ମୁଖ୍ୟ ବିଷୟକୁ ଯାଆନ୍ତୁ
ଶନିବାର, ୨୧ ନଭେମ୍ବର ୨୦୨୬
News Update
୨ ମିନିଟ ପୂର୍ବେShilpa Shetty’s Fitness Mantra: ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ଫିଟନେସ୍ ମନ୍ତ୍ରକୁ ନେଇ ଚର୍ଚ୍ଚା ୬ ମିନିଟ ପୂର୍ବେKuchei station Demand for railway goods rake facility: କୁଚେଇ ଷ୍ଟେସନରେ ରେଳୱେ ଗୁଡ୍‌ସ ର‍୍ୟାକ୍ ସୁବିଧା ଦାବି ୧୦ ମିନିଟ ପୂର୍ବେSindhusuta approaches the District Collector seeking financial assistance: ବାତ୍ୟା ପ୍ରଭାବରେ ସମ୍ପୂର୍ଣ୍ଣଭାବେ ଧାନ ନଷ୍ଟ ହୋଇଥିବା ନେଇ ଜିଲ୍ଲାପାଳଙ୍କୁ ଆର୍ଥିକ ସହାୟତା ପାଇଁ ସିନ୍ଧୁସୁତା ହେଲେ ଦ୍ୱାରସ୍ତ ୧୬ ମିନିଟ ପୂର୍ବେPreparations for the Kalinga Bali Jatra: ଆଗକୁ ଦୁଇ ଦିନ ରହିଲା କଲିଙ୍ଗ ବାଲିଯାତ୍ରା ଯୁଦ୍ଧ କାଳୀନ ଭିତିରେ ଚାଲିଛି ପ୍ରସ୍ତୁତି ୨୧ ମିନିଟ ପୂର୍ବେKhandapada Child Sex Ratio: ଖଣ୍ଡପଡ଼ାରେ ଶିଶୁ ଲିଙ୍ଗ ଅନୁପାତ ହ୍ରାସ ନେଇ ବ୍ଲକସ୍ତରୀୟ କର୍ମଶାଳା ଅନୁଷ୍ଠିତ ୨୫ ମିନିଟ ପୂର୍ବେGodabarisha Adarsha Vidyalaya scheme: ରାମଚଣ୍ତି ଉଚ୍ଚ ବିଦ୍ୟାଳୟକୁ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନାରେ ସାମିଲ କରିବା ନେଇ ଦାବିପତ୍ର ପ୍ରଦାନ ୩୨ ମିନିଟ ପୂର୍ବେCyclone Shelters & Review Meeting: ବିଧାୟକ ଓ ପ୍ରଶାସନିକ ଅଧିକାରୀଙ୍କ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ ଓ ସମୀକ୍ଷା ବୈଠକ ୪୫ ମିନିଟ ପୂର୍ବେMalkangiri Rehabilitation & Protection of Children: ମାଲକାନଗିରିର ଚାରି ପିତୃମାତୃହୀନ ଶିଶୁଙ୍କ ଥଇଥାନ ଓ ସୁରକ୍ଷା ୫୩ ମିନିଟ ପୂର୍ବେHelpless lives on the highway: ରାଜପଥ ଉପରେ ଅସହାୟ ଜୀବନ, ସରକାରଙ୍କ ଦୃଷ୍ଟିପଡିବ କେବେ ? ୧ ଘଣ୍ଟା ପୂର୍ବେBaliguda Public Relations Department office deplorable Condition: ବାଲିଗୁଡ଼ା ଲୋକ ସମ୍ପର୍କ ବିଭାଗ କାର୍ଯ୍ୟାଳୟର ଦୟନୀୟ ଅବସ୍ଥା
ଚର୍ଚ୍ଚାରେ ମୟୂରଭଞ୍ଜ ମାଲକାନଗିରି ଖୋର୍ଦ୍ଧା ଜଗତସିଂହପୁର କେନ୍ଦୁଝର ବରଗଡ଼ ନୂଆପଡ଼ା

Preparations for the Kalinga Bali Jatra: ଆଗକୁ ଦୁଇ ଦିନ ରହିଲା କଲିଙ୍ଗ ବାଲିଯାତ୍ରା ଯୁଦ୍ଧ କାଳୀନ ଭିତିରେ ଚାଲିଛି ପ୍ରସ୍ତୁତି

