ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୭ ଘଣ୍ଟା ପୂର୍ବେSecurity to High-Profile Leaders: ହାଇପ୍ରୋଫାଇଲ୍ ନେତାଙ୍କୁ ସୁରକ୍ଷା ଯୋଗାନ୍ତି କେଉଁ ଆର୍ମି ୭ ଘଣ୍ଟା ପୂର୍ବେPublic movement justice for Raju Bag: କଳାହାଣ୍ଡି: ରାଜୁ ବାଗଙ୍କୁ ନ୍ୟାୟ ଦାବିରେ କୋକସରାରେ ଜନଆନ୍ଦୋଳନ ଡାକରା ୭ ଘଣ୍ଟା ପୂର୍ବେSOA UNIVERSITY Sreeja Pattnaik LLM Gold Medal: ଏଲ୍.ଏଲ୍ଏମ୍ ରେ ଶ୍ରୀଜା ପଟ୍ଟନାୟକଙ୍କ ସ୍ଵର୍ଣ୍ଣ ପଦକ ଲାଭ ୮ ଘଣ୍ଟା ପୂର୍ବେPrime Minister Narendra Modi’s mega roadshow in Bihar: ବିହାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା ରୋଡ୍ ଶୋ ୮ ଘଣ୍ଟା ପୂର୍ବେCyclone wreaks havoc in Puri district: ପୁରୀ ଜିଲ୍ଲାରେ ବାତ୍ୟାର ତାଣ୍ଡବ, ଉଜାଡ଼ିଦେଲା ଚାଷୀଙ୍କ ସୁନାର ଫସଲ ୮ ଘଣ୍ଟା ପୂର୍ବେIllegal sale of foreign liquor, Rayagada District Excise Department sealed: ବିଅର ପାର୍ଲର ନାଁ ରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ; ଅଭିଯୋଗ ପରେ ସିଲ କରିଲା ଜିଲ୍ଲା ଅବକାରୀ ବିଭାଗ ୮ ଘଣ୍ଟା ପୂର୍ବେMajor setback for the Excise Department over allegations of spurious liquor: ନକଲି ମଦ ଅଭିଯୋଗରେ ଅବକାରୀ ବିଭାଗକୁ ଶକ୍ତ ଝଟକା ୮ ଘଣ୍ଟା ପୂର୍ବେReligious Festivals: ମସ୍କାବାରୀରେ ଶ୍ରୀ ଶନିଶ୍ଚର ଦେବଙ୍କ ଷଷ୍ଠ ବାର୍ଷିକ ଉତ୍ସବ ପାଳିତ ୮ ଘଣ୍ଟା ପୂର୍ବେSuccession certificate deadline: ସମୟସୀମା ଅତିକ୍ରମ ପରେ ମିଳିଲା ଉତ୍ତରାଧିକାରୀ ପ୍ରମାଣପତ୍ର ୮ ଘଣ୍ଟା ପୂର୍ବେDemand to Kandhamal free from migrant laborers: କନ୍ଧମାଳକୁ ଦାଦନ ଶ୍ରମିକ ମୁକ୍ତ ଜିଲ୍ଲା ଘୋଷଣା କରିବାକୁ ଦାବି: ନିଶାମୁକ୍ତ ଅଭିଯାନ ଭଳି ଚାଲୁ ହେଉ ଦାଦନମୁକ୍ତ ଅଭିଯାନ
ଚର୍ଚ୍ଚାରେ ମୟୂରଭଞ୍ଜ ନୟାଗଡ଼ ଜଗତସିଂହପୁର ନୂଆପଡ଼ା ମାଲକାନଗିରି କେନ୍ଦୁଝର ବରଗଡ଼

Cyclone Shelters & Review Meeting: ବିଧାୟକ ଓ ପ୍ରଶାସନିକ ଅଧିକାରୀଙ୍କ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ ଓ ସମୀକ୍ଷା ବୈଠକ

Cyclone Shelters & Review Meeting: ବିଧାୟକ ଓ ପ୍ରଶାସନିକ ଅଧିକାରୀଙ୍କ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ ଓ ସମୀକ୍ଷା ବୈଠକ – ସମୀକ୍ଷା ଖବର

ବିଷ୍ଣୁ ମହାନ୍ତି /ଖଣ୍ଡପଡ଼ା ସାମ୍ବାଦିକ /ସମୀକ୍ଷା ନ୍ୟୁଜ :

ଖଣ୍ଡପଡ଼ା ୧୯|୧୧ ବାତ୍ୟା ଅକଭାନର କଡା ମୁକାବିଲା ନିମନ୍ତେ ସ୍ଥାନୀୟ ବିଧାୟକ ଓ ପ୍ରଶାସନିକ ଅଧିକାରୀମାନେ ତତ୍ପରତା ପ୍ରକାଶ କରିଛନ୍ତି।ବିଧାୟକ ଇଂ. ଦୁଷ୍ମନ୍ତ କୁମାର ସ୍ବାଇଁଙ୍କ ସହ ବ୍ଲକ ପ୍ରଶାସନର ବରିଷ୍ଠ ଅଧିକାରୀମାନେ ଗୁରୁବାର ଭାପୁର ବ୍ଲକ ଅଧୀନ କରବର ଗ୍ରାମରେ ପହଞ୍ଚି ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ କରିଥିଲେ।ବାତ୍ୟା ଆଶ୍ରୟସ୍ଥଳୀରେ ସୁବିଧା ଓ ଅସୁବିଧା ସଂର୍ପକରେ ସ୍ଥାନୀୟ ବାସିନ୍ଦାଙ୍କୁ ବିଧାୟକ ପଚାରି ବୁଝିବା ସହ ଏ ଅବସରରେ ଆୟୋଜିତ ଏକ ବୈଠକରେ ବିଭିନ୍ନ ପ୍ରସଙ୍ଗ ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ।ବୈଠକରେ ଅନ୍ୟମାନଙ୍କ ମଧ୍ଯରେ ଭାପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ସାରଦା ପ୍ରସନ୍ନ ପଣ୍ଡା, ତହସିଲଦାର ଲୋପାମୁଦ୍ରା ରଥ, ପୂର୍ବତନ ସରପଞ୍ଚ ଲୋକନାଥ ପଢ଼ିଆରୀ ପ୍ରମୁଖ ଉପସ୍ଥିତ ଥିଲେ।ବାତ୍ୟା ଓ ବର୍ଷା ସମୟରେ ଜନସାଧାରଣ ସତର୍କ ରହିବା ସହ ନିକଟସ୍ଥ ବାତ୍ୟା ଆଶ୍ରୟସ୍ଥଳୀରେ ରହିବାକୁ ପ୍ରଶାସନିକ ଅଧିକାରୀମାନେ ସ୍ଥାନୀୟ ଜନସାଧାରଣଙ୍କୁ ପରାମର୍ଶ ଦେଇଥିଲେ।

Cyclone Shelters & Review Meeting: ବିଧାୟକ ଓ ପ୍ରଶାସନିକ ଅଧିକାରୀଙ୍କ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ ଓ ସମୀକ୍ଷା ବୈଠକ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Malkangiri Rehabilitation & Protection of Children: ମାଲକାନଗିରିର ଚାରି ପିତୃମାତୃହୀନ ଶିଶୁଙ୍କ ଥଇଥାନ ଓ ସୁରକ୍ଷା