ମୁଖ୍ୟ ବିଷୟକୁ ଯାଆନ୍ତୁ
ମଙ୍ଗଳବାର, ୨୦ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର ରାୟଗଡ଼ା ମାଲକାନଗିରି ଗଞ୍ଜାମ କନ୍ଧମାଳ

ଜେ.ଇ.ଏଲ୍. ସି ଉଚ୍ଚ ବିଦ୍ୟାଳୟଠାରେ ବ୍ଳକ୍ ସ୍ତରୀୟ ସେବା ସଂକଳ୍ପ ଅଭିଯାନ-୨୦୨୬ କାର୍ଯ୍ୟକ୍ରମ

ଜେ.ଇ.ଏଲ୍. ସି ଉଚ୍ଚ ବିଦ୍ୟାଳୟଠାରେ ବ୍ଳକ୍ ସ୍ତରୀୟ ସେବା ସଂକଳ୍ପ ଅଭିଯାନ-୨୦୨୬ କାର୍ଯ୍ୟକ୍ରମ – ସମୀକ୍ଷା ଖବର

ବିଭୁତି ପ୍ରସାଦ ପଣ୍ଡା / ସମୀକ୍ଷା ଜିଲ୍ଲା ପ୍ରତିନିଧି / ନବରଙ୍ଗପୁର:

ଅଦ୍ୟ ତା.୨୮.୯.୨୦୨୬ରିଖ ସୋମବାର ଦିନ ସ୍ଥାନୀୟ ଜେ.ଇ.ଏଲ୍. ସି ଉଚ୍ଚ ବିଦ୍ୟାଳୟଠାରେ ବ୍ଳକ୍ ସ୍ତରୀୟ ସେବା ସଂକଳ୍ପ ଅଭିଯାନ-୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଉକ୍ତ କାର୍ଯ୍ୟକ୍ରମର ପ୍ରାରମ୍ଭରେ ବରିଷ୍ଠ, କନିଷ୍ଠ ଓ ଉପ-କନିଷ୍ଠବର୍ଗର ବକ୍ତୃତା ଓ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲାଏବଂ ସମାପନ ଉତ୍ସବରେ ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀମତୀ ରୀତା ମହାନ୍ତି ଓ ସହକାରୀ ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀଯୁକ୍ତ ଜଗବନ୍ଧୁ ସୌରାଓ ଶ୍ରୀମତୀ ନମିତା ଘଡ଼େଇ ଉପସ୍ଥିତ ରହି କୃତି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ଓ ପ୍ରମାଣପତ୍ର ପ୍ରଦାନ କରିଥିଲେ। ପ୍ରତ୍ୟେକ ବର୍ଗରୁ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ ନିମନ୍ତେ ସୂଚନା ଦିଆଯାଇଥିଲା। କାର୍ଯ୍ୟକ୍ରମ ପରିଚାଳନାରେ ସି.ଆର.ସି.ସି.ଓ ସ୍ଥାନୀୟ ବିଦ୍ୟାଳୟର ଶିକ୍ଷକଶିକ୍ଷୟିତ୍ରୀ ସହଯୋଗ କରିଥିଲେ।

ଜେ.ଇ.ଏଲ୍. ସି ଉଚ୍ଚ ବିଦ୍ୟାଳୟଠାରେ ବ୍ଳକ୍ ସ୍ତରୀୟ ସେବା ସଂକଳ୍ପ ଅଭିଯାନ-୨୦୨୬ କାର୍ଯ୍ୟକ୍ରମ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶ – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶYouTube · SAMIKSHA NEWS LIVE ପରବର୍ତ୍ତୀ ଖବର ମହିଳା କନଷ୍ଟେବଳ ଙ୍କ ସ୍ଵାମୀ କୁ ଗୁଳିକରି ହତ୍ୟା