ମୁଖ୍ୟ ବିଷୟକୁ ଯାଆନ୍ତୁ
ଶନିବାର, ୨୧ ନଭେମ୍ବର ୨୦୨୬
News Update
୩ ମିନିଟ ପୂର୍ବେGodabarisha Adarsha Vidyalaya scheme: ରାମଚଣ୍ତି ଉଚ୍ଚ ବିଦ୍ୟାଳୟକୁ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନାରେ ସାମିଲ କରିବା ନେଇ ଦାବିପତ୍ର ପ୍ରଦାନ ୧୦ ମିନିଟ ପୂର୍ବେCyclone Shelters & Review Meeting: ବିଧାୟକ ଓ ପ୍ରଶାସନିକ ଅଧିକାରୀଙ୍କ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ ଓ ସମୀକ୍ଷା ବୈଠକ ୨୨ ମିନିଟ ପୂର୍ବେMalkangiri Rehabilitation & Protection of Children: ମାଲକାନଗିରିର ଚାରି ପିତୃମାତୃହୀନ ଶିଶୁଙ୍କ ଥଇଥାନ ଓ ସୁରକ୍ଷା ୩୧ ମିନିଟ ପୂର୍ବେHelpless lives on the highway: ରାଜପଥ ଉପରେ ଅସହାୟ ଜୀବନ, ସରକାରଙ୍କ ଦୃଷ୍ଟିପଡିବ କେବେ ? ୪୧ ମିନିଟ ପୂର୍ବେBaliguda Public Relations Department office deplorable Condition: ବାଲିଗୁଡ଼ା ଲୋକ ସମ୍ପର୍କ ବିଭାଗ କାର୍ଯ୍ୟାଳୟର ଦୟନୀୟ ଅବସ୍ଥା ୫୭ ମିନିଟ ପୂର୍ବେRoad construction India ranks second world: ରାସ୍ତା ନିର୍ମାଣରେ ବିଶ୍ୱରେ ଦ୍ୱିତୀୟ ସ୍ଥାନରେ ଭାରତ ୧ ଘଣ୍ଟା ପୂର୍ବେBollywood actress Nora Fatehi ₹200 crore fraud case: ଅଡୁଆରେ ବଲିଉଡ୍ ଅଭିନେତ୍ରୀ ନୋରା ଫତେହି! ₹୨୦୦ କୋଟି ଠକେଇ ମାମଲାରେ କୋର୍ଟରେ ହାଜର ୧ ଘଣ୍ଟା ପୂର୍ବେGaisima Health Awareness Camp: ଗାଇସୀମାରେ ଆୟୁଷ ସ୍ବାସ୍ଥ୍ୟ ସଚେତନତା ଶିବିର ୧ ଘଣ୍ଟା ପୂର୍ବେPanchapidha Women’s College Sexual Harassment Program: ପାଞ୍ଚପିଢ଼ ମହିଳା ମହାବିଦ୍ୟାଳୟରେ ଯୌନ ଉତ୍ପୀଡ଼ନ ନିରୋଧ ସଚେତନତା କାର୍ଯ୍ୟକ୍ରମ ୧ ଘଣ୍ଟା ପୂର୍ବେZero Casualties evacuation process intensified: ଜିରୋ କାଜୁଆଲିଟିକୁ ପ୍ରଶାସନ ଗୁରୁତ୍ୱ, ସ୍ଥାନାନ୍ତର ପ୍ରକ୍ରିୟା ଜୋରଦାର
ଚର୍ଚ୍ଚାରେ ମୟୂରଭଞ୍ଜ ମାଲକାନଗିରି ଖୋର୍ଦ୍ଧା ଜଗତସିଂହପୁର କେନ୍ଦୁଝର ବରଗଡ଼ ନବରଙ୍ଗପୁର

Gaisima Health Awareness Camp: ଗାଇସୀମାରେ ଆୟୁଷ ସ୍ବାସ୍ଥ୍ୟ ସଚେତନତା ଶିବିର

Gaisima Health Awareness Camp: ଗାଇସୀମାରେ ଆୟୁଷ ସ୍ବାସ୍ଥ୍ୟ ସଚେତନତା ଶିବିର – ସମୀକ୍ଷା ଖବର

ସାନନ୍ଦ ମହାପାତ୍ର / ସ୍ଵତନ୍ତ୍ର ପ୍ରତିନିଧି/ ବରଗଡ/ ସମୀକ୍ଷା ନ୍ୟୁଜ:

ବରଗଡ: ବରଗଡ ବ୍ଲକ୍ ଅନ୍ତର୍ଗତ ଗାଇସୀମା ଗ୍ରାମରେ ରାଜୀବ ସେବାକେନ୍ଦ୍ରରେଠାରେ ସମନ୍ୱିତ ଆୟୁଷ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ଆୟୁର୍ବେଦ ଚିକିତ୍ସାଧିକାରୀ ଡ଼ା. ଲକ୍ଷ୍ମୀପ୍ରିୟା ବେହେରା ଓ ଜିଲ୍ଲା ହୋମିଓପାଥିକ ଚିକିତ୍ସାଧିକାରି ଡ଼ା. ସୁବୋଧ ସାହୁ ଶିବିରକୁ ଉଦ୍ଘାଟନ କରିଥିଲେ। ଶିବିରରେ ସରପଞ୍ଚ ଧିରନ ମହାପାତ୍ର ମୁଖ୍ୟ ଅତିଥି, ବରିଷ୍ଠ ନ ଏସ ନାଗରିକ ଥବିର ସାହୁ ଓ ଘନଶ୍ୟାମ ସାହୁ ସମ୍ମାନିତ ଅତିଥି, ଡ଼ା.ମୋହନ ଭୋଇ ମୁଖ୍ୟବକ୍ତା ଭାବେ ଯୋଗ ଦେଇଥିଲେ। ଡ଼ା. ବେହେରା ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଡ଼ା. ରବୀନ୍ଦ୍ରନାଥ ପ୍ରଧାନ, ଡ଼ା. ରମେଶ ପୋଢ଼,ଡ଼ା. ସନ୍ତୋଷିନି ପରୁଆ ଆୟୁର୍ବେଦ ଚିକିତ୍ସା ଏବଂ ଡ଼ା. ସସ୍ମିତା ପାତ୍ର, ଡ଼ା. ଶିଳ୍ପା ପଟ୍ଟନାୟକ ରୋଗୀଙ୍କୁ ହୋମିଓପାଥିକ ଚିକିତ୍ସା କରିଥିଲେ। ଯୋଗ ଶିକ୍ଷକ ତାପସ ପ୍ରଧାନ ଲୋକଙ୍କୁ ଯୋଗଶିକ୍ଷା ପ୍ରଦାନ କରିଥିଲେ। ଗାଇସୀମା ଆୟୁର୍ବେଦ ଚିକିତ୍ସାଧିକାରି ଡ଼ା. ରମ୍ୟସିଲା ସୁରେଶ୍ଵରୀ ସଭା ଓ ଶିବିର ପରିଚାଳନା କରିଥିଲେ। ଗାଇସୀମା ସ୍ବାସ୍ଥ୍ୟ ଉପକେନ୍ଦ୍ରର ସ୍ବାସ୍ଥ୍ୟ ଅଧିକାରୀ ଉଷାରାଣୀ ରଥ, ଆଶାକର୍ମୀ ଓ ଅଙ୍ଗନବାଡି କର୍ମୀ, ଆୟୁଷ ସହାୟକ, ମଧୁମେୟ ଓ ରକ୍ତ ପରୀକ୍ଷାରେ ସହଯୋଗ କରିଥିଲେ। କାର୍ଯ୍ୟକ୍ରମରେ ୪୫୦ ରୁ ଅଧିକ ରୋଗୀ ଚିକିତ୍ସା ସେବା ଓ ସଚେତନତା ର ଲାଭ ନେଇଥିଲେ। ଲୋକଙ୍କୁ ଅଣସଂକ୍ରାମକ ରୋଗରୁ କିପରି ଦୂରେଇ ରଖାଯାଇପାରିବ ସେ ବିଷୟରେ ବାର୍ତ୍ତା ପ୍ରଦାନ କରାଯାଇଥିଲା

Gaisima Health Awareness Camp: ଗାଇସୀମାରେ ଆୟୁଷ ସ୍ବାସ୍ଥ୍ୟ ସଚେତନତା ଶିବିର – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
କେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ... – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓକେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ...YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Passing of Dr. Saket Sribhushan Sahu: କୋଶଳୀ ଭାଷା ଓ ସଂସ୍କୃତିର ଅନନ୍ୟ ସାଧକ ଡ. ସାକେତ ଶ୍ରୀଭୂଷଣ ସାହୁଙ୍କ ପରଲୋକ