ବନ୍ଧୁକ ଦେଖାଇ ଧମକ, ଟଙ୍କା ଓ ଦସ୍ତାବିଜ ଛଡ଼ାଇ ନେଇଥିବା ଅଭିଯୋଗ; ବିଜେପୁର ଥାନାରେ ମାମଲା
ସାନନ୍ଦ ମହାପାତ୍ର/ସ୍ଵତନ୍ତ୍ର ପ୍ରତିନିଧି /ବରଗଡ/ସମୀକ୍ଷା ନ୍ୟୁଜ:ବରଗଡ,୦୩/୦୮: ଟେଣ୍ଡର କାମ ପ୍ରତ୍ୟାହାର କରିବାକୁ ଧମକ ଦେଇ ଜଣେ ଯୁବକଙ୍କୁ ଅପହରଣ, ମାଡ଼ ମାରିବା ଓ ବନ୍ଧୁକ ଦେଖାଇ ଭୟଭୀତ କରାଯାଇଥିବା ନେଇ ବିଜେପୁର ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକାରୀ ହେଲେ ପୁଟୁକା ଗ୍ରାମର ରାଜକୁମାର ମେହେର (୨୮)। ଅଭିଯୋଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖ ଅପରାହ୍ନ ପ୍ରାୟ ୧ଟା ୩୦ରେ ରାଜକୁମାର ଟେଣ୍ଡର ସମ୍ପର୍କିତ ସମସ୍ତ କାଗଜପତ୍ର ଧରି ବିଜେପୁର ଏନ୍ଏସି କାର୍ଯ୍ୟାଳୟକୁ ଯାଉଥିଲେ। ଏହି ସମୟରେ ମହେଶ…


Total Users : 6865