ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୫ ଘଣ୍ଟା ପୂର୍ବେSecurity to High-Profile Leaders: ହାଇପ୍ରୋଫାଇଲ୍ ନେତାଙ୍କୁ ସୁରକ୍ଷା ଯୋଗାନ୍ତି କେଉଁ ଆର୍ମି ୫ ଘଣ୍ଟା ପୂର୍ବେPublic movement justice for Raju Bag: କଳାହାଣ୍ଡି: ରାଜୁ ବାଗଙ୍କୁ ନ୍ୟାୟ ଦାବିରେ କୋକସରାରେ ଜନଆନ୍ଦୋଳନ ଡାକରା ୫ ଘଣ୍ଟା ପୂର୍ବେSOA UNIVERSITY Sreeja Pattnaik LLM Gold Medal: ଏଲ୍.ଏଲ୍ଏମ୍ ରେ ଶ୍ରୀଜା ପଟ୍ଟନାୟକଙ୍କ ସ୍ଵର୍ଣ୍ଣ ପଦକ ଲାଭ ୬ ଘଣ୍ଟା ପୂର୍ବେPrime Minister Narendra Modi’s mega roadshow in Bihar: ବିହାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା ରୋଡ୍ ଶୋ ୬ ଘଣ୍ଟା ପୂର୍ବେCyclone wreaks havoc in Puri district: ପୁରୀ ଜିଲ୍ଲାରେ ବାତ୍ୟାର ତାଣ୍ଡବ, ଉଜାଡ଼ିଦେଲା ଚାଷୀଙ୍କ ସୁନାର ଫସଲ ୬ ଘଣ୍ଟା ପୂର୍ବେIllegal sale of foreign liquor, Rayagada District Excise Department sealed: ବିଅର ପାର୍ଲର ନାଁ ରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ; ଅଭିଯୋଗ ପରେ ସିଲ କରିଲା ଜିଲ୍ଲା ଅବକାରୀ ବିଭାଗ ୬ ଘଣ୍ଟା ପୂର୍ବେMajor setback for the Excise Department over allegations of spurious liquor: ନକଲି ମଦ ଅଭିଯୋଗରେ ଅବକାରୀ ବିଭାଗକୁ ଶକ୍ତ ଝଟକା ୬ ଘଣ୍ଟା ପୂର୍ବେReligious Festivals: ମସ୍କାବାରୀରେ ଶ୍ରୀ ଶନିଶ୍ଚର ଦେବଙ୍କ ଷଷ୍ଠ ବାର୍ଷିକ ଉତ୍ସବ ପାଳିତ ୬ ଘଣ୍ଟା ପୂର୍ବେSuccession certificate deadline: ସମୟସୀମା ଅତିକ୍ରମ ପରେ ମିଳିଲା ଉତ୍ତରାଧିକାରୀ ପ୍ରମାଣପତ୍ର ୬ ଘଣ୍ଟା ପୂର୍ବେDemand to Kandhamal free from migrant laborers: କନ୍ଧମାଳକୁ ଦାଦନ ଶ୍ରମିକ ମୁକ୍ତ ଜିଲ୍ଲା ଘୋଷଣା କରିବାକୁ ଦାବି: ନିଶାମୁକ୍ତ ଅଭିଯାନ ଭଳି ଚାଲୁ ହେଉ ଦାଦନମୁକ୍ତ ଅଭିଯାନ
ଚର୍ଚ୍ଚାରେ ମୟୂରଭଞ୍ଜ ନୟାଗଡ଼ ଜଗତସିଂହପୁର ନୂଆପଡ଼ା ମାଲକାନଗିରି କେନ୍ଦୁଝର ବରଗଡ଼

Golamunda Tehsildar caught while accepting a bribe of Rs 10,000 for land identification: ଜମି ଚିହ୍ନଟ ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ ଗୋଳାମୁଣ୍ଡା ତହସିଲଦାର

