ମୁଖ୍ୟ ବିଷୟକୁ ଯାଆନ୍ତୁ
ଶନିବାର, ୨୧ ନଭେମ୍ବର ୨୦୨୬
News Update
୩ ମିନିଟ ପୂର୍ବେGodabarisha Adarsha Vidyalaya scheme: ରାମଚଣ୍ତି ଉଚ୍ଚ ବିଦ୍ୟାଳୟକୁ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନାରେ ସାମିଲ କରିବା ନେଇ ଦାବିପତ୍ର ପ୍ରଦାନ ୧୦ ମିନିଟ ପୂର୍ବେCyclone Shelters & Review Meeting: ବିଧାୟକ ଓ ପ୍ରଶାସନିକ ଅଧିକାରୀଙ୍କ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ ଓ ସମୀକ୍ଷା ବୈଠକ ୨୨ ମିନିଟ ପୂର୍ବେMalkangiri Rehabilitation & Protection of Children: ମାଲକାନଗିରିର ଚାରି ପିତୃମାତୃହୀନ ଶିଶୁଙ୍କ ଥଇଥାନ ଓ ସୁରକ୍ଷା ୩୧ ମିନିଟ ପୂର୍ବେHelpless lives on the highway: ରାଜପଥ ଉପରେ ଅସହାୟ ଜୀବନ, ସରକାରଙ୍କ ଦୃଷ୍ଟିପଡିବ କେବେ ? ୪୧ ମିନିଟ ପୂର୍ବେBaliguda Public Relations Department office deplorable Condition: ବାଲିଗୁଡ଼ା ଲୋକ ସମ୍ପର୍କ ବିଭାଗ କାର୍ଯ୍ୟାଳୟର ଦୟନୀୟ ଅବସ୍ଥା ୫୭ ମିନିଟ ପୂର୍ବେRoad construction India ranks second world: ରାସ୍ତା ନିର୍ମାଣରେ ବିଶ୍ୱରେ ଦ୍ୱିତୀୟ ସ୍ଥାନରେ ଭାରତ ୧ ଘଣ୍ଟା ପୂର୍ବେBollywood actress Nora Fatehi ₹200 crore fraud case: ଅଡୁଆରେ ବଲିଉଡ୍ ଅଭିନେତ୍ରୀ ନୋରା ଫତେହି! ₹୨୦୦ କୋଟି ଠକେଇ ମାମଲାରେ କୋର୍ଟରେ ହାଜର ୧ ଘଣ୍ଟା ପୂର୍ବେGaisima Health Awareness Camp: ଗାଇସୀମାରେ ଆୟୁଷ ସ୍ବାସ୍ଥ୍ୟ ସଚେତନତା ଶିବିର ୧ ଘଣ୍ଟା ପୂର୍ବେPanchapidha Women’s College Sexual Harassment Program: ପାଞ୍ଚପିଢ଼ ମହିଳା ମହାବିଦ୍ୟାଳୟରେ ଯୌନ ଉତ୍ପୀଡ଼ନ ନିରୋଧ ସଚେତନତା କାର୍ଯ୍ୟକ୍ରମ ୧ ଘଣ୍ଟା ପୂର୍ବେZero Casualties evacuation process intensified: ଜିରୋ କାଜୁଆଲିଟିକୁ ପ୍ରଶାସନ ଗୁରୁତ୍ୱ, ସ୍ଥାନାନ୍ତର ପ୍ରକ୍ରିୟା ଜୋରଦାର
ଚର୍ଚ୍ଚାରେ ମୟୂରଭଞ୍ଜ ମାଲକାନଗିରି ଖୋର୍ଦ୍ଧା ଜଗତସିଂହପୁର କେନ୍ଦୁଝର ବରଗଡ଼ ନବରଙ୍ଗପୁର

Panchapidha Women’s College Sexual Harassment Program: ପାଞ୍ଚପିଢ଼ ମହିଳା ମହାବିଦ୍ୟାଳୟରେ ଯୌନ ଉତ୍ପୀଡ଼ନ ନିରୋଧ ସଚେତନତା କାର୍ଯ୍ୟକ୍ରମ

