ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୧୮ ମିନିଟ ପୂର୍ବେSecurity to High-Profile Leaders: ହାଇପ୍ରୋଫାଇଲ୍ ନେତାଙ୍କୁ ସୁରକ୍ଷା ଯୋଗାନ୍ତି କେଉଁ ଆର୍ମି ୨୩ ମିନିଟ ପୂର୍ବେPublic movement justice for Raju Bag: କଳାହାଣ୍ଡି: ରାଜୁ ବାଗଙ୍କୁ ନ୍ୟାୟ ଦାବିରେ କୋକସରାରେ ଜନଆନ୍ଦୋଳନ ଡାକରା ୩୦ ମିନିଟ ପୂର୍ବେSOA UNIVERSITY Sreeja Pattnaik LLM Gold Medal: ଏଲ୍.ଏଲ୍ଏମ୍ ରେ ଶ୍ରୀଜା ପଟ୍ଟନାୟକଙ୍କ ସ୍ଵର୍ଣ୍ଣ ପଦକ ଲାଭ ୩୯ ମିନିଟ ପୂର୍ବେPrime Minister Narendra Modi’s mega roadshow in Bihar: ବିହାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା ରୋଡ୍ ଶୋ ୪୪ ମିନିଟ ପୂର୍ବେCyclone wreaks havoc in Puri district: ପୁରୀ ଜିଲ୍ଲାରେ ବାତ୍ୟାର ତାଣ୍ଡବ, ଉଜାଡ଼ିଦେଲା ଚାଷୀଙ୍କ ସୁନାର ଫସଲ ୫୩ ମିନିଟ ପୂର୍ବେIllegal sale of foreign liquor, Rayagada District Excise Department sealed: ବିଅର ପାର୍ଲର ନାଁ ରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ; ଅଭିଯୋଗ ପରେ ସିଲ କରିଲା ଜିଲ୍ଲା ଅବକାରୀ ବିଭାଗ ୫୯ ମିନିଟ ପୂର୍ବେMajor setback for the Excise Department over allegations of spurious liquor: ନକଲି ମଦ ଅଭିଯୋଗରେ ଅବକାରୀ ବିଭାଗକୁ ଶକ୍ତ ଝଟକା ୧ ଘଣ୍ଟା ପୂର୍ବେReligious Festivals: ମସ୍କାବାରୀରେ ଶ୍ରୀ ଶନିଶ୍ଚର ଦେବଙ୍କ ଷଷ୍ଠ ବାର୍ଷିକ ଉତ୍ସବ ପାଳିତ ୧ ଘଣ୍ଟା ପୂର୍ବେSuccession certificate deadline: ସମୟସୀମା ଅତିକ୍ରମ ପରେ ମିଳିଲା ଉତ୍ତରାଧିକାରୀ ପ୍ରମାଣପତ୍ର ୧ ଘଣ୍ଟା ପୂର୍ବେDemand to Kandhamal free from migrant laborers: କନ୍ଧମାଳକୁ ଦାଦନ ଶ୍ରମିକ ମୁକ୍ତ ଜିଲ୍ଲା ଘୋଷଣା କରିବାକୁ ଦାବି: ନିଶାମୁକ୍ତ ଅଭିଯାନ ଭଳି ଚାଲୁ ହେଉ ଦାଦନମୁକ୍ତ ଅଭିଯାନ
ଚର୍ଚ୍ଚାରେ ମୟୂରଭଞ୍ଜ ନୟାଗଡ଼ ଜଗତସିଂହପୁର ନୂଆପଡ଼ା ମାଲକାନଗିରି କେନ୍ଦୁଝର ବରଗଡ଼

‘AKVAN’ makes landfall: Heavy rain and winds along the coast: ‘ଅକଭାନ’ଲ୍ୟାଣ୍ଡଫଲ୍ କଲା: ଉପକୂଳରେ ପ୍ରବଳ ବର୍ଷା ଓ ପବନ

‘AKVAN’ makes landfall: Heavy rain and winds along the coast: ‘ଅକଭାନ’ଲ୍ୟାଣ୍ଡଫଲ୍ କଲା: ଉପକୂଳରେ ପ୍ରବଳ ବର୍ଷା ଓ ପବନ – ସମୀକ୍ଷା ଖବର

ଭୁବନେଶ୍ୱର, ସମୀକ୍ଷା ନ୍ୟୁଜ ବ୍ୟୁରୋ : 20/11/2026:

