ମୁଖ୍ୟ ବିଷୟକୁ ଯାଆନ୍ତୁ
ମଙ୍ଗଳବାର, ୨୦ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର ରାୟଗଡ଼ା ମାଲକାନଗିରି ଗଞ୍ଜାମ କନ୍ଧମାଳ

ବିଜୟଚନ୍ଦ୍ରପୁର ନାଗରିକ ପରିଷଦ ସଭାଗୃହରେ ଶକ୍ତି ଉତ୍ସବର ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ବିଜୟଚନ୍ଦ୍ରପୁର ନାଗରିକ ପରିଷଦ ସଭାଗୃହରେ ଶକ୍ତି ଉତ୍ସବର ପ୍ରସ୍ତୁତି ବୈଠକ ଅନୁଷ୍ଠିତ – ସମୀକ୍ଷା ଖବର

ହିମାଂଶୁ ଭୂଷଣ ନାୟକ/ବରିଷ୍ଟ ସାମ୍ବାଦିକ /ପାରାଦୀପ/ ସମୀକ୍ଷା ନ୍ୟୁଜ:

ପାରାଦୀପ 02/10 ବିଜୟଚନ୍ଦ୍ରପୁର ନାଗରିକ ପରିଷଦ ସଭାଗୃହରେ ଶକ୍ତି ଉତ୍ସବ ର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି , ଏଥିରେ ମା ଦୁର୍ଗତି ନାଶିନୀ ଙ୍କ ପୂଜର୍ଚ୍ଚନା ବଡ଼ ଧୁମ୍ ଧାମରେ ପାଳନ କରିବାକୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି, ଏବଂ ଏହି ସଭାରେ ପୋଲିସ ଅଧିକାରୀ ଆଇଆଇସି ପାରାଦୀପ ଓ ଡିଏସପି ପାରାଦୀପ ଉପସ୍ଥିତ ରହି ତାରେନିଗଡା ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ସରକାରଙ୍କ ନୀତି ନିୟମ ଅନୁସାରେ ପୋଲିସ ପ୍ରଶାସନକୁ ସହଯୋଗ କରିବା ପାଇଁ ଅନୁରୋଧ କରିଛନ୍ତି, ନାଗରୀକ ପରିଷଦ ପକ୍ଷରୁ ଟ୍ରାଫିକ ନିୟନ୍ତ୍ରଣ କରିବା ପାଇଁ ପୋଲିସ୍ ଅଧିକାରୀ ମାନେ ପ୍ରତିଶ୍ରୁତି ଦେଇ ଛନ୍ତି. ଏହି ସଭାରେ ପ୍ରଭାତ କୁମାର ନନ୍ଦୀ ସଭାପତି ଓ ସମ୍ପାଦକ ଆବାସ ଚୌଧୁରୀ ପୂଜା କମିଟି ଅଧ୍ୟକ୍ଷ ବାବାଜୀ ବିଶ୍ୱାଳ ଉପସ୍ଥିତ ରହି ଏହି ସଭାକୁ ସଫଳ କରିଥିଲେ

ବିଜୟଚନ୍ଦ୍ରପୁର ନାଗରିକ ପରିଷଦ ସଭାଗୃହରେ ଶକ୍ତି ଉତ୍ସବର ପ୍ରସ୍ତୁତି ବୈଠକ ଅନୁଷ୍ଠିତ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶ – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶYouTube · SAMIKSHA NEWS LIVE ପରବର୍ତ୍ତୀ ଖବର ପାରାଦ୍ଵୀପ ଘନ ଗଳିଆ ବସ୍ତି : ଦୀର୍ଘ ୨୮ବର୍ଷ ଧରି ଉଦୟବଟ ବସ୍ତି ବାସିନ୍ଦା ସବ ଦାହ ପାଇଁ ପାଉନାହାନ୍ତି ଜାଗା