ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୧୭ ମିନିଟ ପୂର୍ବେSecurity to High-Profile Leaders: ହାଇପ୍ରୋଫାଇଲ୍ ନେତାଙ୍କୁ ସୁରକ୍ଷା ଯୋଗାନ୍ତି କେଉଁ ଆର୍ମି ୨୧ ମିନିଟ ପୂର୍ବେPublic movement justice for Raju Bag: କଳାହାଣ୍ଡି: ରାଜୁ ବାଗଙ୍କୁ ନ୍ୟାୟ ଦାବିରେ କୋକସରାରେ ଜନଆନ୍ଦୋଳନ ଡାକରା ୨୯ ମିନିଟ ପୂର୍ବେSOA UNIVERSITY Sreeja Pattnaik LLM Gold Medal: ଏଲ୍.ଏଲ୍ଏମ୍ ରେ ଶ୍ରୀଜା ପଟ୍ଟନାୟକଙ୍କ ସ୍ଵର୍ଣ୍ଣ ପଦକ ଲାଭ ୩୮ ମିନିଟ ପୂର୍ବେPrime Minister Narendra Modi’s mega roadshow in Bihar: ବିହାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା ରୋଡ୍ ଶୋ ୪୨ ମିନିଟ ପୂର୍ବେCyclone wreaks havoc in Puri district: ପୁରୀ ଜିଲ୍ଲାରେ ବାତ୍ୟାର ତାଣ୍ଡବ, ଉଜାଡ଼ିଦେଲା ଚାଷୀଙ୍କ ସୁନାର ଫସଲ ୫୧ ମିନିଟ ପୂର୍ବେIllegal sale of foreign liquor, Rayagada District Excise Department sealed: ବିଅର ପାର୍ଲର ନାଁ ରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ; ଅଭିଯୋଗ ପରେ ସିଲ କରିଲା ଜିଲ୍ଲା ଅବକାରୀ ବିଭାଗ ୫୮ ମିନିଟ ପୂର୍ବେMajor setback for the Excise Department over allegations of spurious liquor: ନକଲି ମଦ ଅଭିଯୋଗରେ ଅବକାରୀ ବିଭାଗକୁ ଶକ୍ତ ଝଟକା ୧ ଘଣ୍ଟା ପୂର୍ବେReligious Festivals: ମସ୍କାବାରୀରେ ଶ୍ରୀ ଶନିଶ୍ଚର ଦେବଙ୍କ ଷଷ୍ଠ ବାର୍ଷିକ ଉତ୍ସବ ପାଳିତ ୧ ଘଣ୍ଟା ପୂର୍ବେSuccession certificate deadline: ସମୟସୀମା ଅତିକ୍ରମ ପରେ ମିଳିଲା ଉତ୍ତରାଧିକାରୀ ପ୍ରମାଣପତ୍ର ୧ ଘଣ୍ଟା ପୂର୍ବେDemand to Kandhamal free from migrant laborers: କନ୍ଧମାଳକୁ ଦାଦନ ଶ୍ରମିକ ମୁକ୍ତ ଜିଲ୍ଲା ଘୋଷଣା କରିବାକୁ ଦାବି: ନିଶାମୁକ୍ତ ଅଭିଯାନ ଭଳି ଚାଲୁ ହେଉ ଦାଦନମୁକ୍ତ ଅଭିଯାନ
ଚର୍ଚ୍ଚାରେ ମୟୂରଭଞ୍ଜ ନୟାଗଡ଼ ଜଗତସିଂହପୁର ନୂଆପଡ଼ା ମାଲକାନଗିରି କେନ୍ଦୁଝର ବରଗଡ଼

Public movement justice for Raju Bag: କଳାହାଣ୍ଡି: ରାଜୁ ବାଗଙ୍କୁ ନ୍ୟାୟ ଦାବିରେ କୋକସରାରେ ଜନଆନ୍ଦୋଳନ ଡାକରା

Public movement justice for Raju Bag: କଳାହାଣ୍ଡି: ରାଜୁ ବାଗଙ୍କୁ ନ୍ୟାୟ ଦାବିରେ କୋକସରାରେ ଜନଆନ୍ଦୋଳନ ଡାକରା – ସମୀକ୍ଷା ଖବର

