ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୧୯ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର କନ୍ଧମାଳ ମାଲକାନଗିରି ଗଞ୍ଜାମ ଖୋର୍ଦ୍ଧା

ଲାଲକୃଷ୍ଣ ଆଡଭାନୀ ହସ୍ପିଟାଲରେ ଚିକିତ୍ସାଧୀନ

ଲାଲକୃଷ୍ଣ ଆଡଭାନୀ ହସ୍ପିଟାଲରେ ଚିକିତ୍ସାଧୀନ – ସମୀକ୍ଷା ଖବର

ସମୀକ୍ଷା ବ୍ୟୁରୋ ନ୍ୟୁଜ /ନୂଆଦିଲ୍ଲୀ:

ଭାରତ ରତ୍ନ ତଥା ପୂର୍ବତନ ଉପପ୍ରଧାନମନ୍ତ୍ରୀ ଶ୍ରୀ ଲାଲକୃଷ୍ଣ ଆଡଭାନୀ(୯୮) ଜୀ ଛାତିରେ ସଂକ୍ରମଣ ଯୋଗୁଁ ନୂଆଦିଲ୍ଲୀର ଇନ୍ଦ୍ରପ୍ରସ୍ଥ ଆପୋଲୋ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ରିପୋର୍ଟ ଅନୁସାରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଅଛି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଏକାନ୍ତ ପ୍ରାର୍ଥନା— ତାଙ୍କୁ ଶୀଘ୍ର ସୁସ୍ଥ କରି ଉତ୍ତମ ସ୍ୱାସ୍ଥ୍ୟ ପ୍ରଦାନ କରନ୍ତୁ।

ଲାଲକୃଷ୍ଣ ଆଡଭାନୀ ହସ୍ପିଟାଲରେ ଚିକିତ୍ସାଧୀନ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶ – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️କୋରାପୁଟର 'ବାଲଦା ଗୁମ୍ଫା' ଅବହେଳିତ: କେବଳ ସାଇନ୍ ବୋର୍ଡରେ ସୀମିତ ପର୍ଯ୍ୟଟନ ବିଭାଗର ବିକାଶYouTube · SAMIKSHA NEWS LIVE ପରବର୍ତ୍ତୀ ଖବର ନିମାପଡ଼ାରେ ଏଭିବିପିର ପରାଜୟ ପରେ ପ୍ରଭାତୀ ପରିଡ଼ାଙ୍କ ପାଇଁ ବଢ଼ିଲା ରାଜନୈତିକ ଚ୍ୟାଲେଞ୍ଜ