Headlines

ମାଲକାନଗିରି:ଗାଁ କଲ୍ୟାଣ ସମିତିର ଦାୟିତ୍ୱ ଓ ଭୂମିକା ନେଇ ସଚେତନତା ଶିବିର

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି:୮/୦୯/୨୬ମାଲକାନଗିରି ଜିଲ୍ଲାର ସୀମାବର୍ତ୍ତୀ ପଡିଆ ବ୍ଲକ ବାପନପଲ୍ଲୀ ପଞ୍ଚାୟତ ଅନ୍ତର୍ଗତ ଡେମଗୁଡା ଗ୍ରାମରେ ଆଇଟିସି ମିଶନ ସୁନହରାକାଲ ସହଯୋଗରେ ପରିଚାଳିତ ଆଇଜିଡି ଏନଜିଓ ପକ୍ଷରୁ ଗାଁ କଲ୍ୟାଣ ସମିତି ସଦସ୍ୟଙ୍କୁ ନେଇ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଛି। କର୍ମଶାଳାରେ ଗାଁ କଲ୍ୟାଣ ସମିତିର ଉଦ୍ଦେଶ୍ୟ, ଦାୟିତ୍ୱ ଓ ଭୂମିକା ସମ୍ପର୍କରେ ସଦସ୍ୟମାନଙ୍କୁ ସଚେତନ କରାଯାଇଥିଲା। ବିଶେଷକରି ମାତୃ ଓ ଶିଶୁ ସ୍ୱାସ୍ଥ୍ୟ, ଗର୍ଭବତୀଙ୍କ ନିୟମିତ ସ୍ୱାସ୍ଥ୍ୟ ପରୀକ୍ଷା, ଶିଶୁଙ୍କ ଟୀକାକରଣ,…

Read More

ମାଲକାନଗିରି ଜିଲ୍ଲାର ସମସ୍ତ ବ୍ଲକରେ ଆନ୍ତର୍ଜାତୀୟ ସାକ୍ଷରତା ଦିବସ ପାଳନ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି:୦୮/୦୯/୨୬ଆଜି ଅନ୍ତର୍ଜାତୀୟ ସାକ୍ଷରତା ଦିବସ ଅବସରରେ ମାଲକାନଗିରି ଜିଲ୍ଲାର ସମସ୍ତ ୭ଟି ବ୍ଲକ ଯଥା ମାଲକାନଗିରି, ମାଥିଲି, ଖଇରପୁଟ, କୋରୁକୋଣ୍ଡା, କାଲିମେଳା, ପଡିଆ ଓ ଚିତ୍ରକୋଣ୍ଡାରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ଓ ସମଗ୍ର ଶିକ୍ଷା, ମାଲକାନଗିରି ଆନୁକୂଲ୍ୟରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା।କାର୍ଯ୍ୟକ୍ରମର ମୁଖ୍ୟ ଆକର୍ଷଣରେ ବିଦ୍ୟାଳୟ ସ୍ତରରେ ସ୍ଲୋଗାନ୍ ଲେଖନ ପ୍ରତିଯୋଗିତା, ସାକ୍ଷରତା ସଚେତନତା ଉପରେ ପୋଷ୍ଟର ପ୍ରସ୍ତୁତ, ସମସ୍ତ ବ୍ଲକ ସଦର ଓ…

Read More

ଜରଡ଼ା ଥାନା ଅଞ୍ଚଳରେ ଅବକାରୀ ଚଢ଼ାଉ, ବିପୁଳ ପରିମାଣରେ ମଦ ଜବତ

ହରିଶ୍ଚନ୍ଦ୍ର ସେଠୀ /ସମୀକ୍ଷା ପ୍ରତିନିଧି /ପାତ୍ରପୁର ବ୍ଲକ: ବ୍ରହ୍ମପୁର ଅବକାରୀ ଅଧିକ୍ଷକ ଶ୍ରୀ ପ୍ରବୀଣ କୁମାର ପ୍ରଧାନଙ୍କ ନିର୍ଦ୍ଦେଶ କ୍ରମେ ଓ ଅବକାରୀ ଉପ ଅଧିକ୍ଷୀକା ଶ୍ରୀମତୀ ସ୍ନେହଲତା ନାୟକ ଙ୍କ ପ୍ରତ୍ୟକ୍ଷ୍ୟ ତତ୍ୱାବଧାନରେ ଜରଡା ଥାନା ଅନ୍ତର୍ଗତ ଡାହାବାଡ଼, ଗୁଜଲିଙ୍ଗ ଅଞ୍ଚଳର ପାହାଡିଆ ଜଙ୍ଗଲ ଓ ନାଳ ନିକଟବର୍ତ୍ତୀ ଅଞ୍ଚଳରେ ଚଢ଼ାଉ କରାଯାଇ ବିପୁଳ ପରିମାଣର ଚୋରା ମଦ ଭାଟି ଗୁଡିକୁ ନଷ୍ଟ କରିବା ସହ ମଦ ପ୍ରସ୍ତୁତି ପାଇଁ ବ୍ୟବହୃତ 34800 ଲିଟର ଗୁଡ଼…

