ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୨୩ ନଭେମ୍ବର ୨୦୨୬
News Update
୨୨ ମିନିଟ ପୂର୍ବେNuabazar Mahakaleshwar Temple: ନୂଆବଜାର ସ୍ଥିତ ବାବା ମହାକାଳେଶ୍ୱର ମନ୍ଦିରରେ ଭକ୍ତଙ୍କ ପ୍ରବଳ ସମାଗମ ୩୯ ମିନିଟ ପୂର୍ବେTaekwondo Championship: ଇଣ୍ଡିଆ ଓପନ୍ ଇଣ୍ଟରନ୍ୟାସନାଲ ରେଙ୍କିଙ୍ଗ ଟାଇକୋଣ୍ଡୋ ଚାମ୍ପିଅନସିପରେ ଓଡ଼ିଶା ଖେଳାଳିଙ୍କ ଅଂଶଗ୍ରହଣ ୫୬ ମିନିଟ ପୂର୍ବେLAMPS employee flees after promising marriage tribal girl: ଆଦିବାସୀ ଝିଅକୁ ବିବାହର ପ୍ରତିଶ୍ରୁତି ଦେଇ ଚମ୍ପଟ ମାରିଲେ ଲେମ୍ପସ କର୍ମଚାରୀ ୧ ଘଣ୍ଟା ପୂର୍ବେParadip Death of a bike rider: ପାରାଦୀପ ଗଡ଼ଗେଟ୍ ବଜାରରେ ଅଜଣା ଟ୍ରକ୍ ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ! ୧ ଘଣ୍ଟା ପୂର୍ବେParadip Sri Sathya Sai Baba’s Birth Anniversary: ପାରାଦୀପରେ ଭଗବାନ ଶ୍ରୀ ସତ୍ୟସାଇ ବାବାଙ୍କ ୧୦୧ତମ ଜନ୍ମୋତ୍ସବ ପାଳିତ ୧ ଘଣ୍ଟା ପୂର୍ବେBargarh Kharif paddy procurement: ଆସନ୍ତା ନଭେମ୍ବର ୩୦ରୁ ବରଗଡ ଜିଲ୍ଲାରେ ଆରମ୍ଭ ହେବ ଖରିଫ୍ ଧାନ ସଂଗ୍ରହ ୧ ଘଣ୍ଟା ପୂର୍ବେPatana Launch of Firefighting Vehicle: ପାଟଣା ଅଗ୍ନିଶମ କେନ୍ଦ୍ରରେ ନୂତନ ଅଗ୍ନିଶମ ଗାଡ଼ିର ଶୁଭାରମ୍ଭ ୧ ଘଣ୍ଟା ପୂର୍ବେPatna MLA reaches disabled elderly couple: ଅସହାୟ ଭିନ୍ନକ୍ଷମ ବୃଦ୍ଧ ଦମ୍ପତିଙ୍କ ନିକଟରେ ପହଞ୍ଚିଲେ ପାଟଣା ବିଧାୟକ ୧ ଘଣ୍ଟା ପୂର୍ବେ‘Kanjipani’ tradition returns: ପୁଣି ଫେରିଲା ଶ୍ୟାମବାବାଙ୍କ ‘କାଞ୍ଜିପାଣି’ ପରମ୍ପରା ୨ ଘଣ୍ଟା ପୂର୍ବେNagabali development has not reached the other side: ନାଗାବଳୀ ଆରପାରିରେ ବିକାଶ ନପହଞ୍ଚାଇବା ଦୁଃଖ ଦାୟକ!
ଚର୍ଚ୍ଚାରେ ମୟୂରଭଞ୍ଜ ଜଗତସିଂହପୁର ନୟାଗଡ଼ ରାୟଗଡ଼ା ନୂଆପଡ଼ା ବରଗଡ଼ କେନ୍ଦୁଝର

Chief Minister’s visit to Paradip: ମୁଖ୍ୟମନ୍ତ୍ରୀଙ୍କ ପାରାଦୀପ ଗ୍ରସ୍ତକୁ ନେଇ ପୁରା ସଜାଗ ପୋଲିସ୍ ପ୍ରଶାସନ

Chief Minister’s visit to Paradip: ମୁଖ୍ୟମନ୍ତ୍ରୀଙ୍କ ପାରାଦୀପ ଗ୍ରସ୍ତକୁ ନେଇ ପୁରା ସଜାଗ ପୋଲିସ୍ ପ୍ରଶାସନ – ସମୀକ୍ଷା ଖବର

