ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୪ ଘଣ୍ଟା ପୂର୍ବେSecurity to High-Profile Leaders: ହାଇପ୍ରୋଫାଇଲ୍ ନେତାଙ୍କୁ ସୁରକ୍ଷା ଯୋଗାନ୍ତି କେଉଁ ଆର୍ମି ୪ ଘଣ୍ଟା ପୂର୍ବେPublic movement justice for Raju Bag: କଳାହାଣ୍ଡି: ରାଜୁ ବାଗଙ୍କୁ ନ୍ୟାୟ ଦାବିରେ କୋକସରାରେ ଜନଆନ୍ଦୋଳନ ଡାକରା ୪ ଘଣ୍ଟା ପୂର୍ବେSOA UNIVERSITY Sreeja Pattnaik LLM Gold Medal: ଏଲ୍.ଏଲ୍ଏମ୍ ରେ ଶ୍ରୀଜା ପଟ୍ଟନାୟକଙ୍କ ସ୍ଵର୍ଣ୍ଣ ପଦକ ଲାଭ ୪ ଘଣ୍ଟା ପୂର୍ବେPrime Minister Narendra Modi’s mega roadshow in Bihar: ବିହାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା ରୋଡ୍ ଶୋ ୪ ଘଣ୍ଟା ପୂର୍ବେCyclone wreaks havoc in Puri district: ପୁରୀ ଜିଲ୍ଲାରେ ବାତ୍ୟାର ତାଣ୍ଡବ, ଉଜାଡ଼ିଦେଲା ଚାଷୀଙ୍କ ସୁନାର ଫସଲ ୪ ଘଣ୍ଟା ପୂର୍ବେIllegal sale of foreign liquor, Rayagada District Excise Department sealed: ବିଅର ପାର୍ଲର ନାଁ ରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ; ଅଭିଯୋଗ ପରେ ସିଲ କରିଲା ଜିଲ୍ଲା ଅବକାରୀ ବିଭାଗ ୪ ଘଣ୍ଟା ପୂର୍ବେMajor setback for the Excise Department over allegations of spurious liquor: ନକଲି ମଦ ଅଭିଯୋଗରେ ଅବକାରୀ ବିଭାଗକୁ ଶକ୍ତ ଝଟକା ୪ ଘଣ୍ଟା ପୂର୍ବେReligious Festivals: ମସ୍କାବାରୀରେ ଶ୍ରୀ ଶନିଶ୍ଚର ଦେବଙ୍କ ଷଷ୍ଠ ବାର୍ଷିକ ଉତ୍ସବ ପାଳିତ ୫ ଘଣ୍ଟା ପୂର୍ବେSuccession certificate deadline: ସମୟସୀମା ଅତିକ୍ରମ ପରେ ମିଳିଲା ଉତ୍ତରାଧିକାରୀ ପ୍ରମାଣପତ୍ର ୫ ଘଣ୍ଟା ପୂର୍ବେDemand to Kandhamal free from migrant laborers: କନ୍ଧମାଳକୁ ଦାଦନ ଶ୍ରମିକ ମୁକ୍ତ ଜିଲ୍ଲା ଘୋଷଣା କରିବାକୁ ଦାବି: ନିଶାମୁକ୍ତ ଅଭିଯାନ ଭଳି ଚାଲୁ ହେଉ ଦାଦନମୁକ୍ତ ଅଭିଯାନ
ଚର୍ଚ୍ଚାରେ ମୟୂରଭଞ୍ଜ ନୟାଗଡ଼ ଜଗତସିଂହପୁର ନୂଆପଡ଼ା ମାଲକାନଗିରି କେନ୍ଦୁଝର ବରଗଡ଼

Cyclone Akvan Weather department issues: ବାତ୍ୟା ଅକଭାନ କୁ ନେଇ ପାଣିପାଗ ବିଭାଗର ସତର୍କ ସୂଚ଼ନା

Cyclone Akvan Weather department issues: ବାତ୍ୟା ଅକଭାନ କୁ ନେଇ ପାଣିପାଗ ବିଭାଗର ସତର୍କ ସୂଚ଼ନା – ସମୀକ୍ଷା ଖବର

ଗୋପବନ୍ଧୁ ଜେନା /କଣାସ ସାମ୍ବାଦିକ/ସମୀକ୍ଷା ନ୍ୟୁଜ:

ଉପକୂଳ ବର୍ତ୍ତୀ ଅଂଚଳରେ ମତ୍ସଜିବୀ ଙ୍କ ଠାରୁ ଆରମ୍ଭକରି ଘରଦ୍ଵାର ଧନ ସମ୍ପତ୍ତି ଚାଷ ଜମି ର ସୁରକ୍ଷାକୁ ନେଇ ଦେଖା ଦେଇଥିଲା ଭୟର ଆଶଙ୍କା ସରକାର ଙ୍କ ହାଇ ଆଲର୍ଟକୁ ଗମ୍ଭିରତାର ସହିତ ମୁକାବିଲା କରିବା ପାଇଁ ବ୍ୟାପକ ପ୍ରସ୍ତୁତି କରିଥିଲା ପୁରୀ ଜିଲା ପ୍ରଶାସନ । ଅନ୍ନଶମ ବିଭାଗ ,ମେରାଇନ୍ ପୋଲିସ୍ , ଉଦ୍ଧାର କାରୀ ଟିମ୍ ସମସ୍ତେ ସଜାଗ ରହିଥିବା ଦେଖିବାକୁ ମିଳିଥିଲା , ସମୁଦ୍ର ,ଚିଲିକା କୁ ମଧ୍ୟ ମାଛ ଧରିବା ପାଇଁ ଡଙ୍ଗା ବାରଣ କରାଯାଇଥିଲା । ଓ ବାତ୍ୟା ଆଶ୍ରୟସ୍ଥଳୀରେ ଆବଶ୍ୟକୀୟ ବ୍ୟବସ୍ଥା ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଇଛି । ପୁରୀ ସମୁଦ୍ର ଉପକୂଳ ବର୍ତ୍ତୀ ଅଞ୍ଚଳ ପୁରୀ ସମୁଦ୍ର କୂଳ, ବ୍ରହ୍ମଗିରି , ସାତପଡ଼ା , କୃଷ୍ଣପ୍ରସାଦ ,କଣାସ ବାତ୍ୟାର ମୁକାବିଲା କରିବା ପାଇଁ ସବୁ ଠାରେ ଦେଖିବାକୁ ମିଳିଥିଲା ପ୍ରଶାସନଙ୍କ ଠାରୁ ଆରମ୍ଭ କରି ସ୍ଥାନୀୟ ବିଧାୟକ ବିଧାୟିକା ସାଂସଦ ସରପଞ୍ଚ ସମସ୍ତେ ତପ୍ତରତା ସହିତ ଲୋକଙ୍କ ପାଖରେ ସହଯୋଗ ର ହାତ ବଢ଼ାଇଥିଲେ ଏହି ପରି ପ୍ରେକ୍ଷିରେ ଦେଖିବାକୁ ମିଳିଥିଲା କଣାସ ଅଞ୍ଚଳରେ ସତ୍ୟବାଦୀ ବିଧାୟକ ଓମ ପ୍ରକାଶ ମିଶ୍ର ବ୍ଲକ ଉନ୍ନୟନ ଅଧିକାରୀ ସୌମ୍ୟକାନ୍ତ ସ୍ୱାଇଁ କଣାସ ତହସିଲ, ଦୋକନ୍ଦା ସରପଞ୍ଚ ଇଶ୍ୱର ହରିଚନ୍ଦନ ପ୍ରମୁଖ ଜନସାଧାରଣ ଙ୍କୁ ଜରୁରୀ କାଳିନ ରନ୍ଧା ଖାଦ୍ୟ ଓ ସୁଖିଲା ଖାଦ୍ୟର ବ୍ୟବସ୍ଥା କରାଯାଇ ଭୟଭିତ ନ ହେବା ପାଇଁ ପରାମର୍ଶ ଦେଇଥିଲେ । ଜନସାଧାରଣ ଙ୍କ କହିବା ଅନୁସାରେ ବାରମ୍ବାର ବାତ୍ୟା ଆସି ଅର୍ଥୀକ ମେରୁଦଣ୍ଡ ଭାଙ୍ଗୁ ଥିବାରୁ ସହାୟତା କ୍ଷତି ପୁରଣ ଆଶା ରଖିଛନ୍ତି ।

Cyclone Akvan Weather department issues: ବାତ୍ୟା ଅକଭାନ କୁ ନେଇ ପାଣିପାଗ ବିଭାଗର ସତର୍କ ସୂଚ଼ନା – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Akvan Breaks the farmers back: ଅକଭାନ ଭାଙ୍ଗିଦେଲା ଚାଷୀଙ୍କ ଅଣ୍ଟା! ପାଣିରେ ଭାସୁଛି ଶହ ଶହ ଏକର ଧାନ ଫସଲ