Read More

ବିପଦପୂର୍ଣ୍ଣ କୋଠା ବିରୋଧରେ ସରକାରଙ୍କ କଡାକାର୍ଯ୍ୟାନୁଷ୍ଠାନ

ମନୋଜ କୁମାର ବାରିକ/ସ୍ୱତନ୍ତ୍ର ପ୍ରତିନିଧି/ସମୀକ୍ଷା ନ୍ୟୁଜ/ଭୁବନେଶ୍ୱର: ଅସୁରକ୍ଷିତ କୋଠା ଚିହ୍ନଟ କରିବ ୧୫ ଦିନିଆ ତଦନ୍ତକାରୀ ଦଳ:ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ ମହାପାତ୍ର। ଭୁବନେଶ୍ୱର, ୮ ସେପ୍ଟେମ୍ବର, ୨୦୨୬:ସହରାଞ୍ଚଳରେ ନାଗରିକଙ୍କ ଜୀବନ ଓ ସମ୍ପତ୍ତିର ସୁରକ୍ଷାକୁ ସର୍ବୋଚ୍ଚ ପ୍ରାଥମିକତା ଦେଇ ବିପଦପୂର୍ଣ୍ଣ ଓ ଅସୁରକ୍ଷିତ କୋଠାଗୁଡ଼ିକ ବିରୋଧରେ କଡ଼ା ପଦକ୍ଷେପ ନେବାକୁ ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ପ୍ରକ୍ରିୟା ତ୍ୱରାନ୍ୱିତ କରାଯାଇଛି । ରାଜ୍ୟର ବିଭିନ୍ନ ସହରାଞ୍ଚଳରେ ଧନଜୀବନ ପ୍ରତି…

Read More

ଦୀର୍ଘ ଦିନର ଅପେକ୍ଷାରେ ଅନ୍ତ, ଆରମ୍ଭ ହେଲା ଡ୍ରେନ ନିର୍ମାଣ, ଦୁଇ ମାସରେ କାମ ସାରିବାକୁ ଅଦାଲତଙ୍କ ନିର୍ଦ୍ଦେଶ

ପ୍ରଭାତ କୁମାର ପାଇକରାୟ /ସ୍ୱତନ୍ତ୍ର ପ୍ରତିନିଧି / ଖୋରଧା/ ସମୀକ୍ଷା ନ୍ୟୁଜ: ଖୋରଧା, ୭ା୯: ଦୀର୍ଘଦିନ ଧରି ଜଳ ନିଷ୍କାସନ ସମସ୍ୟାରେ ଜୁଝୁଥିବା ଖୋରଧା ବ୍ଲକ ପୁବୁସାହି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ କପିଳେଶ୍ୱରପୁର ଗ୍ରାମବାସୀଙ୍କ ପାଇଁ ଆଶ୍ୱସ୍ତିର ଖବର। ଶନି ମନ୍ଦିର ନିକଟରେ ବହୁଦିନ ଧରି ପ୍ରସ୍ତାବିତ ଥିବା ଡ୍ରେନ୍ ନିର୍ମାଣ କାର୍ଯ୍ୟ ଶେଷରେ ଆଜି ଆରମ୍ଭ ହୋଇଛି। ଡ୍ରେନ୍ ନିର୍ମାଣକୁ ନେଇ ସ୍ଥାନୀୟ ଅଞ୍ଚଳରେ ଦୀର୍ଘଦିନ ଧରି ରହିଥିବା ବିବାଦ ଯୋଗୁଁ କାର୍ଯ୍ୟ ଆଗେଇ ପାରୁନଥିଲା।…

Read More

OSWAS ଫାଇଲ୍ ପ୍ରକ୍ରିୟାକରଣରେ ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓଡ଼ିଶାରେ ପ୍ରଥମ

