ମୁଖ୍ୟ ବିଷୟକୁ ଯାଆନ୍ତୁ
ମଙ୍ଗଳବାର, ୨୦ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର ବଲାଙ୍ଗୀର ମାଲକାନଗିରି ନୂଆପଡ଼ା ଗଞ୍ଜାମ

ସାଲେପୁରସ୍ଥିତ କୁଆଁପାଳ ଛକରେ ମାନ୍ୟବର ପୂର୍ବତନ କେନ୍ଦ୍ରମନ୍ତ୍ରୀ ଏବଂ ସାଂସଦ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ମହୋଦୟ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ସାଲେପୁରସ୍ଥିତ କୁଆଁପାଳ ଛକରେ ମାନ୍ୟବର ପୂର୍ବତନ କେନ୍ଦ୍ରମନ୍ତ୍ରୀ ଏବଂ ସାଂସଦ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ମହୋଦୟ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ – ସମୀକ୍ଷା ଖବର

ହେମନ୍ତ ନନ୍ଦ/ସାଲେପୁର ରିପୋର୍ଟର /ସମୀକ୍ଷା ନ୍ୟୁଜ :

ମାନ୍ୟବର ପୂର୍ବତନ କେନ୍ଦ୍ରମନ୍ତ୍ରୀ ଏବଂ ସାଂସଦ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ମହୋଦୟ ତାଙ୍କ ଗସ୍ତ ସମୟରେ ସାଲେପୁରସ୍ଥିତ କୁଆଁପାଳ ଛକରେ ଉତ୍କଳ ଗୌରବ ଶ୍ରୀ ମଧୁସୂଦନ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ପରେ ସେ ସାଲେପୁର ବଜାରସ୍ଥିତ ମା’ ସାହେଶ୍ୱରୀ ମନ୍ଦିରକୁ ଯାଇ ମା’ଙ୍କ ଆଶୀର୍ବାଦ ଗ୍ରହଣ କରିଥିଲେ।
ଏହି ଅବସରରେ ଶତାଧିକ ଭାରତୀୟ ଜନତା ପାର୍ଟିର କାର୍ଯ୍ୟକର୍ତ୍ତା ଉପସ୍ଥିତ ରହି ମାନ୍ୟବର ସାଂସଦ ମହୋଦୟଙ୍କୁ ଭବ୍ୟ ସ୍ୱାଗତ ଜଣାଇଥିଲେ।

ସାଲେପୁରସ୍ଥିତ କୁଆଁପାଳ ଛକରେ ମାନ୍ୟବର ପୂର୍ବତନ କେନ୍ଦ୍ରମନ୍ତ୍ରୀ ଏବଂ ସାଂସଦ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ମହୋଦୟ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
PM Narendra Modi participates in Vijayadashami celebrations at Indraprastha Ramleela Ground. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓPM Narendra Modi participates in Vijayadashami celebrations at Indraprastha Ramleela Ground.YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ରାୟଗଡାରେ INDIA ବ୍ଲକ ପକ୍ଷରୁ ପରିବର୍ତ୍ତନ ରାଲି: MMDR ସଂଶୋଧନ ଆଇନ -୨୦୨୬ ରଦ୍ଦ କର, ୨୯ ସେପ୍ଟେମ୍ବର ବିଧାନସଭା ଘେରାଉ ସଫଳ କରିବାକୁ ଆହ୍ଵାନ