ମୁଖ୍ୟ ବିଷୟକୁ ଯାଆନ୍ତୁ
ମଙ୍ଗଳବାର, ୨୦ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର ରାୟଗଡ଼ା ମାଲକାନଗିରି ଗଞ୍ଜାମ କନ୍ଧମାଳ

ଖୋର୍ଦ୍ଧାରେ ୪୨ କେଜି ଗଞ୍ଜେଇ ଜବତ, ୩ ଅଭିଯୁକ୍ତ ଗିରଫ

ଖୋର୍ଦ୍ଧାରେ ୪୨ କେଜି ଗଞ୍ଜେଇ ଜବତ, ୩ ଅଭିଯୁକ୍ତ ଗିରଫ – ସମୀକ୍ଷା ଖବର

ଦୁର୍ଗା ପ୍ରସାଦ ଦାଶ/ଜିଲ୍ଲା ପ୍ରତିନିଧି/ସମୀକ୍ଷା ନିୟୁଜ/ଖୋରଧା:

ଖୋରଧା ୧୬/୧୦/୨୬ ଖୋରଧା ଟାଉନ୍ ନିକଟସୁ ତରତୁଆ ଆଇଟିବିପି କ୍ୟାମ୍ପ ନିକଟରେ ଚଢ଼ାଉ କରି ୪୨ କେଜି ଗଞ୍ଜେଇ ଜବତ କରିଛି ଖୋର୍ଦ୍ଧା ମଡେଲ୍ ଥାନା ପୁଲିସ l ଖୋର୍ଦ୍ଧା ଏସ୍‌ପିଙ୍କ ନିର୍ଦ୍ଦେଶ ଓ ବରିଷ୍ଠ ଅଧୂକାରୀଙ୍କ ତତ୍ତ୍ବାବଧାନରେ ପୁଲିସ ଟିମ୍ ଏହି ଚଢ଼ାଉ କରିଥିଲା। ଘଟଣାରେ ଫୁଲବାଣୀ, କନ୍ଧମାଳ ଓ ଜଗତସିଂହପୁର ଜିଲ୍ଲାର ୩ ଜଣଙ୍କୁ ଅଟକ ରଖୁବା ସହ ଗିରଫ କରାଯାଇଛି। ପୁଲିସ ୪୨ କେଜି ଗଞ୍ଜେଇ ସହ ଗୋଟିଏ ହୁଣ୍ଡାଇ ଭେନ୍ୟୁ କାର୍, ଗୋଟିଏ ବିଦ୍ୟୁତ୍‌ଚାଳିତ ସ୍ମୃଟି,୩ଟି ମୋବାଇଲ୍ ଫୋନ୍ ଏବଂ ୧୫ ହଜାର ଟଙ୍କା ନଗଦ ଜବତ କରିଛି। ଏନ୍‌ଡିପିଏସ୍ ଆଇନ ଅନୁଯାୟୀ ମାମଲା ରୁଜୁ କରି ଖୋର୍ଦ୍ଧା ମଡେଲ୍ ଥାନା ପୁଲିସ ଘଟଣାର ତଦନ୍ତ ଜାରି ରଖୁଛି।

ଖୋର୍ଦ୍ଧାରେ ୪୨ କେଜି ଗଞ୍ଜେଇ ଜବତ, ୩ ଅଭିଯୁକ୍ତ ଗିରଫ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶ – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶYouTube · SAMIKSHA NEWS LIVE ପରବର୍ତ୍ତୀ ଖବର ପାଟଣା ଆଞ୍ଚଳିକ ମହାବିଦ୍ୟାଳୟ ଛାତ୍ର ସଂସଦ: ସଭାପତି ଭାବେ ପୁଣ୍ୟବନ୍ତ ପ୍ରଧାନ,ସାଧାରଣ ସମ୍ପାଦକ ଆକାଶ ପାତ୍ର