Headlines

ଚିକିଟୀ-ଖେମୁଣ୍ଡି ହଳଦିଆ ତୈଳିକ ବୈଶ୍ୟ ସମାଜ ପକ୍ଷରୁ ଶପଥ ପାଠ ଉତ୍ସବ ଓ ନୂତନ କର୍ମକର୍ତ୍ତାଙ୍କ ତାଲିମ୍ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ

ଅକ୍ଷୟ କୁମାର ସାହୁ / ସମୀକ୍ଷା ପ୍ରତିନିଧି / ଚିକିଟୀ: ଚିକିଟୀ– ଚିକିଟୀ-ଖେମୁଣ୍ଡି ହଳଦିଆ ତୈଳିକ ବୈଶ୍ୟ ସମାଜ ପକ୍ଷରୁ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଧର୍ମା ସାହୁଙ୍କ ଅଧ୍ୟକ୍ଷତା ଏବଂ କେନ୍ଦ୍ରୀୟ ସଭାପତି ଶ୍ରୀ ଦଣ୍ଡାସି ସାହୁଙ୍କ ନିର୍ଦ୍ଦେଶାନୁସାରେ ରବିବାର ଦିନ ଚାନ୍ଦପୁର ଗ୍ରାମ ସ୍ଥିତ ସମାଜ କୋଠଘର ଠାରେ ଶପଥ ପାଠ ଉତ୍ସବ ଓ ନୂତନ କର୍ମକର୍ତ୍ତାଙ୍କ ତାଲିମ୍ ଶିବିର କାର୍ଯ୍ୟକ୍ରମ ଅତି ଶୃଙ୍ଖଳିତ ଭାବେ ଅନୁଷ୍ଠିତ ହୋଇଯାଇଛି। ପ୍ରଥମେ କୁଳଗଙ୍ଗା ଙ୍କ ନିକଟରେ…

Read More

ଡେଲାଙ୍ଗ:ନିରୁପମା ପାତ୍ର ହେଲେ କଂଗ୍ରେସ ଦଳର ରାଜ୍ୟ ସାଧାରଣ ସମ୍ପାଦିକା

ବିଜୟ କୁମାର ମହାପାତ୍ର / ସମୀକ୍ଷା ନିୟୁଜ:ଡେଲାଙ୍ଗ,ତା୭।୯(ପିଏନଏସ): ଡେଲାଙ୍ଗ ବ୍ଲକ ହରିରାଜପୁର ଗ୍ରାମର ନିରୁପମା ପାତ୍ର ଙ୍କୁ କଂଗ୍ରେସ ଦଳର ରାଜ୍ୟ ସାଧାରଣ ସମ୍ପାଦିକା ଦାୟିତ୍ୱ ମିଳିଛି । ସେ ପୂର୍ବରୁ ପୁରୀ ଜିଲ୍ଲା ମହିଳା କଂଗ୍ରେସ ସଭାପତି, ମହିଳା କଂଗ୍ରେସ ସାଧାରଣ ସମ୍ପାଦକ ଭାବେ କାର୍ଯ୍ୟ ସମ୍ପାଦନ କରି ଆସିଛନ୍ତି । ଅଲ ଇଣ୍ଡିଆ କଂଗ୍ରେସ କମିଟି ପକ୍ଷରୁ ତାଙ୍କୁ ଓଡିଶା ପ୍ରଦେଶ କଂଗ୍ରେସ କମିଟି ର ସାଧାରଣ ସମ୍ପାଦିକା ଭାବେ ଦାୟିତ୍ୱ ପ୍ରଦାନ କରାଯାଇଛି।…

Read More

ଡେଲାଙ୍ଗରେ ଅଷ୍ଟମ ପଂଚାୟତ ସମିତି ବୈଠକ ଅନୁଷ୍ଠିତ;ପାନୀୟଜଳ, ଆବାସଗୃହ ଉପରେ ବିଧାୟକଙ୍କ ଗୁରୁତ୍ୱ

