ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୨୩ ନଭେମ୍ବର ୨୦୨୬
News Update
୬ ମିନିଟ ପୂର୍ବେRayagada 4th Annual ‘Diyal Parab’: ରାୟଗଡ଼ା-ଜିସିଡି ପଡିଆଠାରେ ଚତୁର୍ଥ ବର୍ଷ ଦିଆଲ୍ ପରବ୍ ଭେଟଘାଟ୍‌ ୧୫ ମିନିଟ ପୂର୍ବେKashipur llegal sale of foreign liquor: କାଶୀପୁର-ବିଏର ପାର୍ଲର ନାଁରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ! ୩୮ ମିନିଟ ପୂର୍ବେNuabazar Mahakaleshwar Temple: ନୂଆବଜାର ସ୍ଥିତ ବାବା ମହାକାଳେଶ୍ୱର ମନ୍ଦିରରେ ଭକ୍ତଙ୍କ ପ୍ରବଳ ସମାଗମ ୫୫ ମିନିଟ ପୂର୍ବେTaekwondo Championship: ଇଣ୍ଡିଆ ଓପନ୍ ଇଣ୍ଟରନ୍ୟାସନାଲ ରେଙ୍କିଙ୍ଗ ଟାଇକୋଣ୍ଡୋ ଚାମ୍ପିଅନସିପରେ ଓଡ଼ିଶା ଖେଳାଳିଙ୍କ ଅଂଶଗ୍ରହଣ ୧ ଘଣ୍ଟା ପୂର୍ବେLAMPS employee flees after promising marriage tribal girl: ଆଦିବାସୀ ଝିଅକୁ ବିବାହର ପ୍ରତିଶ୍ରୁତି ଦେଇ ଚମ୍ପଟ ମାରିଲେ ଲେମ୍ପସ କର୍ମଚାରୀ ୧ ଘଣ୍ଟା ପୂର୍ବେParadip Death of a bike rider: ପାରାଦୀପ ଗଡ଼ଗେଟ୍ ବଜାରରେ ଅଜଣା ଟ୍ରକ୍ ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ! ୧ ଘଣ୍ଟା ପୂର୍ବେParadip Sri Sathya Sai Baba’s Birth Anniversary: ପାରାଦୀପରେ ଭଗବାନ ଶ୍ରୀ ସତ୍ୟସାଇ ବାବାଙ୍କ ୧୦୧ତମ ଜନ୍ମୋତ୍ସବ ପାଳିତ ୧ ଘଣ୍ଟା ପୂର୍ବେBargarh Kharif paddy procurement: ଆସନ୍ତା ନଭେମ୍ବର ୩୦ରୁ ବରଗଡ ଜିଲ୍ଲାରେ ଆରମ୍ଭ ହେବ ଖରିଫ୍ ଧାନ ସଂଗ୍ରହ ୧ ଘଣ୍ଟା ପୂର୍ବେPatana Launch of Firefighting Vehicle: ପାଟଣା ଅଗ୍ନିଶମ କେନ୍ଦ୍ରରେ ନୂତନ ଅଗ୍ନିଶମ ଗାଡ଼ିର ଶୁଭାରମ୍ଭ ୧ ଘଣ୍ଟା ପୂର୍ବେPatna MLA reaches disabled elderly couple: ଅସହାୟ ଭିନ୍ନକ୍ଷମ ବୃଦ୍ଧ ଦମ୍ପତିଙ୍କ ନିକଟରେ ପହଞ୍ଚିଲେ ପାଟଣା ବିଧାୟକ
ଚର୍ଚ୍ଚାରେ ମୟୂରଭଞ୍ଜ ଜଗତସିଂହପୁର ନୟାଗଡ଼ ରାୟଗଡ଼ା ବରଗଡ଼ କେନ୍ଦୁଝର ନୂଆପଡ଼ା

Kalinga Bali Yatra Cleanliness drive in Paradip: କଳିଙ୍ଗ ବାଲିଯାତ୍ରା ପୂର୍ବରୁ ପାରାଦୀପରେ ସ୍ୱଚ୍ଛତା ଅଭିଯାନ

Kalinga Bali Yatra Cleanliness drive in Paradip: କଳିଙ୍ଗ ବାଲିଯାତ୍ରା ପୂର୍ବରୁ ପାରାଦୀପରେ ସ୍ୱଚ୍ଛତା ଅଭିଯାନ – ସମୀକ୍ଷା ଖବର

ହିମାଂଶୁ ଭୂଷଣ ନାୟକ/ସାମ୍ବାଦିକ /ପାରାଦୀପ/ ସମୀକ୍ଷା ନ୍ୟୁଜ: ତା: ୨୩/୧୧/୨୬

​ପାରାଦୀପ: ଆଗାମୀ କଳିଙ୍ଗ ବାଲିଯାତ୍ରାକୁ ଦୃଷ୍ଟିରେ ରଖି ପାରାଦୀପ ଅଞ୍ଚଳରେ ଏକ ସ୍ୱଚ୍ଛତା ଓ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପାରାଦୀପ ମୁନିସିପାଲିଟି ହାଇସ୍କୁଲର ଛାତ୍ରଛାତ୍ରୀ ଏବଂ ସ୍ୱେଚ୍ଛାସେବୀ ବାପୀ ଗୋଛାୟତଙ୍କ ନେତୃତ୍ୱରେ ଏହି ଅଭିଯାନ କରାଯାଇଛି। ବାଲିଯାତ୍ରା ସମୟରେ ସ୍ଥାନୀୟ ଅଞ୍ଚଳ ତଥା କାର୍ଯ୍ୟକ୍ରମ ସ୍ଥଳ ପରିସରକୁ ପରିଷ୍କାର ଓ ପ୍ଲାଷ୍ଟିକମୁକ୍ତ ରଖିବା ଉଦ୍ଦେଶ୍ୟରେ ଏହି ସଫେଇ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏଥିରେ ହାଇସ୍କୁଲର ଛାତ୍ରଛାତ୍ରୀମାନେ ଉତ୍ସାହର ସହ ସାମିଲ ହୋଇ ବିଭିନ୍ନ ସ୍ଥାନରୁ ଆବର୍ଜନା ସଫା କରିବା ସହ ସ୍ୱଚ୍ଛତା ବାର୍ତ୍ତା ଦେଇଥିଲେ। ସ୍ୱେଚ୍ଛାସେବୀ ବାପୀ ଗୋଛାୟତଙ୍କ ନେତୃତ୍ୱରେ ହୋଇଥିବା ଏହି ପଦକ୍ଷେପକୁ ସ୍ଥାନୀୟ ଅଞ୍ଚଳରେ ପ୍ରଶଂସା କରାଯାଇଛି। ଛାତ୍ରଛାତ୍ରୀଙ୍କ ଏଭଳି ସାମାଜିକ ଦାୟିତ୍ୱବୋଧ ଏବଂ ସ୍ୱଚ୍ଛତା ପ୍ରତି ସଚେତନତା ଅନ୍ୟମାନଙ୍କ ପାଇଁ ପ୍ରେରଣାଦାୟକ ହୋଇଛି।

Kalinga Bali Yatra Cleanliness drive in Paradip: କଳିଙ୍ଗ ବାଲିଯାତ୍ରା ପୂର୍ବରୁ ପାରାଦୀପରେ ସ୍ୱଚ୍ଛତା ଅଭିଯାନ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Bargarh Allegations of illegal activities ବରଗଡ ଜିଲ୍ଲାର ବିଭିନ୍ନ ଢାବାରେ ବେଆଇନ ଅଭିଯୋଗ