ମା’ ସାରଦା ଦେବୀ +୩ ମହାବିଦ୍ୟାଳୟରେ ଅଶାନ୍ତି: ୭ ମାସର ଦରମା ବକେୟାvକୁ ନେଇ ଅଧ୍ୟାପକଙ୍କ ଭିତରେ ବିବାଦ
ରତିକାନ୍ତ ନାୟକ /(ସମୀକ୍ଷା ନିୟୁଜ)ଧାମନଗର ,୪/୯ ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ ଧୁଷୁରୀ ଥାନା ଅନ୍ତର୍ଗତ କୋଠାର ସ୍ଥିତ ମା’ ସାରଦା ଦେବୀ +୩ ମହାବିଦ୍ୟାଳୟରେ ଦୀର୍ଘଦିନ ହେବ ଆର୍ଥିକ ଅଚଳାବସ୍ଥା ଏବଂ ପ୍ରଶାସନିକ ଅନିଶ୍ଚିତତା ଯୋଗୁଁ କର୍ମଚାରୀଙ୍କ ମଧ୍ୟରେ ଅସନ୍ତୋଷ ଘନେଇବାରେ ଲାଗିଛି। ଏପରିକି ଏହି ବିବାଦ ଥାନା ପର୍ଯ୍ୟନ୍ତ ଯାଇ ଥିବା ଜଣାପଡ଼ିଛି।ପ୍ରକାଶ ଥାଉକି ପ୍ରାୟ ୮ ମାସ ପୂର୍ବରୁ ଉକ୍ତ ମହାବିଦ୍ୟାଳୟର ଅଧ୍ୟକ୍ଷ ସତ୍ୟବ୍ରତ ଭାରତୀ ନିଜ ପଦବୀରୁ ଓହରିଯିବା ପରେ ଭଦ୍ରକ…


Total Users : 6865