ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୧୯ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର କନ୍ଧମାଳ ରାୟଗଡ଼ା ମାଲକାନଗିରି ଗଞ୍ଜାମ

ପିପିଲି ବିଧାୟକ ଙ୍କ ଜନ୍ମଦିନ ଉପଲକ୍ଷେ ରକ୍ତଦାନ ଶିବିର ଓ ମେଧାବୀ ଛାତ୍ର ଛାତ୍ରୀଙ୍କୁ ପୁରସ୍କାର ବିତରଣ

ପିପିଲି ବିଧାୟକ ଙ୍କ ଜନ୍ମଦିନ ଉପଲକ୍ଷେ ରକ୍ତଦାନ ଶିବିର ଓ ମେଧାବୀ ଛାତ୍ର ଛାତ୍ରୀଙ୍କୁ ପୁରସ୍କାର ବିତରଣ – ସମୀକ୍ଷା ଖବର


ବିଜୟ କୁମାର ମହାପାତ୍ର / ସମୀକ୍ଷା ନିୟୁଜ/ ପିପିଲି
:

ପିପିଲି,ତା ୨୩।୯ ପିପିଲି ଡେଲାଙ୍ଗ ନିର୍ବାଚନ ମଣ୍ଡଳୀ ର ବିଧାୟକ ଆଶ୍ରିତ ପଟ୍ଟନାୟକଙ୍କ ଶୁଭ ଜନ୍ମଦିନ ମଙ୍ଗଳବାର ଦିନ ତେଇଶିପୁର ନିକଟସ୍ଥ ରାଞ୍ଚ ହୋଟେଲରେ ପାଳନ କରାଯାଇଛି ।ଏହି ଅବସରରେ ଏକ ରକ୍ତଦାନ ଶିବିର ଆୟୋଜନ କରାଯାଇଥିଲା । ଏଥିରେ ସ୍ୱେଚ୍ଛାକୃତ ୧୨୮ଜଣ ରକ୍ତଦାନ କରିଥିଲେ । ଶୁଭ ଜନ୍ମଦିନ ଉପଲକ୍ଷେ ଡେଲାଙ୍ଗ ପିପିଲି ବ୍ଲକ ର ୧୧୧ ଜଣ ମେଧାବୀ ଛାତ୍ର ଛାତ୍ରୀଙ୍କୁ ବିଧାୟକ ମାନପତ୍ର ସହିତ ପୁରସ୍କାର ବିତରଣ କରିଥିଲେ।

ପିପିଲି ବିଧାୟକ ଙ୍କ ଜନ୍ମଦିନ ଉପଲକ୍ଷେ ରକ୍ତଦାନ ଶିବିର ଓ ମେଧାବୀ ଛାତ୍ର ଛାତ୍ରୀଙ୍କୁ ପୁରସ୍କାର ବିତରଣ – ସମୀକ୍ଷା

ଜନ୍ମଦିନ ଅବସରରେ ବିଧାୟକ ଙ୍କୁ ପିପିଲି ବିଡିଓ ସରୋଜ କୁମାର ରାଉତ, ଡେଲାଙ୍ଗ ବିଡ଼ିଓ ସମୀର କୁମାର ବେହେରା, ପିପିଲି ଏସ୍ଡ଼ିପିଓ ଦେବାଶିଷ ମିଶ୍ର, ପିପିଲି ଥାନା ଅଧିକାରୀ ସୋମ୍ୟନ୍ଦୁ ଶେଖର ତ୍ରିପାଠୀ, ଡେଲାଙ୍ଗ ଥାନା ଅଧିକାରୀ ପୂର୍ଣ୍ଣ ଚନ୍ଦ୍ର ସେଠୀ, ବ୍ଲକ ଶିକ୍ଷାଧିକାରୀ ପୀତବାସ ସେଠୀ, ସହ ଶିକ୍ଷାଧିକାରୀ ଲକ୍ଷ୍ମଣ ପ୍ରଧାନ,ବିଜେପି ଦଳର କାର୍ଯ୍ୟକର୍ତ୍ତା, ବିଭିନ୍ନ ବିଭାଗ ର ସରକାରୀ କର୍ମଚାରି, ସ୍ଥାନୀୟ ଜନସାଧାରଣ ମାନେ ଫୁଲ ତୋଡ଼ା ଓ ଉତ୍ତରୀୟ ଦେଇ ଶୁଭେଚ୍ଛା ଜଣାଇଥିଲେ। ଏହି ରକ୍ତଦାନ ଶିବିର ରେ ଭୁବନେଶ୍ବରର ବିଏମସି ହସ୍ପିଟାଲ ଓ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପକ୍ଷରୁ ରକ୍ତ ସଂଗ୍ରହ କରାଯାଇଥିଲା I

ପିପିଲି ବିଧାୟକ ଙ୍କ ଜନ୍ମଦିନ ଉପଲକ୍ଷେ ରକ୍ତଦାନ ଶିବିର ଓ ମେଧାବୀ ଛାତ୍ର ଛାତ୍ରୀଙ୍କୁ ପୁରସ୍କାର ବିତରଣ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶ – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶYouTube · SAMIKSHA NEWS LIVE ପରବର୍ତ୍ତୀ ଖବର ସାରସକେଲାରେ କୂଅରେ ପଡ଼ିଲା ଜଙ୍ଗଲୀ ବାରହା, ଉଦ୍ଧାର କଲା ବନ ବିଭାଗ