ହିମାଂଶୁ ଭୂଷଣ ନାୟକ/ସାମ୍ବାଦିକ /ପାରାଦୀପ/ ସମୀକ୍ଷା ନ୍ୟୁଜ: ତା: ୨୩/୧୧/୨୬

ପାରାଦ୍ଵୀପ କଳିଙ୍ଗ ବାଲିଯାତ୍ରା ଓ ବୋଇତ ବନ୍ଦାଣ ଉତ୍ସବ କୁ ନେଇ ଚଳ ଚଞ୍ଚଳ ଜଗତସିଂହପୂରୁ ଜିଲ୍ଲା ପୋଲିସ ପ୍ରଶାସନ l ପାରାଦୀପ କଳିଙ୍ଗ ବାଲିଯାତ୍ରା ନିକଟ ତର ହୋଇ ଆସୁଥିବା ବେଳେ ସକାଳେ ଜିଲ୍ଲାପାଳ, ଅତିରିକ୍ତ ଜିଲ୍ଲାପାଳ ପାରାଦ୍ଵୀପ ପୌର ପ୍ରଶାସନ ସମସ୍ତ ପଦାଧିକାରୀ ମାନେ ତନ୍ ତନ କରି ଯାଞ୍ଚ କରୁଥିବା ବେଳେ ଉଦ୍ଘାଟନୀ ଉତ୍ସବ ଓ ବୋଇତ ବନ୍ଦାଣ ଉତ୍ସବ ରେ ମୁଖ୍ୟ ମନ୍ତ୍ରୀ ଯୋଗ ଦେବାକୁ ଥିବା ବେଳେ ସଂଧ୍ୟା ସମୟରେ ଜଗତସିଂହପୂରୁ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅଙ୍କିନ୍ତି ବରମନ କଳିଙ୍ଗ ବାଲିଯାତ୍ରା ପଡ଼ିଆ ପରିଦର୍ଶନ କରିଥିବା ସହ ବୋଇତ ବନ୍ଦାଣ ଉତ୍ସବ ପାଇଁ ପାରାଦୀପ ବନ୍ଦର ଓଏଟ ବେସିଂ ନିକଟରୁ ଓଡ଼ିଶାର ମୁଖ୍ୟ ମନ୍ତ୍ରୀ ବୋଇତ ବନ୍ଦାଣ କରିବା ଯିବାକୁ ଥିବା ବେଳେ ପୋଲିସ ପ୍ରଶାସନ ପକ୍ଷରୁ ବିସ୍ତୃତ ଯୋଜନା କରାଯାଇ ଥିବା ଜଣା ଯାଇଛି l ଏଭଳିକି ମୁଖ୍ୟ ମନ୍ତ୍ରୀଙ୍କ ଗ୍ରସ୍ତକୁ ନେଇ ୮ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯିବ ସହ ଟ୍ରାଫିକ ବେବସ୍ତା ମଧ୍ୟ କଡ଼ା କଡ଼ି କରାଯିବାର ବ୍ୟବସ୍ଥା ମଧ୍ୟ କରାଯାଇ ଥିବା ଜଣା ଯାଇଛି l ଏଥିନେଇ ଖୋଦ୍ ଜିଲ୍ଲାର ଆରକ୍ଷୀ ଅଧିକ୍ଷକ ନିଜେ ସଂପୂର୍ଣ ଯୋଜନା ପ୍ରସ୍ତୁତ କରିଥିବା ନିଜ୍ ବୟାନ ରେ କହୁଥିବା ଦେଖା ଯାଉଛି l

Chief Minister’s visit to Paradip: ମୁଖ୍ୟମନ୍ତ୍ରୀଙ୍କ ପାରାଦୀପ ଗ୍ରସ୍ତକୁ ନେଇ ପୁରା ସଜାଗ ପୋଲିସ୍ ପ୍ରଶାସନ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର Paradip Kalinga Baliyatra inaugurated tomorrow: ପାରାଦୀପ- ଆସନ୍ତା କାଲି ଉଦଘାଟିତ ହେବ କଳିଙ୍ଗ ବାଲିଯାତ୍ରା – ୨୦୨୬