ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୨୩ ନଭେମ୍ବର ୨୦୨୬
News Update
୫ ମିନିଟ ପୂର୍ବେKashipur llegal sale of foreign liquor: କାଶୀପୁର-ବିଏର ପାର୍ଲର ନାଁରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ! ୨୮ ମିନିଟ ପୂର୍ବେNuabazar Mahakaleshwar Temple: ନୂଆବଜାର ସ୍ଥିତ ବାବା ମହାକାଳେଶ୍ୱର ମନ୍ଦିରରେ ଭକ୍ତଙ୍କ ପ୍ରବଳ ସମାଗମ ୪୬ ମିନିଟ ପୂର୍ବେTaekwondo Championship: ଇଣ୍ଡିଆ ଓପନ୍ ଇଣ୍ଟରନ୍ୟାସନାଲ ରେଙ୍କିଙ୍ଗ ଟାଇକୋଣ୍ଡୋ ଚାମ୍ପିଅନସିପରେ ଓଡ଼ିଶା ଖେଳାଳିଙ୍କ ଅଂଶଗ୍ରହଣ ୧ ଘଣ୍ଟା ପୂର୍ବେLAMPS employee flees after promising marriage tribal girl: ଆଦିବାସୀ ଝିଅକୁ ବିବାହର ପ୍ରତିଶ୍ରୁତି ଦେଇ ଚମ୍ପଟ ମାରିଲେ ଲେମ୍ପସ କର୍ମଚାରୀ ୧ ଘଣ୍ଟା ପୂର୍ବେParadip Death of a bike rider: ପାରାଦୀପ ଗଡ଼ଗେଟ୍ ବଜାରରେ ଅଜଣା ଟ୍ରକ୍ ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ! ୧ ଘଣ୍ଟା ପୂର୍ବେParadip Sri Sathya Sai Baba’s Birth Anniversary: ପାରାଦୀପରେ ଭଗବାନ ଶ୍ରୀ ସତ୍ୟସାଇ ବାବାଙ୍କ ୧୦୧ତମ ଜନ୍ମୋତ୍ସବ ପାଳିତ ୧ ଘଣ୍ଟା ପୂର୍ବେBargarh Kharif paddy procurement: ଆସନ୍ତା ନଭେମ୍ବର ୩୦ରୁ ବରଗଡ ଜିଲ୍ଲାରେ ଆରମ୍ଭ ହେବ ଖରିଫ୍ ଧାନ ସଂଗ୍ରହ ୧ ଘଣ୍ଟା ପୂର୍ବେPatana Launch of Firefighting Vehicle: ପାଟଣା ଅଗ୍ନିଶମ କେନ୍ଦ୍ରରେ ନୂତନ ଅଗ୍ନିଶମ ଗାଡ଼ିର ଶୁଭାରମ୍ଭ ୧ ଘଣ୍ଟା ପୂର୍ବେPatna MLA reaches disabled elderly couple: ଅସହାୟ ଭିନ୍ନକ୍ଷମ ବୃଦ୍ଧ ଦମ୍ପତିଙ୍କ ନିକଟରେ ପହଞ୍ଚିଲେ ପାଟଣା ବିଧାୟକ ୧ ଘଣ୍ଟା ପୂର୍ବେ‘Kanjipani’ tradition returns: ପୁଣି ଫେରିଲା ଶ୍ୟାମବାବାଙ୍କ ‘କାଞ୍ଜିପାଣି’ ପରମ୍ପରା
ଚର୍ଚ୍ଚାରେ ମୟୂରଭଞ୍ଜ ଜଗତସିଂହପୁର ନୟାଗଡ଼ ରାୟଗଡ଼ା ନୂଆପଡ଼ା ବରଗଡ଼ କେନ୍ଦୁଝର

Paradip Kalinga Baliyatra inaugurated tomorrow: ପାରାଦୀପ- ଆସନ୍ତା କାଲି ଉଦଘାଟିତ ହେବ କଳିଙ୍ଗ ବାଲିଯାତ୍ରା – ୨୦୨୬

