Headlines

samikshanews

ପାଟଣା:ଅଧ୍ୟାପକ ପଦବୀ ପୂରଣ ଦାବିରେ କଲେଜ ଗେଟ୍‌ରେ ତାଲା, ପ୍ରତିଶ୍ରୁତି ପରେ ଧାରଣାରୁ ଉଠିଲେ ଛାତ୍ରଛାତ୍ରୀ

ବିଜୟ ରତ୍ନ ପତି/ସ୍ୱତନ୍ତ୍ର ପ୍ରତିନିଧି /ସମୀକ୍ଷା ନିୟୁଜ୍ /କେନ୍ଦୁଝର: ପାଟଣା, ୯/୯: କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ପାଟଣା ଆଞ୍ଚଳିକ ମହାବିଦ୍ୟାଳୟରେ ଯୁକ୍ତ ୩ ଶ୍ରେଣୀର ଖାଲି ପଡ଼ିଥିବା ଅଧ୍ୟାପକ ପଦବୀ ପୂରଣ ଦାବିରେ ବୁଧବାର ଛାତ୍ରଛାତ୍ରୀମାନେ କଲେଜ ମୁଖ୍ୟ ଗେଟ୍‌ରେ ତାଲା ପକାଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଏଥିସହ ସେମାନେ ସକାଳ ୬ଟାରୁ ଧାରଣାରେ ବସିଥିଲେ।ମହାବିଦ୍ୟାଳୟର ଉଦ୍ଭିଦ ବିଜ୍ଞାନ ଓ ଇତିହାସ ବିଭାଗରେ ଅଧ୍ୟାପକ ପଦବୀ ଖାଲି ପଡ଼ିଥିବା ବେଳେ ଇଂରାଜୀ ବିଭାଗରେ ମାତ୍ର…

Read More

ପାଟଣା:ଭୀମକୁଣ୍ଡ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ରକ୍ତଦାନ ଶିବିର

ବିଜୟ ରତ୍ନ ପତି /ସ୍ୱତନ୍ତ୍ର ପ୍ରତିନିଧି/ସମୀକ୍ଷା ନିୟୁଜ୍/କେନ୍ଦୁଝର: ପାଟଣା:୮/୯,ପାଟଣା ବ୍ଲକ ଅନ୍ତର୍ଗତ ଭୀମକୁଣ୍ଡ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଯୁବ ରେଡକ୍ରସ୍ ବାହିନୀ ଓ ରେଡ ରିବନ କ୍ଲବ ସହଯୋଗରେ ତଥା କେନ୍ଦୁଝର ଜିଲ୍ଲା ରକ୍ତଦାତା ପରିବାର , ରାଜ୍ୟ ରକ୍ତଦାତା ମହାସଂଘ, କେନ୍ଦୁଝର ଜିଲ୍ଲା ଶାଖା ଓ ଏଚଡିଏଫ୍ସି ବ୍ୟାଙ୍କ ଆନ୍ଦପୁରର ପ୍ରୋତ୍ସାହନରେ ଭୀମକୁଣ୍ଡ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଏକ ରକ୍ତଦାନ ମହୋତ୍ସବ ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ୭୩ ଜଣ ରକ୍ତଦାତା ରକ୍ତଦାନ କରି…

Read More

କେନ୍ଦୁଝରରେ ରାଷ୍ଟ୍ରୀୟ ବିପର୍ଯ୍ୟୟ ପ୍ରଶମନ ବଳ ପକ୍ଷରୁ ବ୍ୟାପକ ବିପର୍ଯ୍ୟୟ ପ୍ରସ୍ତୁତି ଏବଂ ଜୀବନରକ୍ଷା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

ବିଜୟ ରତ୍ନ ପତି /ସ୍ୱତନ୍ତ୍ର ପ୍ରତିନିଧି/ ସମୀକ୍ଷା ନିୟୁଜ୍ /କେନ୍ଦୁଝର: କେନ୍ଦୁଝର, ୮ ସେପ୍ଟେମ୍ବର ୨୦୨୬: ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ଼ କରିବା ଏବଂ ଜରୁରୀକାଳୀନ ପରିସ୍ଥିତିର ସଫଳ ମୁକାବିଲା ପାଇଁ ସ୍ଥାନୀୟ ଲୋକଙ୍କ କ୍ଷମତା ବୃଦ୍ଧି କରିବା ନିମନ୍ତେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ମଙ୍ଗଳବାର ଦିନ ହାଟଡିହି ବ୍ଲକର ହାବଳେଶ୍ୱର ବନ୍ୟା ଆଶ୍ରୟସ୍ଥଳୀଠାରେ ଏକ ବିପର୍ଯ୍ୟୟ ସୁରକ୍ଷା ଓ ଜନସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି।ରାଷ୍ଟ୍ରୀୟ ବିପର୍ଯ୍ୟୟ ପ୍ରଶମନ ବଳ (NDRF) ର ୩ୟ ବାହିନୀ ଏବଂ…