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଅକ୍ୱାନ ଶେଷରେ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ନିକଟରେ ସ୍ଥଳଭାଗ ଅତିକ୍ରମ କରିଛି। ଭାରତୀୟ ପାଣିପାଗ ବିଭାଗ (IMD)ର ୨୦ ନଭେମ୍ବର ମଧ୍ୟାହ୍ନ ୧୨ଟାର ବୁଲେଟିନ୍ ଅନୁଯାୟୀ, ବାତ୍ୟାଟି ଗୋପାଳପୁର ନିକଟରେ ଉପକୂଳ ଅତିକ୍ରମ କରିଛି। ଓଡ଼ିଶା ଉପକୂଳରେ ବାତ୍ୟା ‘ଅକଭାନ’ର ଲ୍ୟାଣ୍ଡଫଲ୍ ପରେ ରାଜ୍ୟରେ ପାଣିପାଗର ସ୍ଥିତି ବଦଳିଛି। ଏହାପରେ ବାତ୍ୟାର ତୀବ୍ରତା ଧୀରେ ଧୀରେ ହ୍ରାସ ପାଉଛି। କିନ୍ତୁ ଉପକୂଳରେ ପ୍ରବଳ ବର୍ଷା ଓ ପବନ ଜାରି ରହିଛି l ଶୁକ୍ରବାର ସକାଳେ ଗୋପାଳପୁର ନିକଟରେ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କରିଛି ବାତ୍ୟା। ଲ୍ୟାଣ୍ଡଫଲ୍ ସମୟରେ ଘଣ୍ଟାପ୍ରତି ୭୦ରୁ ୮୦ କିଲୋମିଟର ବେଗରେ ପବନ ବହିଥିବା ବେଳେ ଝଟକା ପବନର ବେଗ ୯୦ କିଲୋମିଟର ପର୍ଯ୍ୟନ୍ତ ରହିଥିଲା।

‘AKVAN’ makes landfall: Heavy rain and winds along the coast: ‘ଅକଭାନ’ଲ୍ୟାଣ୍ଡଫଲ୍ କଲା: ଉପକୂଳରେ ପ୍ରବଳ ବର୍ଷା ଓ ପବନ – ସମୀକ୍ଷା

ବିଶେଷକରି ଗଞ୍ଜାମରେ ପ୍ରବଳ ବର୍ଷା ବାତ୍ୟାର ପ୍ରଭାବରେ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି। ପାତ୍ରପୁରରେ ୨୦୯ ମିଲିମିଟର, ହିଞ୍ଜିଳିରେ ୨୦୭ ମିଲିମିଟର ଏବଂ ଚିକିଟିରେ ୧୯୯ ମିଲିମିଟର ବର୍ଷା ରେକର୍ଡ ହୋଇଛି। ଗୋପାଳପୁରରେ ମଧ୍ୟ ୧୯୦ ମିଲିମିଟର ବର୍ଷା ହୋଇଛି। ଏହାଦ୍ୱାରା ଅନେକ ତଳିଆ ଅଞ୍ଚଳରେ ଜଳ ଜମିବା ଓ ଯାତାୟାତରେ ସମସ୍ୟା ଦେଖାଦେଇଛି। ଏପଟେ ପୁରୀ ଓ ଗୋପାଳପୁରରେ ସମୁଦ୍ର ଅଶାନ୍ତ ବାତ୍ୟାର ପ୍ରଭାବରେ ସମୁଦ୍ର ଅଶାନ୍ତ ରହିଛି। ଉଚ୍ଚ ଜୁଆର ଓ ପ୍ରବଳ ପବନ ଯୋଗୁଁ ସମୁଦ୍ରକୂଳରେ ସତର୍କତା ବଢ଼ାଯାଇଛି। ଯୋଗାଯୋଗ ଓ ପରିବହନ ବ୍ୟବସ୍ଥା ପ୍ରଭାବିତ ବାତ୍ୟା ଯୋଗୁଁ ରେଳ ଚଳାଚଳରେ ବାଧା ସୃଷ୍ଟି ହୋଇଛି। ୪୭ଟି ଟ୍ରେନ୍ ବାତିଲ୍ ହୋଇଥିବା ବେଳେ ଅନ୍ୟ କେତେକ ଟ୍ରେନ୍‌ର ସମୟ ପରିବର୍ତ୍ତନ କରାଯାଇଛି। ଗଞ୍ଜାମ ଜିଲ୍ଲାରେ ବସ୍ ସେବା ମଧ୍ୟ ପ୍ରଭାବିତ ହୋଇଛି। ସୂଚନା ଅନୁସାରେ ବାତ୍ୟା ଭୂଭାଗ ଅତିକ୍ରମ କରିବା ପରେ ଧୀରେ ଧୀରେ ଦୁର୍ବଳ ହୋଇ ଡିପ୍ ଡିପ୍ରେସନ୍‌ରେ ପରିଣତ ହେବାର ସମ୍ଭାବନା ରହିଛି। ତଥାପି ଆସନ୍ତା ଦୁଇଦିନ ଓଡ଼ିଶାର କିଛି ଅଞ୍ଚଳରେ ବର୍ଷା ଜାରି ରହିପାରେ। ଭୁବନେଶ୍ୱର ଓ କଟକରେ ମଧ୍ୟ ବର୍ଷାର ସମ୍ଭାବନା ରହିଛି।

ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Heavy Rain in Bargarh: ବରଗଡ଼ରେ ପ୍ରବଳ ବର୍ଷା ଯୋଗୁଁ ଧାନ ଫସଲ ଓ ବସ୍ତା ନଷ୍ଟ