Golamunda Tehsildar caught while accepting a bribe of Rs 10,000 for land identification: ଜମି ଚିହ୍ନଟ ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ ଗୋଳାମୁଣ୍ଡା ତହସିଲଦାର – ସମୀକ୍ଷା ଖବର

ଅବିନାଶ ଗଡତିଆ /ବରଗଡ /ସମୀକ୍ଷା ନ୍ୟୁଜ:

କଳାହାଣ୍ଡି ଜିଲ୍ଲା ଗୋଳାମୁଣ୍ଡା ତହସିଲଦାର ଚନ୍ଦନ କୁମାର ନାୟକ ଆଜି (ଗୁରୁବାର) ଓଡ଼ିଶା ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜଣେ ହିତାଧିକାରୀଙ୍କଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍ ତାଙ୍କୁ ରଙ୍ଗେହାତ କାବୁ କରିଛି। ମିଳିଥିବା ସୂଚନା ଅନୁଯାୟୀ, ଗୋଳାମୁଣ୍ଡା ତହସିଲ ଅଧୀନରେ ଥିବା ଏକ ଜମିର ଚିହ୍ନଟ ଏବଂ ସୀମା ନିର୍ଦ୍ଧାରଣ କରାଇଦେବା ପାଇଁ ତହସିଲଦାର ଶ୍ରୀ ନାୟକ ସମ୍ପୃକ୍ତ ହିତାଧିକାରୀଙ୍କୁ ୧୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏ ନେଇ ହିତାଧିକାରୀ ଜଣକ ଭିଜିଲାନ୍ସ ବିଭାଗର ଦ୍ୱାରସ୍ଥ ହୋଇ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତି କରି ଭିଜିଲାନ୍ସ ପକ୍ଷରୁ ଏକ ସ୍ୱତନ୍ତ୍ର ଜାଲ ବିଛାଯାଇଥିଲା। ପୂର୍ବ ଯୋଜନା ମୁତାବକ, ଆଜି ଅଭିଯୋଗକାରୀଙ୍କଠାରୁ ୧୦,୦୦୦ ଟଙ୍କା ଲାଞ୍ଚ ଗ୍ରହଣ କରୁଥିବା ସମୟରେ ଭିଜିଲାନ୍ସ ଅଧିକାରୀମାନେ ଚଢ଼ାଉ କରି ତହସିଲଦାର ଚନ୍ଦନ କୁମାର ନାୟକଙ୍କୁ ଧରିଥିଲେ। ତାଙ୍କ ନିକଟରୁ ସମସ୍ତ ଲାଞ୍ଚ ଟଙ୍କା ଜବତ କରାଯାଇଛି। ଏହି ଘଟଣା ପରେ ଭିଜିଲାନ୍ସ ବିଭାଗ ପକ୍ଷରୁ ତହସିଲଦାରଙ୍କ ସରକାରୀ କାର୍ଯ୍ୟାଳୟ ଏବଂ ବାସଭବନ ସମେତ ବିଭିନ୍ନ ଠିକଣାରେ ଏକକାଳୀନ ଚଢ଼ାଉ ଜାରି ରହିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ଦିଗରେ ମଧ୍ୟ ତଦନ୍ତ କରାଯାଉଥିବା ବେଳେ ଏ ସମ୍ପର୍କରେ ଅଧିକ ତଦନ୍ତ ଚାଲିଛି ବୋଲି ବିଶେଶ ସୂତ୍ରରୁ ଜଣା ପଡିଛି ।

Golamunda Tehsildar caught while accepting a bribe of Rs 10,000 for land identification: ଜମି ଚିହ୍ନଟ ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ ଗୋଳାମୁଣ୍ଡା ତହସିଲଦାର – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Golamunda Tehsildar in Vigilance net: ଭିଜିଲାନ୍ସ ଜାଲରେ ଗୋଲାମୁଣ୍ଡା ତହସିଲଦାର