ବିଭୁତି ପ୍ରସାଦ ପଣ୍ଡା / ସମୀକ୍ଷା ଜିଲ୍ଲା ପ୍ରତିନିଧି / ନବରଙ୍ଗପୁର: ନବରଙ୍ଗପୁର, (ସମୀକ୍ଷା)ଅଗଷ୍ଟ ୨୦୨୬ ମାସର ଓଡ଼ିଶା ଷ୍ଟେଟ ୱର୍କଫ୍ଲୋ ଅଟୋମେସନ୍ ସିଷ୍ଟମ୍ (OSWAS) ପ୍ରଦର୍ଶନ ଆଧାରରେ ସରକାରୀ ଫାଇଲ୍ ପ୍ରକ୍ରିୟାକରଣ କ୍ଷେତ୍ରରେ ଓଡ଼ିଶାର ୩୦ ଗୋଟି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ମଧ୍ୟରୁ ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମଗ୍ର ଓଡ଼ିଶାରେ ପ୍ରଥମ ସ୍ଥାନ ହାସଲ କରିଛି। ଜିଲ୍ଲାର ବିଭିନ୍ନ କାର୍ଯ୍ୟାଳୟ ଓ ଅନୁଷ୍ଠାନଗୁଡ଼ିକରେ OSWASର ସୁଚାରୁ ବ୍ୟବହାର ଫଳରେ ଫାଇଲ୍ ପ୍ରକ୍ରିୟାକରଣ ଓ ନିଷ୍ପତ୍ତି ଗ୍ରହଣ ପ୍ରକ୍ରିୟାରେ…

Read More

ଆକ୍ସନ ମୋଡରେ ବାଲିଗୁଡ଼ା ପୋଲିସ

ମହେଶ୍ୱର ଦିଗାଳ/ ଡିଭିଜନାଲ ସାମ୍ବାଦିକ /କନ୍ଧମାଳ / ସମୀକ୍ଷା ନିୟୁଜ: ଅପରାଧ ଓ ଗ6ଞ୍ଜଇ ମୁକ୍ତ କରିବ କି ବାଲିଗୁଡା ପୋଲିସ। କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅନ୍ତର୍ଗତ ଲଣ୍ଡା ଗାଁ, ସୁଡ୍ରା ରାସ୍ତାରେ ବେଆଇନ ଭାବେ ଗଞ୍ଜେଇ ଚରା ଚାଲଣା ବେଳେ ୩ ଜଣ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ପୋଲିସ।୩ଜଣ ମାଫିଆ, ୨ଟି ବନ୍ଧୁକ ଓ 42କେଜି ଗଞ୍ଜେଇ ଜବତ କରିଛି ବାଲିଗୁଡା ୮ ପୋଲିସ। ଏକ ବର୍ଷ ଧରି ବନ୍ଧୁକ, ମାରଣାସ୍ତ୍ର ଦେଖାଇ…

Read More

ରାୟଗଡ଼ା:୫୦ ବର୍ଷର ଚାଷ ଜମି ପାଇଁ କଲେକ୍ଟରଙ୍କ ଦ୍ୱାରସ୍ଥ,ନ୍ୟାୟ ନମିଳିଲେ ପରିବାର ସହ ଚରମ ପଦକ୍ଷେପ ନେବାକୁ ଧମକ

ଜିତେନ୍ଦ୍ର କୁମାର ଶତପଥୀ/ ସବ୍‌ଡିଭିଜନାଲ୍ କରେସ୍ପଣ୍ଡେଣ୍ଟ/ ଗୁଣପୁର: ଅଭିଯୋଗ ଶୁଣାଣି କକ୍ଷରେ କୀଟନାଶକ ବୋତଲ ଧରି ପହଞ୍ଚିଲେ ଗରିବ ଚାଷୀ: ରାୟଗଡ଼ା : ଦୀର୍ଘ ୪୦ରୁ ୫୦ ବର୍ଷ ଧରି ସରକାରୀ ଜମିରେ ଚାଷବାସ କରି ପରିବାର ପ୍ରତିପୋଷଣ କରିଆସୁଥିବା ଜଣେ ଗରିବ ଚାଷୀ ନିଜ ଜମି ଅଧିକାର ପାଇଁ ଆଜି ରାୟଗଡ଼ା ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଦୀର୍ଘଦିନ ଧରି ନ୍ୟାୟ ପାଇଁ ଦୌଡ଼ିବା ସତ୍ତ୍ୱେ ସମସ୍ୟାର ସମାଧାନ ନହେବାରୁ ନିରାଶ ହୋଇ ସେ ପରିବାର ସହ…

Read More

ବରଗଡ଼:ଝାରବନ୍ଧରେ ଅଭିଯୋଗ ଶୁଣାଣି ଶିବିର

ସାନନ୍ଦ ମହାପାତ୍ର/ସ୍ଵତନ୍ତ୍ର ପ୍ରତିନିଧି /ସମୀକ୍ଷା ନ୍ୟୁଜ ବରଗଡ଼, ତା.୦୭.୦୯.୨୦୨୬,ଝାରବନ୍ଧ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ରବୀନ୍ଦ୍ର ନାଥ ଶତପଥୀଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋୟଲ ତଥା ଆରକ୍ଷୀ ଅଧିକ୍ଷକ ଶ୍ରୀ ଶତପଥୀଙ୍କ ବ୍ୟତୀତ ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଲଲାଟ କୁମାର ଲୁହା, ପଦ୍ମପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ…

Read More