Read More

ମାଲକାନଗିରି ଜିଲ୍ଲା ପରିଷଦର ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ: ପ୍ରକଳ୍ପ କାର୍ଯ୍ୟର ମାନ ଓ ସ୍ୱଚ୍ଛତା ବଜାୟ ରଖିବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି:୦୯/୦୯/୨୬ଆଜି ମାଲକାନଗିରି ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷଠାରେ ଜିଲ୍ଲାର ସମସ୍ତ ଉନ୍ନୟନମୂଳକ ଯୋଜନାର ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ତଥା ମୁଖ୍ୟ ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ପ୍ରଥମେଶ ଅରବିନ୍ଦ ରାଜେଶିର୍କେଙ୍କ ଅଧ୍ୟକ୍ଷତାରେ ଏହି ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଦାଶରଥି ସରାବୁ, ଜିଲ୍ଲାର ସମସ୍ତ ୭ଟି ବ୍ଲକର ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଜିଲ୍ଲା…

Read More

ଭୋଟର ତାଲିକା ପର୍ଯ୍ୟବେକ୍ଷକ ମହମ୍ମଦ ସାଦିକ ଆଲାମଙ୍କ ଦ୍ୱାରା ମାଲକାନଗିରିରେ ସୁପର ଚେକିଂ ଓ ଜିଲ୍ଲାସ୍ତରୀୟ ସମୀକ୍ଷା

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି:୦୯/୦୯/୨୬ ମାଲକାନଗିରି ଜିଲ୍ଲାରେ ଚାଲିଥିବା ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟାର ସୁପର ଚେକିଂ ଏବଂ କ୍ଷେତ୍ରସ୍ତରୀୟ ଯାଞ୍ଚ କରିଛନ୍ତି ଭୋଟର ତାଲିକା ପର୍ଯ୍ୟବେକ୍ଷକ ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ମହମ୍ମଦ ସାଦିକ ଆଲାମ। ସେ ନିଜେ ସୁପର ଚେକିଂ ଅଧୀନରେ ଦାବି ଓ ଆପତ୍ତି ଗ୍ରହଣ ସମୟରେ ଆସିଥିବା ଆବେଦନଗୁଡ଼ିକର କ୍ଷେତ୍ରସ୍ତରୀୟ ଅଗ୍ରଗତି ଏବଂ ସମ୍ପୃକ୍ତ ମାମଲା ରେକର୍ଡଗୁଡ଼ିକର ପ୍ରତ୍ୟକ୍ଷ ଯାଞ୍ଚ କରିଥିଲେ। ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ…

Read More

ଘରୋଇ ହିଂସାରୁ ସୁରକ୍ଷା ଆଇନ ଉପରେ ମାଲକାନଗିରିରେ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି:୦୯/୦୯/୨୬ଜିଲ୍ଲା ସମାଜ କଲ୍ୟାଣ କାର୍ଯ୍ୟାଳୟ ମାଲକାନଗିରି ଅନୁକୂଲ୍ୟରେ ଜିଲ୍ଲା ପରିଷଦ ସମ୍ମିଳନୀ ଗୃହଠାରେ ମହିଳାମାନଙ୍କୁ ଘରୋଇ ହିଂସାରୁ ସୁରକ୍ଷା ଅଧିନିୟମ, ୨୦୦୫ ସମ୍ପର୍କିତ ଏକ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ମହିଳାମାନଙ୍କୁ ଘରୋଇ ହିଂସାରୁ ସୁରକ୍ଷା, ସେମାନଙ୍କ ଅଧିକାର ଓ ସଚେତନତା ବୃଦ୍ଧି ସହ ଏହି ଆଇନର ବିଭିନ୍ନ ବ୍ୟବସ୍ଥା ସମ୍ପର୍କରେ ସମ୍ୟକ୍ ଜ୍ଞାନ ପ୍ରଦାନ କରିବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ଥିଲା। ଏହି ଶିବିରରେ ଆଇନଗତ ପରିଣାମ,…

