ଜରଡ଼ା ଥାନା ଅଞ୍ଚଳରେ ଅବକାରୀ ଚଢ଼ାଉ, ବିପୁଳ ପରିମାଣରେ ମଦ ଜବତ
ହରିଶ୍ଚନ୍ଦ୍ର ସେଠୀ /ସମୀକ୍ଷା ପ୍ରତିନିଧି /ପାତ୍ରପୁର ବ୍ଲକ: ବ୍ରହ୍ମପୁର ଅବକାରୀ ଅଧିକ୍ଷକ ଶ୍ରୀ ପ୍ରବୀଣ କୁମାର ପ୍ରଧାନଙ୍କ ନିର୍ଦ୍ଦେଶ କ୍ରମେ ଓ ଅବକାରୀ ଉପ ଅଧିକ୍ଷୀକା ଶ୍ରୀମତୀ ସ୍ନେହଲତା ନାୟକ ଙ୍କ ପ୍ରତ୍ୟକ୍ଷ୍ୟ ତତ୍ୱାବଧାନରେ ଜରଡା ଥାନା ଅନ୍ତର୍ଗତ ଡାହାବାଡ଼, ଗୁଜଲିଙ୍ଗ ଅଞ୍ଚଳର ପାହାଡିଆ ଜଙ୍ଗଲ ଓ ନାଳ ନିକଟବର୍ତ୍ତୀ ଅଞ୍ଚଳରେ ଚଢ଼ାଉ କରାଯାଇ ବିପୁଳ ପରିମାଣର ଚୋରା ମଦ ଭାଟି ଗୁଡିକୁ ନଷ୍ଟ କରିବା ସହ ମଦ ପ୍ରସ୍ତୁତି ପାଇଁ ବ୍ୟବହୃତ 34800 ଲିଟର ଗୁଡ଼…


Total Users : 6843