କୋମନା ବ୍ଲକ କାଣ୍ଡେତରା ପଞ୍ଚାୟତରେ ପ୍ରବାସୀ ଶ୍ରମିକ ସଚେତନତା ଶିବିର: ପ୍ରବାସୀ ଶ୍ରମିକ ସଂଖ୍ୟା ଶୂନ୍ୟକୁ ଆଣିବାକୁ ଆହ୍ୱାନ
ତେଜୁରାମ ନାଏକ/ସ୍ୱତନ୍ତ୍ର ପ୍ରତିନିଧି /ନୂଆପଡା/ସମୀକ୍ଷା ନ୍ୟୁଜ: ନୂଆପଡ଼ା, ତା. ୧୮/୦୯:ନୂଆପଡା ଜିଲ୍ଲା କୋମନା ବ୍ଲକ ଅନ୍ତର୍ଗତ କାଣ୍ଡେତରା ଗ୍ରାମ ପଞ୍ଚାୟତରେ ପ୍ରବାସୀ ଶ୍ରମିକ ସଚେତନତା ଶିବିର ଓ ବିଭିନ୍ନ ଜନକଲ୍ୟାଣମୂଳକ କାର୍ଯ୍ୟକ୍ରମ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଉପଜିଲ୍ଲାପାଳ ସୁର୍ମି ସୋରେନ, ଅତିରିକ୍ତ ଜିଲ୍ଲା ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ଦ୍ୱାରିକାନାଥ ଶତପଥୀ, କୋମନା ତହସିଲଦାର ସୌରଭ କୁମାର ବିଶି, ଏବିଡିଓ ଭକ୍ତବନ୍ଧୁ ବୁଡେକ, ସ୍ଥାନୀୟ ସରପଞ୍ଚ କଲ୍ୟାଣୀ ଦାସ,…


Total Users : 6759