ବିଜୟ କୁମାର ମହାପାତ୍ର / ସମୀକ୍ଷା ନିୟୁଜ : ଡେଲାଙ୍ଗ,ତା୫।୯ ଡେଲାଙ୍ଗ ପଂଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଥିବା ବିଜୁ ପଟ୍ଟନାୟକ ସମ୍ମିଳନୀ କକ୍ଷରେ ଅଷ୍ଟମ ପଂଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧକ୍ଷା ରମାଦେବୀ ରାଉତରାୟ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ବୈଠକରେ ବିଧାୟକ ଆଶ୍ରିତ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଡେଲାଙ୍ଗ ମଣ୍ଡଳ ଉନ୍ନୟନ ଅଧିକାରୀ ସମୀର କୁମାର ବେହେରା, ଉପାଧ୍ୟାକ୍ଷ ଦୁର୍ବଶା ନିଶଙ୍କ,ପିପିଲି ଏସଡିପିଓ ପିପିଲି ଦେବାଶିଷ ମିଶ୍ର,ଅତିରିକ୍ତ…

Read More

ସାଲେପୁର:ବିକଳାନନ୍ଦ କରଙ୍କ ୫୫ ତମ ଶ୍ରାଦ୍ଧ ବାର୍ଷିକ ପାଳିତ

ହେମନ୍ତ ନନ୍ଦ/ସାଲେପୁର ରିପୋର୍ଟର /ସମୀକ୍ଷା ନ୍ୟୁଜ: ସାଲେପୁର (୩/୯) ସାଲେପୁର ରସଗୋଲାର ଜନକ, ବିଶିଷ୍ଟ ସମାଜସେବୀ ତଥା ସାଲେପୁର ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ପ୍ରତିଷ୍ଠାତା ସଭ୍ୟ ମହାନୁଭବ ବିକଳାନନ୍ଦ କରଙ୍କ ୫୫ ତମ ଶ୍ରାଦ୍ଧବାର୍ଷିକ ପାଳିତ ହୋଇ ଯାଇଛି l ଗୁରୁବାର ସକାଳୁ ସ୍ବର୍ଗତ ବିକଳାନନ୍ଦ କରଙ୍କ ସାଲେପୁର ବ୍ଲକ ଚନ୍ଦ୍ରାଦେଇପୁର ଗ୍ରାମର ପୈତୃକ ଘର ନିକଟରେ ଥିବା ସମାଧିସ୍ଥଳୀରେ ପରିବାର ପରିଜନ ଓ ବହୁ ବିଶିଷ୍ଟ ବ୍ୟକ୍ତିମାନେ ପୁଷ୍ପମାଲ୍ୟ ଦେବା ସହ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ…

Read More

କେନ୍ଦୁଝର ଜିଲ୍ଲାପାଳ କାର୍ଯ୍ୟାଳୟ ସାଂସ୍କୃତିକ କ୍ଲବ୍‌ ପକ୍ଷରୁ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ ଆୟୋଜିତ।

ନିରଞ୍ଜନ ପାଣି/ଜିଲ୍ଲା ପ୍ରତିନିଧି /କେନ୍ଦୁଝର/ସମୀକ୍ଷା ନିୟୁଜ: କେନ୍ଦୁଝର,୬ସେପ୍ଟେମ୍ବର: ଜିଲ୍ଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ାବିତ୍ ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ ‘କେନ୍ଦୁଝର ଜିଲ୍ଲାପାଳ କାର୍ଯ୍ୟାଳୟ ସାଂସ୍କୃତିକ କ୍ଲବ୍’ ପକ୍ଷରୁ ଏକ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ଏହି ଟୁର୍ଣ୍ଣାମେଣ୍ଟରେ ମହିଳା ସିଙ୍ଗଲ୍ସ ଏବଂ ପୁରୁଷ ଡବଲ୍ସ ବିଭାଗରେ ପ୍ରତିଯୋଗୀମାନେ ଉତ୍ସାହର ସହ ଅଂଶଗ୍ରହଣ କରିଥିଲେ। ଏହା ଅଧିକାରୀ ଓ କର୍ମଚାରୀମାନଙ୍କୁ ସେମାନଙ୍କ କ୍ରୀଡ଼ା ପ୍ରତିଭା…

