ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୧ ଘଣ୍ଟା ପୂର୍ବେSecurity to High-Profile Leaders: ହାଇପ୍ରୋଫାଇଲ୍ ନେତାଙ୍କୁ ସୁରକ୍ଷା ଯୋଗାନ୍ତି କେଉଁ ଆର୍ମି ୧ ଘଣ୍ଟା ପୂର୍ବେPublic movement justice for Raju Bag: କଳାହାଣ୍ଡି: ରାଜୁ ବାଗଙ୍କୁ ନ୍ୟାୟ ଦାବିରେ କୋକସରାରେ ଜନଆନ୍ଦୋଳନ ଡାକରା ୧ ଘଣ୍ଟା ପୂର୍ବେSOA UNIVERSITY Sreeja Pattnaik LLM Gold Medal: ଏଲ୍.ଏଲ୍ଏମ୍ ରେ ଶ୍ରୀଜା ପଟ୍ଟନାୟକଙ୍କ ସ୍ଵର୍ଣ୍ଣ ପଦକ ଲାଭ ୧ ଘଣ୍ଟା ପୂର୍ବେPrime Minister Narendra Modi’s mega roadshow in Bihar: ବିହାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା ରୋଡ୍ ଶୋ ୧ ଘଣ୍ଟା ପୂର୍ବେCyclone wreaks havoc in Puri district: ପୁରୀ ଜିଲ୍ଲାରେ ବାତ୍ୟାର ତାଣ୍ଡବ, ଉଜାଡ଼ିଦେଲା ଚାଷୀଙ୍କ ସୁନାର ଫସଲ ୧ ଘଣ୍ଟା ପୂର୍ବେIllegal sale of foreign liquor, Rayagada District Excise Department sealed: ବିଅର ପାର୍ଲର ନାଁ ରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ; ଅଭିଯୋଗ ପରେ ସିଲ କରିଲା ଜିଲ୍ଲା ଅବକାରୀ ବିଭାଗ ୧ ଘଣ୍ଟା ପୂର୍ବେMajor setback for the Excise Department over allegations of spurious liquor: ନକଲି ମଦ ଅଭିଯୋଗରେ ଅବକାରୀ ବିଭାଗକୁ ଶକ୍ତ ଝଟକା ୨ ଘଣ୍ଟା ପୂର୍ବେReligious Festivals: ମସ୍କାବାରୀରେ ଶ୍ରୀ ଶନିଶ୍ଚର ଦେବଙ୍କ ଷଷ୍ଠ ବାର୍ଷିକ ଉତ୍ସବ ପାଳିତ ୨ ଘଣ୍ଟା ପୂର୍ବେSuccession certificate deadline: ସମୟସୀମା ଅତିକ୍ରମ ପରେ ମିଳିଲା ଉତ୍ତରାଧିକାରୀ ପ୍ରମାଣପତ୍ର ୨ ଘଣ୍ଟା ପୂର୍ବେDemand to Kandhamal free from migrant laborers: କନ୍ଧମାଳକୁ ଦାଦନ ଶ୍ରମିକ ମୁକ୍ତ ଜିଲ୍ଲା ଘୋଷଣା କରିବାକୁ ଦାବି: ନିଶାମୁକ୍ତ ଅଭିଯାନ ଭଳି ଚାଲୁ ହେଉ ଦାଦନମୁକ୍ତ ଅଭିଯାନ
ଚର୍ଚ୍ଚାରେ ମୟୂରଭଞ୍ଜ ନୟାଗଡ଼ ଜଗତସିଂହପୁର ନୂଆପଡ଼ା ମାଲକାନଗିରି କେନ୍ଦୁଝର ବରଗଡ଼

Kanas Public Grievance Camp: କଣାସରେ ଜିଲ୍ଲାପାଳଙ୍କ ଜନଶୁଣାଣୀ ସିବିର

Kanas Public Grievance Camp: କଣାସରେ ଜିଲ୍ଲାପାଳଙ୍କ ଜନଶୁଣାଣୀ ସିବିର – ସମୀକ୍ଷା ଖବର

ଗୋପବନ୍ଧୁ ଜେନା /କଣାସ ସାମ୍ବାଦିକ/ସମୀକ୍ଷା ନ୍ୟୁଜ:

ପୁରୀ ଜିଲ୍ଲା କଣାସ ବ୍ଲକ୍ ପଞ୍ଚାୟ ସମିତି ସଭାଗୃହରେ ଜିଲାପାଳଙ୍କ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇ ଅଛି ଏହି ଶିବିରରେ ୬୫ଟି ଅଭିଯୋଗ ଦାଖଲ ହୋଇଥିବା ବେଳେ ୯ଟି ଅଭିଯୋଗ ତୁରନ୍ତ ସମାଧାନ କରାଯାଇଥିଲା I ଏହି ଶିବିର ରେ ଅତିରିକ୍ତ ଜିଲାପାଳ ଶରତ ଚନ୍ଦ୍ର ବେହେର ଙ୍କ, ଶିବର ପରିଚାଳନା କ୍ରମେ ଜିଲା ମୂଖ୍ୟ ଉନ୍ନୟନ ଅଧିକାରୀ ମାନସ ରଞ୍ଜନ ଦାସ, କଣାସ ତସଲ୍ଦାର ହିମାଂଶୁ, ଶେଖର ଗିରି ବ୍ଲକ ଉନ୍ନୟନ ଅଧିକାରୀ ସୌମ୍ୟ ରଞ୍ଚନ ସ୍ୱାଇଁ, ଜିଲା ହେଡକ୍ବାଟର ଉପ ଆରକ୍ଷୀ ଅଧିକ୍ଷକ ତିଳୋତ୍ତମା ରାଉତ, ଏସଡ଼ିପିଓ ଦେବାଶିସ୍ ମିଶ୍ର , କଣାସ ଥାନା ଭାରପ୍ରାପ୍ତ ଅଧିକାରୀ ସୁନିଲ୍ କୁମାର ପ୍ରଧାନ, ଜିଲାର ଶିକ୍ଷା, ଚାଷ, ବନବିଭାଗ, ଅବକାରୀ , ଶ୍ରମ , ପାନୀୟ ଜଳ ଯୋଗାଣ କୃଷି ବିଦ୍ୟୁତ , ପଶୁ ଚିକିତ୍ସା ସମେତ ବିଭିନ୍ନ ବିଭାଗର ଅଧିକାରୀ ମାନେ ଉପସ୍ତିତ ରହି ଶିବିର ପରିସମାପ୍ତି କରାଯାଇ ଥିଲା ।

Kanas Public Grievance Camp: କଣାସରେ ଜିଲ୍ଲାପାଳଙ୍କ ଜନଶୁଣାଣୀ ସିବିର – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Tenders for two new railway lines: ଦୁଇ ନୂତନ ରେଳପଥ ପାଇଁ ଟେଣ୍ଡର, ୪୮ମାସ ମଧ୍ୟରେ କାର୍ଯ୍ୟ ଶେଷ କରିବାକୁ ଲକ୍ଷ୍ୟ