କେନ୍ଦ୍ରାପଡ଼ା : ୨୫ କି.ଗ୍ରା. ଗଞ୍ଜେଇ ଜବତ, ୨ ଜଣ କୋର୍ଟ ଚାଲାଣ
ନମିତା ନାୟକ/ ଜିଲ୍ଲା ପ୍ରତିନିଧି/ସମୀକ୍ଷା ନ୍ୟୁଜ/ କେନ୍ଦ୍ରାପଡ଼ା : # କେନ୍ଦ୍ରାପଡ଼ା, ୦୧/୦୯: କେନ୍ଦ୍ରାପଡ଼ା ଜିଲ୍ଲାରେ ଅବୈଧ ନିଶାଦ୍ରବ୍ୟ କାରବାର ବିରୋଧରେ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ ଓ ଧରପଗଡ଼ ଜାରି ରହିଛି। ଜିଲ୍ଲାପାଳ ରଘୁରାମ ଆୟରଙ୍କ ନିର୍ଦ୍ଦେଶକ୍ରମେ ଏବଂ ଅବକାରୀ ଅଧୀକ୍ଷକ, କେନ୍ଦ୍ରାପଡ଼ା ବିପ୍ର ଚରଣ ମଣ୍ଡଳଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କେନ୍ଦ୍ରାପଡ଼ା ସଦର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଅବକାରୀ ବିଭାଗ ପକ୍ଷରୁ ବ୍ୟାପକ ଚଢ଼ାଉ କରାଯାଇଥିଲା।ଏହି ଚଢ଼ାଉ ସମୟରେ କେଚରପଡ଼ା ଗ୍ରାମରେ କଙ୍ଗୋ ସିଗାରେଟ୍…


Total Users : 6759