ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୩ ମିନିଟ ପୂର୍ବେYoung Generation Online Gambling: ଅନ୍‌ଲାଇନ୍ ଜୁଆ ନିଶାରେ ସର୍ବସ୍ୱାନ୍ତ ଯୁବପିଢ଼ି ୨୯ ମିନିଟ ପୂର୍ବେChild Marriage Awareness : ଶୁଲ୍ଲିମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାଲ୍ୟବିବାହ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ୩୬ ମିନିଟ ପୂର୍ବେNuapada Road Safety Committee : ନୂଆପଡ଼ାରେ ଜିଲ୍ଲା ସଡ଼କ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ ୧୫ ଘଣ୍ଟା ପୂର୍ବେShilpa Shetty’s Fitness Mantra: ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ଫିଟନେସ୍ ମନ୍ତ୍ରକୁ ନେଇ ଚର୍ଚ୍ଚା ୧୫ ଘଣ୍ଟା ପୂର୍ବେKuchei station Demand for railway goods rake facility: କୁଚେଇ ଷ୍ଟେସନରେ ରେଳୱେ ଗୁଡ୍‌ସ ର‍୍ୟାକ୍ ସୁବିଧା ଦାବି ୧୫ ଘଣ୍ଟା ପୂର୍ବେSindhusuta approaches the District Collector seeking financial assistance: ବାତ୍ୟା ପ୍ରଭାବରେ ସମ୍ପୂର୍ଣ୍ଣଭାବେ ଧାନ ନଷ୍ଟ ହୋଇଥିବା ନେଇ ଜିଲ୍ଲାପାଳଙ୍କୁ ଆର୍ଥିକ ସହାୟତା ପାଇଁ ସିନ୍ଧୁସୁତା ହେଲେ ଦ୍ୱାରସ୍ତ ୧୫ ଘଣ୍ଟା ପୂର୍ବେPreparations for the Kalinga Bali Jatra: ଆଗକୁ ଦୁଇ ଦିନ ରହିଲା କଲିଙ୍ଗ ବାଲିଯାତ୍ରା ଯୁଦ୍ଧ କାଳୀନ ଭିତିରେ ଚାଲିଛି ପ୍ରସ୍ତୁତି ୧୫ ଘଣ୍ଟା ପୂର୍ବେKhandapada Child Sex Ratio: ଖଣ୍ଡପଡ଼ାରେ ଶିଶୁ ଲିଙ୍ଗ ଅନୁପାତ ହ୍ରାସ ନେଇ ବ୍ଲକସ୍ତରୀୟ କର୍ମଶାଳା ଅନୁଷ୍ଠିତ ୧୫ ଘଣ୍ଟା ପୂର୍ବେGodabarisha Adarsha Vidyalaya scheme: ରାମଚଣ୍ତି ଉଚ୍ଚ ବିଦ୍ୟାଳୟକୁ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନାରେ ସାମିଲ କରିବା ନେଇ ଦାବିପତ୍ର ପ୍ରଦାନ ୧୫ ଘଣ୍ଟା ପୂର୍ବେCyclone Shelters & Review Meeting: ବିଧାୟକ ଓ ପ୍ରଶାସନିକ ଅଧିକାରୀଙ୍କ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ ଓ ସମୀକ୍ଷା ବୈଠକ
ଚର୍ଚ୍ଚାରେ ମୟୂରଭଞ୍ଜ ନୂଆପଡ଼ା ମାଲକାନଗିରି ଖୋର୍ଦ୍ଧା ଜଗତସିଂହପୁର କେନ୍ଦୁଝର ବରଗଡ଼

Child Marriage Awareness : ଶୁଲ୍ଲିମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାଲ୍ୟବିବାହ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

Child Marriage Awareness : ଶୁଲ୍ଲିମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାଲ୍ୟବିବାହ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ – ସମୀକ୍ଷା ଖବର

ତେଜୁରାମ ନାଏକ ସ୍ୱତନ୍ତ୍ର ପ୍ରତିନିଧି ନୂଆପଡା /ସମୀକ୍ଷା ନ୍ୟୁଜ:

ନୂଆପଡା,ତା -21-11-2026 : ବିଦ୍ୟାଳୟ ଖାଲି ଶିକ୍ଷା ଅର୍ଜନ କରିବା ପାଇଁ ଉଦ୍ଦିଷ୍ଟ ନୁହେଁ ବରଂ ସମାଜର ପ୍ରତ୍ୟେକ ଚାଲିଚଳନ, ରୀତିନୀତି, ସାମାଜିକ ସଂସାର, ମୂଲ୍ୟବୋଧ ଉପରେ ଜ୍ଞାନ ଅର୍ଜନ କରିବାର ଉତ୍ତମ ପରିବେଷ୍ଟନୀ ଅଟେ। ଯାହା ଫଳରେ ସାମାଜିକ ଓ ଶିକ୍ଷାଗତ, ଗୋଷ୍ଠୀ ଭିତ୍ତିକ ଶିକ୍ଷା ର ଉନ୍ନତି ହୋଇପାରିବ। ଏହି କ୍ରମରେ ଆଜି ଠିକପାଲି କ୍ଲଷ୍ଟର ଅନ୍ତର୍ଗତ ଶୁକ୍ଳିମୁଣ୍ଡି ବିଦ୍ୟାଳୟରେ ମହା ଆଡ଼ମ୍ବର ଓ ଉତ୍ସାହ-ଉଦ୍ଦୀପନାର ସହିତ ବାଳ୍ୟ ବିବାହ ସଚେତନତା କାର୍ଯ୍ୟକ୍ରମ ପଥପ୍ରାନ୍ତ ନାଟକ କରାଯାଇଛି। ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ଖେମ ଦାସଙ୍କ ସଭାପତିତ୍ବରେ ମୁଖ୍ୟ ଅତିଥି ଠିକପାଳି ସି.ଆର.ସି.ଶ୍ରୀଯୁକ୍ତ ଦିଲିପ ଶବର, ସମ୍ମାନିତ ଅତିଥି ଲୋଦୃଷ୍ଟି କର୍ମଚାରୀ ଶ୍ରୀଯୁକ୍ତ ଯଶୋବନ୍ତ ନାଗେସ,ମେଣ୍ଢାଟାଳ ବିଦ୍ୟାଳୟ ସହ ଶିକ୍ଷକ ଶ୍ରୀଯୁକ୍ତ ତିଳକରାମ ଶବର,ରବିନ୍ଦ୍ର କୁମାର ବାରିକ,ସମସ୍ତ ୱାର୍ଡ ମେମ୍ବର ବିଦ୍ୟାଳୟ ପରିଚାଳନା କମିଟି, ଅଙ୍ଗନ ବାଡି,ଆଶାକର୍ମୀ ,ଗାଁର ଗହଁଟିଆ ଓ ମାତୃ-ପିତୃ ମଞ୍ଚ ଯୋଗଦାନ କରି ଶୁଶୁ ମାନଙ୍କୁ ଉତ୍ସାହିତ କରିଥିଲେ।ବିଦ୍ୟାଳୟର ସମସ୍ତ ଶିକ୍ଷକ-ଶିକ୍ଷୟିତ୍ର ସହଯୋଗ କରିଥିଲେ।

Child Marriage Awareness : ଶୁଲ୍ଲିମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାଲ୍ୟବିବାହ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Nuapada Road Safety Committee : ନୂଆପଡ଼ାରେ ଜିଲ୍ଲା ସଡ଼କ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