Paradip Kalinga Baliyatra inaugurated tomorrow: ପାରାଦୀପ- ଆସନ୍ତା କାଲି ଉଦଘାଟିତ ହେବ କଳିଙ୍ଗ ବାଲିଯାତ୍ରା – ୨୦୨୬ – ସମୀକ୍ଷା ଖବର

ହିମାଂଶୁ ଭୂଷଣ ନାୟକ/ସାମ୍ବାଦିକ /ପାରାଦୀପ/ ସମୀକ୍ଷା ନ୍ୟୁଜ: ତା: ୨୩/୧୧/୨୬

ଉଦଘାଟନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କଳିଙ୍ଗ ବାଲିଯାତ୍ରା – ୨୦୨୬ ର ଉଦଘାଟନ କରିବେ l ଏଥି ନେଇ ସମସ୍ତ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ପହଂଚିଥିବା ବେଳେ, ସନ୍ଧ୍ୟାରେ ବାଲିଯାତ୍ରା ପଡିଆରେ ପହଞ୍ଚି ପ୍ରସ୍ତୁତି ଅନୁଧ୍ୟାନ କରିଛନ୍ତି ଶିଳ୍ପ ମନ୍ତ୍ରୀ ତଥା ପାରାଦୀପ ବିଧାୟକ ଶ୍ରୀ ସମ୍ପଦ ସ୍ୱାଇଁ l ବାତ୍ୟା ଅକ୍ଵାନ ପାଇଁ ଦୁଇ ଦିନ ପ୍ରସ୍ତୁତି କାର୍ଯ୍ୟ ଧିମା ପଡ଼ିଯାଇଥିଲା ବେଳେ ପରବର୍ତ୍ତୀ ସମୟରେ ପ୍ରସ୍ତୁତି ତ୍ୱରାନ୍ୱିତ କରାଯାଇଥିଲା I ତେବେ ମନ୍ତ୍ରୀ ଶ୍ରୀ ସ୍ୱାଇଁ ବାଲିଯାତ୍ରା ପଡିଆରେ ପହଞ୍ଚି ଅତିରିକ୍ତ ଜିଲ୍ଲାପାଳ ନିରଞ୍ଜନ ବେହେରା, ପାରାଦୀପ ପୌରାଧ୍ୟକ୍ଷ ବସନ୍ତ ବିଶ୍ବାଳ, ପୌର ନିର୍ବାହୀ ଅଧିକାରୀ ଅଭିଷେକ ପଣ୍ଡା ଓ ଅନ୍ୟ ବରିଷ୍ଠ ଅଧିକାରୀ ମାନଙ୍କ ସହିତ ପ୍ରସ୍ତୁତି ସମ୍ବନ୍ଧରେ ଆଲୋଚନା କରିବା ସହିତ ସମସ୍ତ ପ୍ରସ୍ତୁତି ତ୍ୱରାନ୍ୱିତ କରିବା ପାଇଁ ପରାମର୍ଶ ଦେଇଥିବା ଜଣାପଡିଛି, କିନ୍ତୁ ଏଥିରେବାଧକ ସାଜିଛି ଲଗାଣ ବର୍ଷା ଜେଉଁଥି ପାଇଁ କାର୍ଯ୍ୟ ତୁରନ୍ତ ଶେଷ କରିବାରେ ସମସ୍ୟା ସୃଷ୍ଟି ହଉଚି I

Paradip Kalinga Baliyatra inaugurated tomorrow: ପାରାଦୀପ- ଆସନ୍ତା କାଲି ଉଦଘାଟିତ ହେବ କଳିଙ୍ଗ ବାଲିଯାତ୍ରା – ୨୦୨୬ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Kalinga Bali Yatra Cleanliness drive in Paradip: କଳିଙ୍ଗ ବାଲିଯାତ୍ରା ପୂର୍ବରୁ ପାରାଦୀପରେ ସ୍ୱଚ୍ଛତା ଅଭିଯାନ