Read More

ମାଲକାନଗିରି ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜେଶିର୍କେଙ୍କୁ ମିଳିବ ପ୍ରତିଷ୍ଠିତ ସ୍କଚ୍ ଆୱାର୍ଡ; ନୂଆଦିଲ୍ଲୀଠାରେ ହେବେ ସମ୍ମାନିତ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି:୦୮/୦୯/୨୬ପ୍ରଶାସନିକ ଦକ୍ଷତା ଏବଂ ଜନକଲ୍ୟାଣକାରୀ ଅଭିନବ ପ୍ରୟାସ କ୍ଷେତ୍ରରେ ମାଲକାନଗିରି ଜିଲ୍ଲା ପ୍ରଶାସନ ଏକ ବଡ଼ ସଫଳତା ହାସଲ କରିଛି। ଜିଲ୍ଲାର ପ୍ରମୁଖ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ ପ୍ରଗତି ପଥେ ଯୁବ ମାଲକାନଗିରି ପାଇଁ ଜିଲ୍ଲା ପ୍ରଶାସନକୁ ପ୍ରତିଷ୍ଠିତ ଜାତୀୟ ସ୍କଚ୍ ଆୱାର୍ଡ ପ୍ରଦାନ କରାଯିବ। ସ୍କଚ୍ ଗ୍ରୁପ୍ ପକ୍ଷରୁ କରାଯାଇଥିବା ସମସ୍ତ ଜଟିଳ ଓ ବହୁସ୍ତରୀୟ ମୂଲ୍ୟାୟନ ପ୍ରକ୍ରିୟାରେ ସଫଳ ହେବା ପରେ, ମାଲକାନଗିରି ଜିଲ୍ଲାପାଳ ତଥା ଜିଲ୍ଲା…

Read More

ଜାତୀୟ ଅନୁସୂଚିତ ଜନଜାତି ଆୟୋଗ ଅଧ୍ୟକ୍ଷଙ୍କ ସମୀକ୍ଷା ବୈଠକ:ଜିଲ୍ଲା ପ୍ରଶାସନ, ଯୁବଗୋଷ୍ଠୀ ଓ ବନ ରକ୍ଷା ସମିତି କର୍ମକର୍ତ୍ତାଙ୍କ ସହ ଆଲୋଚନା

ମନୋଜ କୁମାର ବାରିକ/ସ୍ୱତନ୍ତ୍ର ପ୍ରତିନିଧି/ସମୀକ୍ଷା ନ୍ୟୁଜ/ଭୁବନେଶ୍ୱର: ଜାତୀୟ ଅନୁସୂଚିତ ଜନଜାତି ଆୟୋଗ ଅଧ୍ୟକ୍ଷ ଶ୍ରୀ ଅନ୍ତର ସିଂ ଆର୍ଯ୍ୟ ଦୁଇ ଦିନିଆ ରାଜ୍ୟ ଗସ୍ତରେ ଆସି ଅନୁସୂଚିତ ଜନଜାତିଙ୍କ ବିକାଶ ଓ କଲ୍ୟାଣ ସମ୍ପର୍କରେ ସମୀକ୍ଷା କରିଛନ୍ତି । ଶ୍ରୀ ଆର୍ଯ୍ୟ ଗତକାଲି ପୁରୀ ଗସ୍ତ କରିଥିବା ବେଳେ ଆଜି ଭୁବନେଶ୍ୱର ମହାନଗର ନିଗମ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିଥିଲେ । ଉକ୍ତ ବୈଠକରେ ଅନୁସୂଚିତ ଜନଜାତି ଛାତ୍ରଛାତ୍ରୀ…

Read More

ଭୁବନେଶ୍ୱରରେ ପ୍ରଥମ ଥର ପାଇଁ ରାଜ୍ୟସ୍ତରୀୟ ସ୍ୱତନ୍ତ୍ର ହସ୍ତଶିଳ୍ପ ପ୍ରଦର୍ଶନୀ “ଉତ୍କଳା : ଶ୍ରୀ ଗଣେଶ” ଶୁଭାରମ୍ଭ

ମନୋଜ କୁମାର ବାରିକ/ସ୍ୱତନ୍ତ୍ର ପ୍ରତିନିଧି/ସମୀକ୍ଷା ନ୍ୟୁଜ/ଭୁବନେଶ୍ୱର: • ୧୬ଟି ଜିଲ୍ଲାର ୩୪ ଜଣ ହସ୍ତଶିଳ୍ପୀଙ୍କ ଅଂଶଗ୍ରହଣ• ମାନ୍ୟବର ମନ୍ତ୍ରୀଙ୍କ ଦ୍ୱାରା ୩୩ଟି ଷ୍ଟଲ୍‌ର ଉଦ୍‌ଘାଟନ• “ଉତ୍କଳା” ବ୍ରାଣ୍ଡ ଅଧୀନରେ “ଶ୍ରୀ ଗଣେଶ” ଥିମ୍‌ରେ ମାଟି, କାଠ, ପଥର, ଟେରାକୋଟା, ଧାନ, ନଡ଼ିଆ କତା, ପିତ୍ତଳ, କଂସା ଓ ଅନ୍ୟାନ୍ୟ ସାମଗ୍ରୀରେ ନିର୍ମିତ ଗଣେଶ ମୂର୍ତ୍ତି, ପଟ୍ଟଚିତ୍ର ଓ ଗଣେଶ କଳାକୃତି ପ୍ରଦର୍ଶିତ ଭୁବନେଶ୍ୱର, ୦୮/୦୯/୨୦୨୬,ଆଜି ଭୁବନେଶ୍ୱରସ୍ଥିତ ଏକାମ୍ର ହାଟଠାରେ ଓଡ଼ିଶା ସରକାରଙ୍କ ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ…

Read More