ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୨୩ ନଭେମ୍ବର ୨୦୨୬
News Update
୧୩ ମିନିଟ ପୂର୍ବେTaekwondo Championship: ଇଣ୍ଡିଆ ଓପନ୍ ଇଣ୍ଟରନ୍ୟାସନାଲ ରେଙ୍କିଙ୍ଗ ଟାଇକୋଣ୍ଡୋ ଚାମ୍ପିଅନସିପରେ ଓଡ଼ିଶା ଖେଳାଳିଙ୍କ ଅଂଶଗ୍ରହଣ ୨୯ ମିନିଟ ପୂର୍ବେLAMPS employee flees after promising marriage tribal girl: ଆଦିବାସୀ ଝିଅକୁ ବିବାହର ପ୍ରତିଶ୍ରୁତି ଦେଇ ଚମ୍ପଟ ମାରିଲେ ଲେମ୍ପସ କର୍ମଚାରୀ ୩୯ ମିନିଟ ପୂର୍ବେParadip Death of a bike rider: ପାରାଦୀପ ଗଡ଼ଗେଟ୍ ବଜାରରେ ଅଜଣା ଟ୍ରକ୍ ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ! ୪୬ ମିନିଟ ପୂର୍ବେParadip Sri Sathya Sai Baba’s Birth Anniversary: ପାରାଦୀପରେ ଭଗବାନ ଶ୍ରୀ ସତ୍ୟସାଇ ବାବାଙ୍କ ୧୦୧ତମ ଜନ୍ମୋତ୍ସବ ପାଳିତ ୫୩ ମିନିଟ ପୂର୍ବେBargarh Kharif paddy procurement: ଆସନ୍ତା ନଭେମ୍ବର ୩୦ରୁ ବରଗଡ ଜିଲ୍ଲାରେ ଆରମ୍ଭ ହେବ ଖରିଫ୍ ଧାନ ସଂଗ୍ରହ ୧ ଘଣ୍ଟା ପୂର୍ବେPatana Launch of Firefighting Vehicle: ପାଟଣା ଅଗ୍ନିଶମ କେନ୍ଦ୍ରରେ ନୂତନ ଅଗ୍ନିଶମ ଗାଡ଼ିର ଶୁଭାରମ୍ଭ ୧ ଘଣ୍ଟା ପୂର୍ବେPatna MLA reaches disabled elderly couple: ଅସହାୟ ଭିନ୍ନକ୍ଷମ ବୃଦ୍ଧ ଦମ୍ପତିଙ୍କ ନିକଟରେ ପହଞ୍ଚିଲେ ପାଟଣା ବିଧାୟକ ୧ ଘଣ୍ଟା ପୂର୍ବେ‘Kanjipani’ tradition returns: ପୁଣି ଫେରିଲା ଶ୍ୟାମବାବାଙ୍କ ‘କାଞ୍ଜିପାଣି’ ପରମ୍ପରା ୧ ଘଣ୍ଟା ପୂର୍ବେNagabali development has not reached the other side: ନାଗାବଳୀ ଆରପାରିରେ ବିକାଶ ନପହଞ୍ଚାଇବା ଦୁଃଖ ଦାୟକ! ୧ ଘଣ୍ଟା ପୂର୍ବେRayagada Eviction drive: ଜବରଦଖଲକାରୀ ସାବଧାନ! ରାୟଗଡ଼ାରେ ଉଚ୍ଛେଦ ଅଭିଯାନ ଆରମ୍ଭ
ଚର୍ଚ୍ଚାରେ ମୟୂରଭଞ୍ଜ ଜଗତସିଂହପୁର ନୟାଗଡ଼ ରାୟଗଡ଼ା ନୂଆପଡ଼ା ବରଗଡ଼ କେନ୍ଦୁଝର

ଜରାଶ୍ରମର ଅନ୍ତେବାସୀଙ୍କ ଆଶୀର୍ବାଦରେ ଅଭିଭୂତ ହେଲେ ସମାଜସେବୀ ରାକେଶ

ଜରାଶ୍ରମର ଅନ୍ତେବାସୀଙ୍କ ଆଶୀର୍ବାଦରେ ଅଭିଭୂତ ହେଲେ ସମାଜସେବୀ ରାକେଶ – ସମୀକ୍ଷା ଖବର

ହିମାଂଶୁ ଭୂଷଣ ନାୟକ/ସାମ୍ବାଦିକ /ପାରାଦୀପ/ ସମୀକ୍ଷା ନ୍ୟୁଜ:

ପାରାଦୀପ ର ପରିଚିତ ସମାଜସେବୀ ତଥା ଗ୍ରୀନ ପାରାଦୀପ ଟ୍ରଷ୍ଟ ର ସଭାପତି ରାକେଶ କୁମାର ପଟ୍ଟନାୟକ ରବିବାର ଦିନ ନିଜ ଜନ୍ମଦିନ କୁ ନିଆରା ଢଙ୍ଗରେ ସ୍ଥାନୀୟ ବାଲିଝରା ସ୍ଥିତ ମା ସନ୍ତୋଷୀ ଜରାଶ୍ରମରେ ପାଳନ କରିଛନ୍ତି l ଏହି ଅବସରରେ ଜରାଶ୍ରମର ଅନ୍ତେବାସୀ ମାନେ ପଟ୍ଟନାୟକ ଙ୍କ ନିରାମୟ ଓ ସୁଦୀର୍ଘ ଜୀବନ କାମନା କରି ତାଙ୍କୁ ଆଶୀର୍ବାଦ ପ୍ରଦାନ କରିଥିଲେ l ଏହି କାର୍ଯ୍ୟକ୍ରମରେ ତାଙ୍କର ବନ୍ଧୁ, ଗ୍ରୀନ ପାରାଦୀପ ଟ୍ରଷ୍ଟ ର ବହୁ ସଦସ୍ୟ ଓ ସାମ୍ବାଦିକ ବନ୍ଧୁ ମାନେ ଉପସ୍ଥିତ ଥିଲେ l ଶେଷରେ ଜରାଶ୍ରମ ର ଅନ୍ତେବାସୀ ମାନଙ୍କୁ ଖାଦ୍ୟ ବଣ୍ଟନ କରାଯାଇଥିଲା l ତେବେ ସାଧାରଣରେ ନିଜ ଜନ୍ମ ଦିବସକୁ ସମସ୍ତେ ଆଡମ୍ବର ସହକାରେ ପାଳନ କରୁଥିବା ବେଳେ ରାକେଶ ଙ୍କ ଏଭଳି ନିଆରା ପ୍ରୟାସ କୁ ସାଧାରଣରେ ପ୍ରଶଂସା କରାଯାଇଛି l

ଜରାଶ୍ରମର ଅନ୍ତେବାସୀଙ୍କ ଆଶୀର୍ବାଦରେ ଅଭିଭୂତ ହେଲେ ସମାଜସେବୀ ରାକେଶ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ଗଭୀର ଅବପାତର ରୂପ ନେଲା ଅବପାତ, ୨୮ରେ ସମ୍ଭାବ୍ୟ ବାତ୍ୟା ଅର୍ଣ୍ଣବ ଛୁଇଁବ ସ୍ଥଳଭାଗ