଲା ବସାର ଏ. ରାମ ଗୁରୁତର ଆହତ ହୋଇଛନ୍ତି। ଘଟଣା ସମ୍ପର୍କରେ ଖବର ପାଇ ଆସିକା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ଦୁଇ ଗୋଷ୍ଠୀ ମଧ୍ୟରେ ଏହି ଆକ୍ରମଣର ପ୍ରକୃତ କାରଣ କ’ଣ, ତାହା ଏଯାବତ୍ ସ୍ପଷ୍ଟ ହୋଇନାହିଁ। ପୋଲିସ ତଦନ୍ତ ପରେ ଘଟଣାର ସମ୍ପୂର୍ଣ୍ଣ ତଥ୍ୟ ଜଣାପଡ଼ିବ।

Clash between two groups in Asika: ଆସିକାରେ ଦୁଇ ଏରାଗୋଲା ବସା ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ୪ ଗୁରୁତର – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Kujanga Police Major success: କୁଜଙ୍ଗ ପୋଲିସକୁ ବଡ଼ ସଫଳତା: ଚୋରି ମାମଲାର ପର୍ଦ୍ଦାଫାସ୍