Preparations for the Kalinga Bali Jatra: ଆଗକୁ ଦୁଇ ଦିନ ରହିଲା କଲିଙ୍ଗ ବାଲିଯାତ୍ରା ଯୁଦ୍ଧ କାଳୀନ ଭିତିରେ ଚାଲିଛି ପ୍ରସ୍ତୁତି – ସମୀକ୍ଷା ଖବର

ପାରାଦ୍ଵୀପ କଳିଙ୍ଗ ବାଲିଯାତ୍ରା ଆସନ୍ତା ୨୩ ତାରିଖରେ ହେବାକୁ ଥିବା ବେଳେ ଯୁଦ୍ଧ କାଳୀନ ଭିତିରେ ଚାଲିଛି ପ୍ରସ୍ତୁଟି କାର୍ଯ୍ୟ କ୍ରମ l ଗତ ଦୁଇ ଦିନ ଧରି ବାତ୍ୟା ପ୍ରକୋପ କାରଣ ରୁ କାର୍ଯ୍ୟ କ୍ରମ ଠପ ହୋଇ ଯାଇଥିବା ବେଳେ ଆଜି ଠୁ ଯୁଦ୍ଧ କାଳୀନ ଭିତିରେ ଚାଲିଛି ସଜା ସଜି l ଏହି ବାଲିଯାତ୍ରା ମହୋତ୍ସବ ଉଦଘାଟନୀ ଉତ୍ସବରେ ଓଡ଼ିଶାରେ ମାନ୍ୟବର ମୁଖ୍ୟ ମନ୍ତ୍ରି ମୁଖ୍ୟ ଅତିଥି ଭାବେ ଯୋଗ ଦେବାକୁ ଥିବା ବେଳେ ବହୁ ବିଶିଷ୍ଟ କଣ୍ଠ ଶିଳ୍ପୀ ମାନେ ଆସିବାର ଯୋଜନା କରାଯାଇ ଥିବା ଜଣା ଯାଇଛି l ଏଥିନେଇ ଯୁଦ୍ଧ କାଳୀନ ଭିତିରେ ଷ୍ଟଲ୍ ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ଚାଲୁଥିବା ବେଳେ ଆଜି ଖୋଦ୍ କଲିଙ୍ଗ ବାଲିଯାତ୍ରା କମିଟି ର ଅଧ୍ୟକ୍ଷ ଜଗତସିଂହପୂରୁ ଜିଲ୍ଲାର ଜିଲ୍ଲାପାଳ ଜେ ସୋନାଲ କାର୍ଯ୍ଯ କ୍ରମ ତଦାରଖ କରୁଥିବା ଦେଖିବାକୁ ମିଳିଛି l ଏଥିରେ ପାରାଦୀପ ଅତିରିକ୍ତ ଜିଲ୍ଲାପାଳ ନିରଞ୍ଜନ ବେହେରା କିଭଳୀ ପାରାଦ୍ଵୀପ ପୌର ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ଅଭିଷେକ ପଣ୍ଡା ଯୋଗ ଦେଇ ଥିବା ଦେଖିବାକୁ ମିଳିଥିଲା l କିଭଳି ଦୁଇ ଦିନ ମଧ୍ୟରେ କାର୍ଯ୍ୟ କ୍ରମ ଶେଷ ହେବ ସେଥିନେଇ ସମସ୍ତେ ଫିଲିଡି ପରିଦର୍ଶନ କରି ଥିବା ଦେଖା ଯାଉଛି l

Preparations for the Kalinga Bali Jatra: ଆଗକୁ ଦୁଇ ଦିନ ରହିଲା କଲିଙ୍ଗ ବାଲିଯାତ୍ରା ଯୁଦ୍ଧ କାଳୀନ ଭିତିରେ ଚାଲିଛି ପ୍ରସ୍ତୁତି – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
କେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ... – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓକେନ୍ଦୁଝର :୪ ବର୍ଷ ଧରି ପଦୋନ୍ନତି ଅଟକିଛି, ୧୪୩ ପଦବୀ ଖାଲି: ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ରାଜସ୍ୱ ସଂଘ...YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Khandapada Child Sex Ratio: ଖଣ୍ଡପଡ଼ାରେ ଶିଶୁ ଲିଙ୍ଗ ଅନୁପାତ ହ୍ରାସ ନେଇ ବ୍ଲକସ୍ତରୀୟ କର୍ମଶାଳା ଅନୁଷ୍ଠିତ