Read More

ବଣାଇ : ଜନତା ସରକାରୀ ଉଚ୍ଚ ବିଦ୍ୟାଳୟ, ରୁଗୁଡା ର ପ୍ରଧାନ ଶିକ୍ଷକ ମୂରଲୀଧର ବାଙ୍କ ସମ୍ମାନିତ

ବିନୟ ସାହୁ / ବଣେଇ ରିପୋର୍ଟର /ସମୀକ୍ଷା ନ୍ୟୁଜ ପବିତ୍ର ଗୁରୁ ଦିବସ ଅବସରରେ କଟକ ସ୍ଥିତ ଉତ୍କଳ ସାହିତ୍ୟ ସମାଜର ଶତାବ୍ଦୀ ଭବନ ଠାରେ ଏ ବର୍ଷର ରାଜ୍ୟ ସ୍ତରୀୟ ଆଦର୍ଶ ଗୁରୁ ସମ୍ମାନ ସମ୍ବର୍ଦ୍ଧନା ଉତ୍ସଵ ବିଦ୍ୟା ବିକାଶ ପରିଷଦ, ଓଡ଼ିଶା ଦ୍ଵାରା ଆୟୋଜିତ ହୋଯାଇଅଛି। ଏହି କାର୍ଯ୍ୟକ୍ରମ ରେ ବଶିଷ୍ଠ ଅବସରପ୍ରାପ୍ତ ପ୍ରଶାସକ ଆଇଏଏସ୍ ଶ୍ରୀଯୁକ୍ତ ରତ୍ନାକର ରାଉତ ଙ୍କ ସଭାପତିତ୍ବ ରେ ମୂଖ୍ୟ ଅତିଥି ଅବସରପ୍ରାପ୍ତ ବିଚାରପତି ଶ୍ରୀଯୁକ୍ତ ରତିକାନ୍ତ ମହାପାତ୍ର…

Read More

ଟାଙ୍ଗୀ ବ୍ଲକ ସାମ୍ବାଦିକ ସଙ୍ଘ ପକ୍ଷରୁ ବନ୍ଧୁ ମିଳନ ଅନୁଷ୍ଠିତ

ଟାଙ୍ଗୀ ୬/୯/୨୬ ଦୁର୍ଗା ପ୍ରସାଦ ଦାଶ/ଜିଲ୍ଲା ପ୍ରତିନିଧି /ସମୀକ୍ଷା ନିୟୁଜ /ଖୋର୍ଦ୍ଧା ଖୋରଧା ଜିଲ୍ଲା ଟାଙ୍ଗୀ ବ୍ଲକ ସାମ୍ବାଦିକ ସଙ୍ଘ ପକ୍ଷରୁ ଟାଙ୍ଗୀ ଡାକ ବଙ୍ଗଳାଠାରେ ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି l ସାମ୍ବାଦିକ ସଙ୍ଘର ସଭାପତି ରାମଚନ୍ଦ୍ର ପରିଡାଙ୍କ ସଭାପତି ତ୍ବରେ ଅନୁଷ୍ଠିତ ବନ୍ଧୁମିଳନ କାର୍ଯ୍ୟ କ୍ରମରେ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଅଧିକ୍ଷକ ଡା ସତ୍ୟ ରଂଜନ ନନ୍ଦ,ଖୋର୍ଦ୍ଧା ବିଧାୟକଙ୍କ ପ୍ରତିନିଧି ଭାଗିରଥି ସାମନ୍ତରାୟ,ଭୁବନେଶ୍ୱର ସାଂସଦଙ୍କ ପ୍ରତିନିଧି ଚିନ୍ମୟ କୁମାର ପୃଷ୍ଟି, ବରିଷ୍ଠ…

Read More

ଜାତୀୟ ପୁରସ୍କାର ପାଇଲେ ଓଡ଼ିଶାର ୭ ଜଣ ଶିକ୍ଷା ଅଧିକାରୀ:ମୌଳିକ ସାକ୍ଷରତା, ଶିକ୍ଷଣ ଫଳାଫଳ, ବିଦ୍ୟାଳୟ ସୁରକ୍ଷା, ପଠନ ଅଭ୍ୟାସର ଓ ଡ୍ରପଆଉଟ୍ ରୋକିବା କ୍ଷେତ୍ରରେ ଅଭିନବ ପ୍ରୟାସ ପାଇଁ ସମ୍ମାନିତ