ସଞ୍ଜୟ ଗୋୟେଲ / ସାମ୍ବାଦିକ /କୋକସରା /ସମୀକ୍ଷା ନ୍ୟୁଜ :

କୋକସରା, କଳାହାଣ୍ଡି | ୨୧ ନଭେମ୍ବର ୨୦୨୬- ରାଜୁ ବାଗଙ୍କୁ ନ୍ୟାୟ ପ୍ରଦାନ ଏବଂ ଘଟଣାରେ ସମ୍ପୃକ୍ତ ଦୋଷୀଙ୍କ ଗିରଫ ଦାବିରେ ଆସନ୍ତା ୨୨ ନଭେମ୍ବର ରବିବାର ଦିନ କୋକସରା ଥାନା ସମ୍ମୁଖରେ ଏକ ଜନଆନ୍ଦୋଳନ ଆୟୋଜନ ପାଇଁ ଆହ୍ୱାନ ଦିଆଯାଇଛି। ଏହି ଆନ୍ଦୋଳନକୁ ସଫଳ କରିବା ପାଇଁ ସମସ୍ତ ନ୍ୟାୟପ୍ରେମୀ ନାଗରିକ, ଯୁବକ, ଛାତ୍ରଛାତ୍ରୀ, ସାମାଜିକ କର୍ମୀ ଓ ବୁଦ୍ଧିଜୀବୀମାନଙ୍କୁ ଏକତ୍ରିତ ହେବାକୁ ଆହ୍ୱାନ କରାଯାଇଛି। ଆୟୋଜକଙ୍କ କହିବା ଅନୁଯାୟୀ, ଏହା କେବଳ ଜଣେ ବ୍ୟକ୍ତିଙ୍କ ନ୍ୟାୟ ପାଇଁ ସଂଘର୍ଷ ନୁହେଁ, ବରଂ ନ୍ୟାୟ, ସମ୍ମାନ ଓ ସମ୍ବିଧାନିକ ଅଧିକାରର ସୁରକ୍ଷା ପାଇଁ ଏକ ସାମୂହିକ ପ୍ରୟାସ। ଜାତି, ଧର୍ମ, ରାଜନୈତିକ ଦଳ ଓ ମତଭେଦରୁ ଊର୍ଦ୍ଧ୍ୱରେ ରହି ସମସ୍ତଙ୍କୁ ଏହି ନ୍ୟାୟର ଲଢ଼େଇରେ ସାମିଲ ହେବାକୁ ଅନୁରୋଧ କରାଯାଇଛି।

Public movement justice for Raju Bag: କଳାହାଣ୍ଡି: ରାଜୁ ବାଗଙ୍କୁ ନ୍ୟାୟ ଦାବିରେ କୋକସରାରେ ଜନଆନ୍ଦୋଳନ ଡାକରା – ସମୀକ୍ଷା

ଆନ୍ଦୋଳନର କାର୍ଯ୍ୟକ୍ରମ: ସ୍ଥାନ: କୋକସରା ଥାନା

  • ତାରିଖ: ୨୨ ନଭେମ୍ବର ୨୦୨୬, ରବିବାର
  • ସମୟ: ସକାଳ ୧୦ଟା
  • ଦାବି: ରାଜୁ ବାଗଙ୍କୁ ନ୍ୟାୟ ପ୍ରଦାନ ଓ ଦୋଷୀଙ୍କ ଗିରଫ

ଏହି କାର୍ଯ୍ୟକ୍ରମକୁ ଶାନ୍ତିପୂର୍ଣ୍ଣ ଓ ଗଣତାନ୍ତ୍ରିକ ଉପାୟରେ ସମ୍ପନ୍ନ କରିବାକୁ ଆହ୍ୱାନ ଦିଆଯାଇଛି।

Public movement justice for Raju Bag: କଳାହାଣ୍ଡି: ରାଜୁ ବାଗଙ୍କୁ ନ୍ୟାୟ ଦାବିରେ କୋକସରାରେ ଜନଆନ୍ଦୋଳନ ଡାକରା – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Illegal sale of foreign liquor, Rayagada District Excise Department sealed: ବିଅର ପାର୍ଲର ନାଁ ରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ; ଅଭିଯୋଗ ପରେ ସିଲ କରିଲା ଜିଲ୍ଲା ଅବକାରୀ ବିଭାଗ