ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୨୩ ନଭେମ୍ବର ୨୦୨୬
News Update
୩ ମିନିଟ ପୂର୍ବେKashipur llegal sale of foreign liquor: କାଶୀପୁର-ବିଏର ପାର୍ଲର ନାଁରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ! ୨୬ ମିନିଟ ପୂର୍ବେNuabazar Mahakaleshwar Temple: ନୂଆବଜାର ସ୍ଥିତ ବାବା ମହାକାଳେଶ୍ୱର ମନ୍ଦିରରେ ଭକ୍ତଙ୍କ ପ୍ରବଳ ସମାଗମ ୪୪ ମିନିଟ ପୂର୍ବେTaekwondo Championship: ଇଣ୍ଡିଆ ଓପନ୍ ଇଣ୍ଟରନ୍ୟାସନାଲ ରେଙ୍କିଙ୍ଗ ଟାଇକୋଣ୍ଡୋ ଚାମ୍ପିଅନସିପରେ ଓଡ଼ିଶା ଖେଳାଳିଙ୍କ ଅଂଶଗ୍ରହଣ ୧ ଘଣ୍ଟା ପୂର୍ବେLAMPS employee flees after promising marriage tribal girl: ଆଦିବାସୀ ଝିଅକୁ ବିବାହର ପ୍ରତିଶ୍ରୁତି ଦେଇ ଚମ୍ପଟ ମାରିଲେ ଲେମ୍ପସ କର୍ମଚାରୀ ୧ ଘଣ୍ଟା ପୂର୍ବେParadip Death of a bike rider: ପାରାଦୀପ ଗଡ଼ଗେଟ୍ ବଜାରରେ ଅଜଣା ଟ୍ରକ୍ ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ! ୧ ଘଣ୍ଟା ପୂର୍ବେParadip Sri Sathya Sai Baba’s Birth Anniversary: ପାରାଦୀପରେ ଭଗବାନ ଶ୍ରୀ ସତ୍ୟସାଇ ବାବାଙ୍କ ୧୦୧ତମ ଜନ୍ମୋତ୍ସବ ପାଳିତ ୧ ଘଣ୍ଟା ପୂର୍ବେBargarh Kharif paddy procurement: ଆସନ୍ତା ନଭେମ୍ବର ୩୦ରୁ ବରଗଡ ଜିଲ୍ଲାରେ ଆରମ୍ଭ ହେବ ଖରିଫ୍ ଧାନ ସଂଗ୍ରହ ୧ ଘଣ୍ଟା ପୂର୍ବେPatana Launch of Firefighting Vehicle: ପାଟଣା ଅଗ୍ନିଶମ କେନ୍ଦ୍ରରେ ନୂତନ ଅଗ୍ନିଶମ ଗାଡ଼ିର ଶୁଭାରମ୍ଭ ୧ ଘଣ୍ଟା ପୂର୍ବେPatna MLA reaches disabled elderly couple: ଅସହାୟ ଭିନ୍ନକ୍ଷମ ବୃଦ୍ଧ ଦମ୍ପତିଙ୍କ ନିକଟରେ ପହଞ୍ଚିଲେ ପାଟଣା ବିଧାୟକ ୧ ଘଣ୍ଟା ପୂର୍ବେ‘Kanjipani’ tradition returns: ପୁଣି ଫେରିଲା ଶ୍ୟାମବାବାଙ୍କ ‘କାଞ୍ଜିପାଣି’ ପରମ୍ପରା
ଚର୍ଚ୍ଚାରେ ମୟୂରଭଞ୍ଜ ଜଗତସିଂହପୁର ନୟାଗଡ଼ ରାୟଗଡ଼ା ନୂଆପଡ଼ା ବରଗଡ଼ କେନ୍ଦୁଝର

Balasore National Pulse Polio Day: ବାଲେଶ୍ୱର-ଜାତୀୟ ପଲସ ପୋଲିଓ ଟୀକାକାରଣ ଦିବସ ପାଳନ

Balasore National Pulse Polio Day: ବାଲେଶ୍ୱର-ଜାତୀୟ ପଲସ ପୋଲିଓ ଟୀକାକାରଣ ଦିବସ ପାଳନ – ସମୀକ୍ଷା ଖବର

ପଞ୍ଚାନନ ବେହେରା /ଜିଲ୍ଲା ପ୍ରତିନିଧି /ବାଲେଶ୍ୱର/ସମୀକ୍ଷା ନ୍ୟୁଜ:

