ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୧୯ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର ଖୋର୍ଦ୍ଧା କେନ୍ଦୁଝର କନ୍ଧମାଳ ପୁରୀ

ବ୍ରଜରାଜନଗର ମହାବିଦ୍ୟାଳୟ ଛାତ୍ର ସଂସଦ ସଭାପତି ହେଲେ ଏବିଭିପିର ଦୀପ୍ତି ରଞ୍ଜନ

ବିଜୟ ଶଙ୍କର ଦାଶ/ ସ୍ଵତନ୍ତ୍ର ପ୍ରତିନିଧି/ଝାରସୁଗୁଡ଼ା/ସମୀକ୍ଷା ନ୍ୟୁଜ:

ଝାରସୁଗୁଡ଼ା: ୧୫/୧୦ : ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗର ମହାବିଦ୍ୟାଳୟର ଛାତ୍ର ସଂସଦ ନିର୍ବାଚନରେ ଏବିଭିପିର ଦୀପ୍ତି ରଞ୍ଜନ ସାହୁ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି l ସେହିପରି ସୁମି ବଢ଼େଇ ସାଧାରଣ ସମ୍ପାଦକ, ଦର୍ପଣ କୁମାରୀ ରାୟ ସାଂସ୍କୃତିକ ସମ୍ପାଦକ ଏବଂ ସକ୍ଷମ ବିର୍ଲା ନାଟ୍ୟ ସମ୍ପାଦକ ଭାବେ ନିର୍ବାଚିତ ହୋଇଛନ୍ତି l ଅନ୍ୟପକ୍ଷରେ ବିସିଜେଡିର ହୀରାକାନ୍ତି ବାରିକ ଉପସଭାପତି ପଦ ହାସଲ କରିଛନ୍ତି l ନିର୍ବାଚନ ଫଳାଫଳ ପ୍ରକାଶ ପରେ ଏବିଭିପି ପକ୍ଷରୁ ଛାତ୍ର ପ୍ରତିନିଧିଙ୍କୁ ସ୍ୱାଗତ କରିବା ସହ ବିଜୟ ଉତ୍ସବ ପାଳନ କରିଛି l

ବ୍ରଜରାଜନଗର ମହାବିଦ୍ୟାଳୟ ଛାତ୍ର ସଂସଦ ସଭାପତି ହେଲେ ଏବିଭିପିର ଦୀପ୍ତି ରଞ୍ଜନ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶ – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶYouTube · SAMIKSHA NEWS LIVE ପରବର୍ତ୍ତୀ ଖବର ପାଟଣା ଆଞ୍ଚଳିକ ମହାବିଦ୍ୟାଳୟ ଛାତ୍ର ସଂସଦ: ସଭାପତି ଭାବେ ପୁଣ୍ୟବନ୍ତ ପ୍ରଧାନ,ସାଧାରଣ ସମ୍ପାଦକ ଆକାଶ ପାତ୍ର