Panchapidha Women’s College Sexual Harassment Program: ପାଞ୍ଚପିଢ଼ ମହିଳା ମହାବିଦ୍ୟାଳୟରେ ଯୌନ ଉତ୍ପୀଡ଼ନ ନିରୋଧ ସଚେତନତା କାର୍ଯ୍ୟକ୍ରମ – ସମୀକ୍ଷା ଖବର

ଜିତେନ୍ଦ୍ର ରାଜ/କରଞ୍ଜିଆ ସାମ୍ବାଦିକ /ସମୀକ୍ଷା ନ୍ୟୁଜ:

ପାଞ୍ଚପିଢ଼ ମହିଳା ଡିଗ୍ରୀ ମହାବିଦ୍ୟାଳୟରେ ଯୌନ ଉତ୍ପୀଡ଼ନ ନିରୋଧ ଓ କର୍ମକ୍ଷେତ୍ରରେ ମହିଳାଙ୍କ ଯୌନ ଉତ୍ପୀଡ଼ନ (ପ୍ରତିରୋଧ, ନିଷେଧ ଓ ପ୍ରତିକାର) ଆଇନ ବା ପୋଶ୍‌ ଆଇନ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ମହାବିଦ୍ୟାଳୟର ଆଭ୍ୟନ୍ତରୀଣ ଅଭିଯୋଗ କମିଟି (ଆଇ.ସି.ସି.) ପକ୍ଷରୁ ଆହୂତ ଏହି କାର୍ଯ୍ୟକ୍ରମରେ ଅଧ୍ୟକ୍ଷା ପ୍ରଣତି ବାରିକ ସଭାପତିତ୍ୱ କରିଥିଲେ। ଏଥିରେ ପ୍ରଦାନ ସ୍ୱେଚ୍ଛାସେବୀ ସଂସ୍ଥାର ସମ୍ବଳ ବ୍ୟକ୍ତି ଭାବେ କାର୍ଯ୍ୟନିର୍ବାହୀ ଅନୁଷ୍କା ରାୟ ଓ ଗବେଷଣା କାର୍ଯ୍ୟନିର୍ବାହୀ ଆସ୍ଥା ଠାକୁର ଯୋଗଦେଇ ଯୌନ ଉତ୍ପୀଡ଼ନର ବିଭିନ୍ନ ଦିଗ, ଏହାର ପ୍ରତିରୋଧ ଏବଂ ପୋଶ୍‌ ଆଇନର ବ୍ୟବସ୍ଥା ସମ୍ପର୍କରେ ଉପସ୍ଥିତ ଛାତ୍ରୀ ଓ ଅଧ୍ୟାପିକାମାନଙ୍କୁ ସଚେତନ କରାଇଥିଲେ। କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ପ୍ରକୃତି ମୁଖାର୍ଜୀ ଓ ମଧୁରିକା ଡିଏ ଯୋଗଦେଇଥିଲେ। ମହାବିଦ୍ୟାଳୟର ଆଭ୍ୟନ୍ତରୀଣ ଅଭିଯୋଗ କମିଟିର ସଦସ୍ୟା ଅଧ୍ୟାପିକା ସେବତୀ ପୃଷ୍ଟି, ମିଲାମଣି ମହାନ୍ତ ଓ ଚିନ୍ମୟୀ ମହାନ୍ତଙ୍କ ସମେତ ଛାତ୍ରୀ ସଦସ୍ୟା ସୁବାସିନୀ ଦେହୁରୀ ଓ ବର୍ଷାରାଣୀ ମୁଣ୍ଡା ଉପସ୍ଥିତ ରହିଥିଲେ। କାର୍ଯ୍ୟକ୍ରମ ଶେଷରେ ଅଧ୍ୟାପିକା ସେବତୀ ପୃଷ୍ଟି ଧନ୍ୟବାଦ ଅର୍ପଣ କରିଥିଲେ।

Panchapidha Women’s College Sexual Harassment Program: ପାଞ୍ଚପିଢ଼ ମହିଳା ମହାବିଦ୍ୟାଳୟରେ ଯୌନ ଉତ୍ପୀଡ଼ନ ନିରୋଧ ସଚେତନତା କାର୍ଯ୍ୟକ୍ରମ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
କେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ... – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓକେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ...YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Cyclone Akvan Weather department issues: ବାତ୍ୟା ଅକଭାନ କୁ ନେଇ ପାଣିପାଗ ବିଭାଗର ସତର୍କ ସୂଚ଼ନା