ମାଲକାନଗିରି:ସେବା ସଂକଳ୍ପ ଅଭିଯାନର ଶୁଭାରମ୍ଭ: ମାଲକାନଗିରି ଜିଲ୍ଲାସାରା ପ୍ରଜ୍ଜ୍ୱଳିତ ହେଲା ଆଶୀର୍ବାଦର ଦୀପ
ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି: ଜିଲ୍ଲା ପ୍ରଶାସନ ପକ୍ଷରୁ ସେବା ଓ ଜନସମ୍ପର୍କକୁ ଅଧିକ ବ୍ୟାପକ କରିବା ଉଦ୍ଦେଶ୍ୟରେ ଆରମ୍ଭ ହୋଇଛି ବହୁପ୍ରତୀକ୍ଷିତ ସେବା ସଂକଳ୍ପ ଅଭିଯାନ। ମାଲକାନଗିରି ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜଶିର୍କେଙ୍କ ପ୍ରତ୍ୟକ୍ଷ ନିର୍ଦ୍ଦେଶକ୍ରମେ ଜିଲ୍ଲାରେ ଆଜି ଏହି ଜନକଲ୍ୟାଣକାରୀ ଅଭିଯାନର ପ୍ରଥମ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପ୍ରଶାସନକୁ ଲୋକଙ୍କ ନିକଟତର କରିବା ଏବଂ ଜନସାଧାରଣଙ୍କ ସେବାରେ ନିଜକୁ ଉତ୍ସର୍ଗ କରିବା ଆଭିମୁଖ୍ୟ ନେଇ ଆରମ୍ଭ ହୋଇଥିବା ଏହି ଅଭିଯାନ…


Total Users : 6769