ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୧୯ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର କନ୍ଧମାଳ ଗଞ୍ଜାମ ଖୋର୍ଦ୍ଧା ପୁରୀ

ରାଜନଗର : କମ୍ପୁଛି କଲେଜ କ୍ୟାମ୍ପସ

ରାଜନଗର : କମ୍ପୁଛି କଲେଜ କ୍ୟାମ୍ପସ – ସମୀକ୍ଷା ଖବର

ଜଗବନ୍ଧୁ ଖଟୁଆ /ରାଜନଗର ସାମ୍ବାଦିକ /ସମୀକ୍ଷା ନ୍ୟୁଜ :

ରାଜନଗର, ତା ୧୪/୧୦/୨୬- ଛାତ୍ର ସଂସଦ ନିର୍ବାଚନ ର ପ୍ରଚାର ସରିଛି । ଆଜି ମୁଁ କାହିଁକି ପାର୍ଥୀ ହୋଇଛି ସଭାରେ ଯୋଗ ଦେବାପାଇଁ ଏବିଭିପି , ଛାତ୍ର ବିଜେଡି, ଓ ଛାତ୍ର କଂଗ୍ରେସ ନିଜର ପଟୁଆରା ଧରି ବାଜା ବାଣ ରୋଷଣୀ କରି କ୍ୟାମ୍ପସ ରେ ପହଞ୍ଚିଛନ୍ତି । କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଶ୍ରୀ ଶ୍ରୀ ଜଗନ୍ନାଥ ମହାବିଦ୍ୟାଳୟ ରେ ପାର୍ଥୀମାନେ ବିଭିନ୍ନ ପ୍ରତିଶୃତି ମାଧ୍ୟମରେ ଛାତ୍ର ଛାତ୍ରୀ ମାନଙ୍କୁ ନିଜ ସପକ୍ଷରେ ମତଦାନ କରିବା ପାଇଁ ଆକୃଷ୍ଟ କରୁଛନ୍ତି । ସୁରକ୍ଷା ବ୍ୟବସ୍ଥା କୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । କ୍ୟାମ୍ପସରେ ଆଜି ଶେଷଦିନ ହୋଇଥିବାରୁ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି । ଆଜି ଭାଷଣ ମାଧ୍ୟମରେ ଛାତ୍ରଛାତ୍ରୀ ମାନଙ୍କୁ ଆକୃଷ୍ଟ କରିବେ। ନିର୍ବାଚନ ଜିତିବା ପରେ କଲେଜ ର ବିଭିନ୍ନ ସମସ୍ୟା ସମାଧାନ କରିବା ପାଇଁ ପ୍ରାଥୀ ମାନେ ପ୍ରତିଶୃତି ଦେଇଛନ୍ତି।

ରାଜନଗର : କମ୍ପୁଛି କଲେଜ କ୍ୟାମ୍ପସ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶ – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶYouTube · SAMIKSHA NEWS LIVE ପରବର୍ତ୍ତୀ ଖବର ତ୍ରିସ୍ତରୀୟ ପଞ୍ଚାୟତ ଓ ପୌରପରିଷଦ ନିର୍ବାଚନ ଭୋଟର ତାଲିକା ପ୍ରସ୍ତୁତି ପାଇଁ ପ୍ରଶିକ୍ଷଣ ଶିବିର