ବାଲେଶ୍ଵର, ତାରିଖ:୨୨.୧୧.୨୬ ଆଜି ବାଲେଶ୍ଵର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ସକାଳ ୮ ଘଟିକା ସମୟରେ ଜିଲ୍ଲା ଟିକା କରଣ କେନ୍ଦ୍ର କକ୍ଷରେ ଜିଲ୍ଲାପାଳ ଶ୍ରୀଯୁକ୍ତ ସୂର୍ଯ୍ୟବଂଶୀ ମୟୂର ବିକାଶଙ୍କ ଅଧକ୍ଷ୍ୟତାରେ ପୋଲିଓ ଟିକାକରଣର ଶୁଭ ଉଦଘାଟନ ସମାରୋହ ଆୟୋଜିତ ହୋଇଥିଲା। ଚଳିତ ବର୍ଷର ବିଷବସ୍ତୁ – ଦୁଇ ବୁନ୍ଦା ପ୍ରତେକ ଥର, ପୋଲିଓ ଉପରେ ବିଜୟ ରହୁ ନିରନ୍ତର। ଉକ୍ତ ସମାରୋହ ରେ ଜିଲ୍ଲାପାଳ ଶ୍ରୀଯୁକ୍ତ ସୂର୍ଯ୍ୟବଂଶୀ ମୟୂର ବିକାଶ ମହୋଦୟ ଉପସ୍ଥିତ ରହି ପିଲାଙ୍କୁ ପୋଲିଓ ଦୁଇ ବୁନ୍ଦା ଖୁଆଇ ଶୁଭାରମ୍ଭ କରିଥିଲେ। ଡାକ୍ତର ଅମୁଲ୍ୟ କୁମାର ଦାସ (ଜିଲ୍ଲା ମୁଖ୍ୟ ଚିକିତ୍ସା ଏବଂ ଜନ ସ୍ୱାସ୍ଥ୍ୟ ଅଧିକାରୀ ),ଡାକ୍ତର ପରେଶ ଚନ୍ଦ୍ର ନନ୍ଦୀ, ଡାକ୍ତର ଗିରିଜା ଶଙ୍କର ଦାସ,ଡାକ୍ତର ସଂଜୀବ ପ୍ରଧାନ, ଚକ୍ରଧର ଜେନା, ଜିତେନ୍ଦ୍ର ବିଶ୍ୱାଳ,ବିଶ୍ୱ ରଞ୍ଜନ ନାୟକ,ପ୍ରଦୀପ କୁମାର ସାହୁ, ରଞ୍ଜନ ମହନ୍ତ, ସାସ୍ୱତୀ ମିଶ୍ର, ନୂତନ ପ୍ରଭା ସାମଲ ପ୍ରମୁଖ ଉପସ୍ଥିତ ପିଲାଙ୍କୁ ପୋଲିଓ ବୁନ୍ଦା ଖୁଆଇଥିଲେ। ଏହି କାର୍ଯ୍ୟକ୍ରମ ନଭେମ୍ବର ୨୨ ତାରିଖରୁ ନଭେମ୍ବର ୨୪ ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରଥମ ତଥା ନଭେମ୍ବର ୨୨ ତାରିଖରେ ସମଗ୍ର ଜିଲ୍ଲାରେ ୨୦୭୮୦୭ ଜଣ ଜନ୍ମରୁ ୫ ବର୍ଷ ପିଲାଙ୍କୁ ୧୦୬୩ ଟି ଟୀକା କରଣ କେନ୍ଦ୍ର, ୪୬ ଗୋଟି ଟ୍ରାଞ୍ଜିଟ ଦଳ ଏବଂ ୨୩ ଗୋଟି ଭ୍ରାମ୍ୟ ମାଣ ଦଳ ଜରିଆରେ ପୋଲିଓ ବୁନ୍ଦା ଖୁଆଇବାର ଲକ୍ଷ ଧାର୍ଯ୍ୟ କରା ଯାଇଛି। ଏଥି ନିମନ୍ତେ ୪୩୯୦ ଜଣ ଆଶା କର୍ମୀ, ଅଙ୍ଗନବାଡି କର୍ମୀ ଏବଂ ସ୍ବେଛାସେବୀ ୨୧୯ ଜଣ ସ୍ୱାସ୍ଥ୍ୟ ପରିଦର୍ଶକ ଙ୍କ ପ୍ରତେକ୍ଷ ତତ୍ୱାବଧାନ ରେ ପରବର୍ତୀ ଦୁଇ ଦିନ ଅର୍ଥାତ ନଭେମ୍ବର ୨୩ ଓ ୨୪ ତାରିଖ ଦିନ ୪୯୮୨୬୩ ଘରକୁ ପରିଦର୍ଶନ କରି ସମସ୍ତ ପିଲାଙ୍କୁ ପୋଲିଓ ବୁନ୍ଦା ଖୁଆଇବାର ଲକ୍ଷ ରଖା ଯାଇଛି। ଆଜି ନଭେମ୍ବର ୨୨ ତାରିଖ ଶେଷ ସୁଦ୍ଧା ସମଗ୍ର ଜିଲ୍ଲାରେ ୧୮୨୮୭୧(୮୮%) ଜଣ ପିଲାଙ୍କୁ ପୋଲିଓ ବୁନ୍ଦା ଖୁଆ ଯାଇଛି। ଅବଶିଷ୍ଟ ପିଲାଙ୍କୁ ଆସନ୍ତା ଦୁଇ ଦିନରେ ଘରକୁ ଘର ବୁଲି ଦିଆଯିବାର ବ୍ୟବସ୍ଥା ହୋଇଛି।

Balasore National Pulse Polio Day: ବାଲେଶ୍ୱର-ଜାତୀୟ ପଲସ ପୋଲିଓ ଟୀକାକାରଣ ଦିବସ ପାଳନ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ITI topper Shri Basudeb Behera: ଆଇଟିଆଇ ଟପ୍ପର ହୋଇଥିବା ଛାତ୍ର ଶ୍ରୀ ବାସୁଦେବ ବେହେରାଙ୍କୁ ବିଶେଷ ଭାବେ ସମ୍ବର୍ଦ୍ଧିତ