ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୧୯ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର କନ୍ଧମାଳ ରାୟଗଡ଼ା ମାଲକାନଗିରି ଗଞ୍ଜାମ

ରାଉରକେଲା ବିଶ୍ରା ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ: ଜିଲ୍ଲାପାଳ ଓ ରାଉରକେଲା ଆରକ୍ଷୀ ଅଧିକ୍ଷକ ଉପସ୍ଥିତରେ ଶୁଣାଣି

ରାଉରକେଲା ବିଶ୍ରା ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ: ଜିଲ୍ଲାପାଳ ଓ ରାଉରକେଲା ଆରକ୍ଷୀ ଅଧିକ୍ଷକ ଉପସ୍ଥିତରେ ଶୁଣାଣି – ସମୀକ୍ଷା ଖବର

ଲିପିକା ଦାସ /ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ / ରାଉରକେଲା : ୧୭/୮/୨୬ :  ବିଶ୍ରା ବ୍ଲକ କାର୍ଯ୍ୟାଳୟ ପରିସର ସ୍ଥିତ ପଂଚାୟତ ସମିତି ସଭାକକ୍ଷ ରେ ଆଜି ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଡାକ୍ତର ଶୁଭଙ୍କର ମହାପାତ୍ର  ଓ ରାଉରକେଲା ଆରକ୍ଷୀ ଅଧିକ୍ଷକ ନୀତେଶ ୱାଧୱାନୀ ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ।

ରାଉରକେଲା ବିଶ୍ରା ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ: ଜିଲ୍ଲାପାଳ ଓ ରାଉରକେଲା ଆରକ୍ଷୀ ଅଧିକ୍ଷକ ଉପସ୍ଥିତରେ ଶୁଣାଣି – ସମୀକ୍ଷା


     ଆଜି ମୋଟ ୬୬ ଗୋଟି ଅଭିଯୋଗର ଶୁଣାଣୀ ହୋଇଥିଲା l  ସେଥି ମଧ୍ୟରୁ। ୩୬ ଟି ବ୍ୟକ୍ତିଗତ ଅଭିଯୋଗ ରହିଥିବା ବେଳେ ୨୪ ଟି ସାମୁହିକ ଅଭିଯୋଗ ରହିଥିଲା। ଏହା ବ୍ୟତୀତ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆଥିିକ ସହାୟତା ପାଇଁ ୪ ଜଣ ବ୍ୟକ୍ତି ଓ ରେଡକ୍ରସ ସହାୟତା ପାଇଁ ୨ ଜଣ ଆବେଦନ କରିଥିଲେ ।
ଏଥି ମଧ୍ୟରୁ ୬ ଗୋଟି ଅଭିଯୋଗ ର ତତ୍ କ୍ଷଣାତ ସମାଧାନ କରାଯାଇଥିଲା। l  ଆଜି ଆସିଥିବା ଅଭିଯୋଗ ଗୁଡ଼ିକ ମଧ୍ୟରୁ ମୁଖ୍ୟତଃ ରାସ୍ତା ଘାଟ ସମସ୍ୟା, ପେନସନ, ବିଦ୍ୟୁତ୍ ସମସ୍ୟା, ରାସନ୍ କାର୍ଡ ସମସ୍ୟା, ପାନୀୟ ଜଳ ସମସ୍ୟା ଆଦି ପ୍ରମୁଖ ରହିଥିଲା।
       ଆଜିର ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି ରେ ଡିଏଫଓ ରବିକାନ୍ତ ମୀ ନା ସହିତ ବିଶ୍ର। ଗୋଷ୍ଠି ଉନ୍ନୟନ ଅଧିକାରୀ ସମେତ ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ l

ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶ – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶYouTube · SAMIKSHA NEWS LIVE ପରବର୍ତ୍ତୀ ଖବର ​ତାଳଚେର କୋଇଲା ଖଣିରେ କୋଟି କୋଟି ଟଙ୍କାର ସ୍କ୍ରାପ୍ ନଷ୍ଟ: MCL ପ୍ରଶାସନର ଘୋର ଅବହେଳା !