ମନୋଜ କୁମାର ବାରିକ/ସ୍ୱତନ୍ତ୍ର ପ୍ରତିନିଧି/ସମୀକ୍ଷା ନ୍ୟୁଜ/ଭୁବନେଶ୍ୱର ଭୁବନେଶ୍ୱର, ୫ ସେପ୍ଟେମ୍ବର ୨୦୨୬: ଶିକ୍ଷା ପ୍ରଶାସନକୁ ସୁଦୃଢ଼ କରିବା ଏବଂ ବିଦ୍ୟାଳୟ ଶିକ୍ଷାର ଗୁଣବତ୍ତା ଉନ୍ନତ କରିବାରେ ଅଭିନବ ପଦକ୍ଷେପ ଏବଂ ଗୁରୁତ୍ୱପୂର୍ଣ୍ଣ ଅବଦାନକୁ ସ୍ୱୀକୃତି ଦେବା ଉଦ୍ଦେଶ୍ୟରେ ନୂଆଦିଲ୍ଲୀସ୍ଥିତ ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ଏଜୁକେସନାଲ ପ୍ଲାନିଂ ଆଣ୍ଡ ଆଡମିନିଷ୍ଟ୍ରେସନ୍’ (NIEPA) ଦ୍ୱାରା ଓଡ଼ିଶାର ସାତ ଜଣ ଶିକ୍ଷା ଅଧିକାରୀଙ୍କୁ ପୁରସ୍କୃତ କରାଯାଇଛି । ଶିକ୍ଷା ପ୍ରଶାସନରେ ନବସୃଜନ ଏବଂ ଉତ୍ତମ ଅଭ୍ୟାସ ପାଇଁ ଜାତୀୟ ପୁରସ୍କାରରେ ସମ୍ମାନିତ…

Read More

ରାସଗୋବିନ୍ଦପୁର ପଡ଼ିଆରେ ହାତୀର ଫୁଟବଲ୍‌ ଖେଳ_ ଶେଷରେ ବଲ୍‌କୁ ଦଳି ନଷ୍ଟ କଲା

ଯଶୋବନ୍ତ ପରିଡା/_ ମୟୁରଭଞ୍ଜ/ ୦୬/୦୯/୨୬ (ସମୀକ୍ଷା ନ୍ୟୁଜ): ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ଜଙ୍ଗଲ ଅଞ୍ଚଳରେ ଏକ ଅଭୂତପୂର୍ବ ଏବଂ ଭୟଗ୍ରସ୍ତ ଦୃଶ୍ୟ ଦେଖିବାକୁ ମିଳିଛି। ଗାଁ ପଡ଼ିଆରେ ପିଲାମାନେ ଖେଳୁଥିବା ସମୟରେ ହଠାତ୍ ଏକ ହାତୀ ପ୍ରବେଶ କରି ଫୁଟବଲ୍‌ ସହିତ ଖେଳିଥିବାର ଖବର ସାମ୍ନାକୁ ଆସିଛି। ​ପ୍ରକାଶ ଯେ, ରାସଗୋବିନ୍ଦପୁର ଥାନା ଅନ୍ତର୍ଗତ ଅମରପାଡ଼ା ପଞ୍ଚାୟତର ବାଉସୁଳି ଗାଁ ପଡ଼ିଆରେ କିଛି ନାବାଳକ ଓ ପିଲାମାନେ ଫୁଟବଲ୍‌ ଖେଳୁଥିଲେ। ଏହି ସମୟରେ ନିକଟସ୍ଥ ଜଙ୍ଗଲରୁ ଏକ…

Read More

ମାଲକାନଗିରି ଜିଲ୍ଲାରେ ଉଲ୍ଲାସ ସେମିନାର ଅନୁଷ୍ଠିତ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି,୦୫/୦୯/୨୬ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ ଅନ୍ତର୍ଗତ ଏବଂ ସାକ୍ଷରତା ପକ୍ଷ ପଞ୍ଚମ ଦିବସରେ ଉଲ୍ଲାସ ସେମିନାର ଆଜି ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ, ମାଲକାନଗିରି ତରଫରୁ ପିଏମ୍ ଶ୍ରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ , ସିନ୍ଧରିମାଲ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଶିକ୍ଷା ଅଧିକାରୀ, ଜିଲ୍ଲାର ସମସ୍ତ ବ୍ଲକର ଶିକ୍ଷକ ଓ ସ୍ୱେଚ୍ଛାସେବୀ ଶିକ୍ଷକ ମାନେ ଯୋଗ ଦେଇଥିଲେ। ମୁଖ୍ୟ ଆଲୋଚନା ବିଷୟରେ ୧୫ ବର୍ଷରୁ ଉର୍ଦ୍ଧ୍ୱ ନିରକ୍ଷରଙ୍କୁ…

Read More